-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରେରଣା ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା

10-Jan-2026



ବଲାଙ୍ଗୀର(ପ୍ରେରଣା ଖବର):  ଆସନ୍ତା ଜାନୁୟାରୀ ୨୬ ତାରିଖ ବଲାଙ୍ଗୀରରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସ୍ଥାନୀୟ ପତିତପାବନ ଏକାଡେମୀ ଓଡ଼ିଟୋରିୟମ ଠାରେ ସାପ୍ତାହିକ ଖବରକାଗଜ 'ପ୍ରେରଣା' ତରଫରୁ ତଥା ବଲାଙ୍ଗୀର ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ସହଯୋଗରେ ଏକ ସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏଥିରେ ସହରର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନର ପ୍ରତିଯୋଗୀ ମାନେ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାର ବିଭିନ୍ନ ବିଭାଗରେ ବିଚାରକ 

ଭାବେ  ପ୍ରଫେସର ପ୍ରେମଚାନ୍ଦ ମହାନ୍ତି, କିସ୍ ରେସିଡେଣ୍ଟାଲ ସ୍କୁଲର ପ୍ରଧାନ ଶିକ୍ଷକ ଆକାଶ ମିଶ୍ର, ଚୁମକି ଦାସ,  ଶ୍ରୀଜୀ ବି. ଇ.ଡି ଇନଷ୍ଟିଚ୍ୟୁଟର ନିର୍ଦ୍ଦେଶିକା ସ୍ଵରୂପାରାଣୀ ଠାକୁର,  ବଲାଙ୍ଗୀର ସରକାରୀ ଏ ଏନ ଏମ୍  ଟ୍ରେନିଂ ଇନଷ୍ଟିଚ୍ୟୁଟ ର ଟ୍ୟୁଟର  ଅଂଜଳି ବାରିକ, ଶିକ୍ଷୟିତ୍ରୀ ଆଶାଲତା ସେଠୀ ପ୍ରମୁଖ ଯୋଗ ଦେଇଥିଲେ l  ସମସ୍ତ ପ୍ରତିଯୋଗିତାକୁ ଶିକ୍ଷୟିତ୍ରୀ  ଐଶ୍ବର୍ଯ୍ୟ ଦାସ  ପରିଚାଳନା କରିଥିଲେ l ଷଷ୍ଠ  ରୁ ଅଷ୍ଟମ ଶ୍ରେଣୀ, ନବମ ଓ ଦଶମ ଶ୍ରେଣୀ ଓ କଲେଜସ୍ତରୀୟ ଏପରି ତିନୋଟି ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ ହେବା ସହ ପ୍ରତ୍ୟେକ ବିଭାଗରୁ ପ୍ରଥମ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ଥିବା ପ୍ରତିଯୋଗୀ ମାନଙ୍କ ନାମ ଘୋଷଣା କରାଯାଇଥିଲା l ପ୍ରେରଣାର ସମ୍ପାଦକ ରଘୁ ନନ୍ଦନ ସିଂହ ଙ୍କ ପରିଚାଳନା ଓ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ  କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀ ମାନେ ଆସନ୍ତା ଜାନୁୟାରୀ ୨୬ତାରିଖ ସ୍ଥାନୀୟ ମନୋହରପୁର ପରେଡ୍ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅବସରରେ ପୁରସ୍କୃତ ହେବ ବୋଲି ସୂଚନା ଦିଆଯାଇଛି l

ଆସନ୍ତା ୧୨ ତାରିଖ ଦିନ ପୁଣି ଥରେ ପତିତପାବନ ଏକାଡେମୀ ଠାରେ ନବମ ଓ ଦଶମ ଶ୍ରେଣୀର  ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ଏବଂ ଇଂରାଜୀ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହେବ l   ଇଚ୍ଛୁକ ପ୍ରତିଯୋଗୀ ମାନେ ଅଂଶଗ୍ରହଣ କରିବା ପାଇଁ  ପ୍ରେରଣା ତରଫରୁ ଅନୁରୋଧ କରାଯାଇଛି l ଆଜିର ପ୍ରତିଯୋଗିତାକୁ ସଫଳ କରିବାରେ ସ୍କୁଲର ପ୍ରଧାନ ଶିକ୍ଷକ ଦ୍ଵିତିଚନ୍ଦ୍ର ମହାଲିଙ୍ଗଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like