-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||     

HOME   ଜିଲ୍ଲା

ଲୋକନୃତ୍ୟରେ ଝଲସିଲା ମହୋତ୍ସବ ମଞ୍ଚ

10-Jan-2026



କଣ୍ଟାମାଳ(ଜୟ କୁମାର ମହାରଣା):  କଣ୍ଟାମାଳ ବ୍ଳକ ଖୁଣ୍ଟିଗୋରା ପଞ୍ଚାୟତ ବନ୍ଧଗୋରା ଖଡ଼ଙ୍ଗ ନଦୀ କୂଳରେ ୭ମ ଖଡ଼ଙ୍ଗ ଲୋକ ମହୋତ୍ସବ ପୂର୍ବତନ ବିଧାୟକ ମହୀଧର ରଣାଙ୍କ କରକମଳରେ ଉଦଘାଟିତ ହୋଇଯାଇଛି l ଉଦଘାଟନୀ ସନ୍ଧ୍ୟାରେ ସ୍ଥାନୀୟ କଳାକାର, ଢେଙ୍କାନାଳର ଶ୍ରୀ ସିଂହ ନାଥ ଦେବ ସାଂସ୍କୃତିକ ମଣ୍ଡଳୀ, ବୌଦ୍ଧର ରୁଦ୍ର ଭୈରବ

କଳା ପରିଷଦର କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ପରେ ବରଗଡ଼ ଜିଲ୍ଲା ଚିଚିଣ୍ଡାର କଳାକାର ମାନଙ୍କ ଦ୍ୱାରା ରାବଣ ଦରବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଦରବାରରେ ରାଜକୀୟ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ମହୀଧର ରଣା, ପୂର୍ବତନ ସରପଞ୍ଚ ସୁନିତା ମାଝୀ, କନ୍ଧମାଳ ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁଦେଇ, ଶିକ୍ଷବିତ କାର୍ତ୍ତିକେଶ୍ୱର ବେହେରା, ଆଦିବାସୀ ନେତା ପିତାମ୍ବର ଭୋଇ, ଖଡ଼ଙ୍ଗ ମହୋତ୍ସବ କମିଟି ସଭାପତି ମନୋଜ

ଦାଶ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ l ସୁଶାନ୍ତ ବାରିକ ମଞ୍ଚ ପରିଚାଳନା ଓ ଧନ୍ୟବାଦ ଦେଇଥିଲେ l ଦରବାରରେ ଓଡିଆ ଟେଲି ଅଭିନେତ୍ରୀ ମିଠିଙ୍କ ସଂଳାପ ଏବଂ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ ହୋଇଥିଲେ l ପରେ ସୀତା ସ୍ୱୟମ୍ବର ନାଟକ ମଞ୍ଚସ୍ଥ ହୋଇଥିଲା l ବରିଷ୍ଠ କଳାକାର ସୁଶୀଲ କୁମାର ମେହେରଙ୍କ ରାବଣ ଭୂମିକାରେ ନିଖୁଣ ଅଭିନୟ ଦର୍ଶକଙ୍କୁ ମଧ୍ୟରାତ୍ରି ପର୍ଯ୍ୟନ୍ତ ବାନ୍ଧି ରଖିଥିଲା l ଖଡ଼ଙ୍ଗ ମହୋତ୍ସବ କମିଟିର ସମସ୍ତ ସଦସ୍ୟ ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026

You Might Also Like