-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଫ୍ରେଣ୍ଡସ କ୍ଲବ ଦ୍ୱାରା ଆୟୋଜିତ ଅଲ୍ ଓଡିଶା ଫୁଟବଲ ଟୁର୍ଣ୍ଣାମେଣ୍ଟ

10-Jan-2026



ବଲାଙ୍ଗିର(ପ୍ରେରଣା ଖବର)- ପି.ଆର. ହାଇସ୍କୁଲରେ ମୁଁ ନିଜେ ପାଠ ପଢିଛି । ଏହି ପଡିଆରେ ଖେଳିଛି, ବଢିଛି ପରବର୍ତ୍ତୀ ସମୟରେ ବିଧାୟକ ଥିବା ବେଳେ ଏହି ଖେଳ ପଡିଆ ଏକ ସୁଦୃଶ୍ୟ ଗ୍ୟଲେରି ତିଆରି କରାଯାଇଛି । ଖେଳର ଉନ୍ନତି ପାଇଁ ଏହାର ପରିସରରେ ଏକ ସୁନ୍ଦର ବ୍ୟାଡ ମିଣ୍ଟନ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ କରାଯାଇଛି । ଆହୁରି ଅନେକ ବିକାଶ କରିବାର ଥିଲା । ୨୦୨୪ ପୁର୍ବରୁ ୧ କୋଟି ଟଙ୍କା ରାଶି ଏହି ଖେଳ ପଡିଆର ଘାସ, ଡ୍ରେନଜ ଓ ପାଣି ସିଞ୍ଜନ ପ୍ରଣାଳି ନିର୍ମାଣ ପାଇଁ ଅନୁଦାନ ଅଣାଯାଇ ଯାଇଥିଲା କିନ୍ତୁ କିଛି ଲୋକଙ୍କ ଗୋଡଟଣା ପ୍ରଭୃତି ପାଇଁ ପ୍ରକଳ୍ପଟି ପ୍ରଶାସନିକ ମଂଜୁରି ପାଇବା ପରେ ମଧ୍ୟ ଟଙ୍କା ଫେରାଇ ନିଆଗଲା । ସେ ଯାହା ବି ହେଉ ବର୍ତ୍ତମାନ ମୁଁ କ୍ଷମତା ରେ ଥାଏ କି ନ ଥାଏଁ ଏ ପଡିଆ ଆହୁରି ବିକାଶ ନିଶ୍ଚୟ କରାଯିବ ବୋଲି ଆଜି ପି.ଆର ହାଇସ୍କୁଲ ଖେଳପଡିଆରେ ଫ୍ରେଣ୍ଡର୍ସ କ୍ଲବ ଆନୁକୁଲ୍ୟରେ ଆୟୋଜିତ ହେଉଥିବା ଅଲ୍ ଓଡିଶା ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ସେମିଫାଇନାଲରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଉପସ୍ଥିତ ଦର୍ଶକ ଙ୍କ ଉଦ୍ଦେଶ୍ୟରେ କହିଛନ୍ତି । ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ ଖେଳ ଉନ୍ନତି ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ସେ ନିଜେ ଆଲୋଚନା କରିଛନ୍ତି । ଲୋୟର ସୁକତେଲ ଡେମ ତଳେ ଏକ ଷ୍ଟାଡିୟମ ଓ ସେଠାରେ ଏକ ସୁନ୍ଦର ଉଦ୍ୟାନ ତିଆରି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆଲୋଚନା ବେଳେ ଆୟୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବ ଉପରେ ବହୁତ ସକରାତ୍ମକ ଆଭିମୁଖ୍ୟ ରଖିଛନ୍ତି । ତେଣୁ ଆମ ଅଂଚଳର ଖେଳ ଓ ଖେଳାଳିମାନଙ୍କ ବିକାଶ ପାଇଁ ସେ ନିଜେ ସବୁପ୍ରକାର ଯୋଗଦାନ ରଖିବେ ବୋଲି ନିଜ ବକ୍ତବ୍ୟରେ କହିଛନ୍ତି । ଆଜି ସେମିଫାଇନାଲ ଖେଳ ଝାରସୁଗୁଡା ଏକାଦଶ ବନାମ ଢେଙ୍କାନାଲ ଏକାଦଶ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏହି ସଂଘର୍ଷପୂର୍ଣ୍ଣ ଖେଳରେ ଝାରସୁୁଗୁଡା ୧-୦ ଗୋଲରେ ବିଜୟୀ ହୋଇ ଫାଇନାଲ ରେ ପହଂଚିଛି । ଆଜି ଆୟୋଜକ କମିଟି ତରଫରୁ ପ୍ରକ୍ତନ ଫୁଟବଲ ଖେଳାଳି ଜରାସିଂହା ର କୈଳାସ ଚନ୍ଦ୍ର କର୍ତ୍ତି, ଖୁଜେନପାଲିର ଭୁପେନ୍ଦ୍ର ପ୍ରସାଦ ସିଂହ ଓ ଉଦୟମାନ ବାଳିକା ବ୍ୟାଡମିଣ୍ଟନ ଖେଳାଳି ପାଟଣାଗଡର ସଂପାଦା ମହାନ୍ତିଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା । ଆଜି ସମ୍ମାନିତ ଅତିଥି ଭାବେ ଫାଓ ସଭାପତି ଶ୍ରୀକର ମିଶ୍ର, ଜିଲ୍ଲା କ୍ରୀଡା ସଂଘ ସଂପାଦକ ହରିନାରାୟଣ ପୁଜାରୀ, ପୁଇଁନ୍ତଲା ବ୍ଲକ ଚେୟାରମେନ ସରୋଜ ପ୍ରଧାନ, ଗାନ୍ଧୀ କ୍ଲବ ସଭାପତି ରାମଚନ୍ଦ୍ର ପୁରୋହିତ, ଫ୍ରେଣ୍ଡକ୍ଲବ ପ୍ରେସିଡେଣ୍ଡ ଲୋଟସ ଷଡଙ୍ଗି, ସଂପାଦକ ଜଗନ୍ନାଥ ମିଶ୍ର ପ୍ରମୁଖ ମଂଚାସିନ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like