-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ର ଚତୁର୍ଥ ସନ୍ଧ୍ୟା* *ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଉଦ୍ଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ*

11-Jan-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ର ଚତୁର୍ଥ ଦିବସ ର ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ଯ କ୍ରମ କୁ ଉଦ୍ଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଏହି କାର୍ଯ୍ଯକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ସିଂଦେଓ ଯୋଗ ଦେଇ କଳାକାର ମାନେ କଳା ମାଧ୍ୟମ ରେ ହୁନର ଦେଖାଇବା ଏକ ମାଧ୍ୟମ ହେଉଛି ଜିଲ୍ଲା ମହୋତ୍ସବ । ସହରର ସ୍ୱର୍ଣୀମ ତ୍ରିଭୁଜ ମେଗା ତଥା ଐତିହାସିକ ପ୍ରକଳ୍ପ ଖୁବ୍ ଶୀଘ୍ର ଭିତ୍ତପ୍ରସ୍ତର ସ୍ଥାପନ ହେବା ସହ ସୁବର୍ଣ୍ଣପୁର ଜିଲ୍ଲାର ପର୍ଯ୍ୟଟନ ର ଦୃତ ବିକାଶ ଓ ଚାଷୀ ମାନଙ୍କ ଧାନ କିଣାବିକା ସମସ୍ୟା ର ସମାଧାନ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ରାଜ୍ୟ ସରକାର ସମାଧାନ କରିବେ ବୋଲି ଜିଲ୍ଳାବାସୀଙ୍କୁ ଦୃଢ଼ ପ୍ରତିଶ୍ରୁତି ଦେଇଥିଲେ । ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି ସଭାରେ ବରେଣ୍ୟ ଅତିଥି ଭାବରେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ମାନ୍ୟବର ପୂର୍ବତନ ନ୍ୟାୟଧିଶ ଉଚ୍ଚ ନ୍ୟାୟାଳୟ କଟକ ଯୋଗ ଦେଇ ଆମର ସଂସ୍କୃତି, ଆମ ଭାଷା, ଆମ ସଂସ୍କାର କୁ ନେଇ ଆଗକୁ ବଢିବାର ଅଛି। ଶ୍ରୀ ଗୋପାଳଜୀ ମହାପ୍ରଭୁ ଙ୍କ ପୁନଃ ପ୍ରତିଷ୍ଠା ଉତ୍ସବ କୁ ଭବ୍ୟ କରିବା ଓ ପୂର୍ବ ଗୌରବ କୁ ଫେରାଇ ଆଣିବା ବିଷୟ ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ ରଖୁଛୁ । ଏହି ମନ୍ଦିର ତଥା ଜିଲ୍ଲା ର ପର୍ଯ୍ୟଟନ ବିକାଶ ପାଇଁ ବଡ ଅନୁଦାନ ଜିଲ୍ଲାବାସୀ ଆଶା କରୁଛନ୍ତି । ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ଯୋଗ ଦେଇ ସମଗ୍ର ଜିଲ୍ଲାର ବିକାଶ ପାଇଁ ମୁଁ ସର୍ବଦା ଉଦ୍ୟମ ଜାରି ରଖିଥିବା କହିଥିଲେ । ଭୀମଭୋଇ କଳା ପରିଷଦର କଳାକାରଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା । 

 

ଆଜିର ସାଂସ୍କୃତିକ ମଞ୍ଚରେ ଉପ ମୁଖ୍ୟମନ୍ତ୍ରୀ ଙ୍କ ଦ୍ବାରା ଓରମାସ ର ଉତ୍ପାଦ କେଟଲକ୍ ଓ ଆମକୁ ସୁନ୍ଦର ଆମ ସୋନପୁର ଭିଡିଓ ଲୋକାର୍ପଣ କରାଯାଇଥିଲା । ସଭା ସଂଯୋଜନା ପ୍ରଦ୍ୟୁମ୍ନ ସାହୁ କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଉଲୁଣ୍ଡା ବ୍ଲକ କଳା ସଂସ୍କୃତି ସଂଘ ର ମା ମେଟାକାନୀ ଘୁଡ଼କା ନୃତ୍ୟ, ସୋନପୁର ବ୍ଲକ କଳା ସଂସ୍କୃତି ସଂଘ, ସ୍ଵର୍ଣ୍ଣ ଶିଖା ସୋନପୁର, ପଶ୍ଚିମବଙ୍ଗ ବଙ୍ଗୀୟ ସନାତନୀ ସଂସ୍କୃତି ପରିଷଦ, ସାନ ବଡ ଘୁଡକା କୃଷ୍ଣ ପ୍ରିୟା କଳା ପରିଷଦ, କଳାହାଣ୍ଡି ନୃତ୍ୟ ପ୍ରଭା, ବୌଦ୍ଧ ପ୍ରଣାମ ନୃତ୍ୟ ଅନୁଷ୍ଠାନ, ପଦମପୁର ସଙ୍ଗୀତ ସମିତି, ବିନିକା ମା ମାହେଶ୍ୱରୀ ସାଂସ୍କୃତିକ ସଂସଦ, ହରିୟଣା ର ଫାଗ ଝୁମର, କୋରାପୁଟ କୋଟପାଡ଼ କଳା ପରିଷଦ କେନ୍ଦ୍ର ଓ ଆଦର୍ଶ ଆଦିବାସୀ ନୃତ୍ୟ କଳା ଅନୁଷ୍ଠାନ ର କଳାକାର ଙ୍କ ଦ୍ଵାରା ପରିବେଷିତ ଗୀତ ନାଚ କୁ ଉପଭୋଗ କଲେ ଅଗଣିତ ଦର୍ଶକ । ଆଜିର ସାଂସ୍କୃତିକ କାର୍ଯ୍ୟକ୍ରମ, ପଲ୍ଲୀଶ୍ରୀ ମେଳା ଓ ଫୁଡ୍ କୋର୍ଟରେ ୩୦ ହଜାର ରୁ ଉର୍ଦ୍ଧ୍ବ ଜନ ସମାଗମ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like