-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ଥ୍ରୀ-ଅକ୍ଟେଭ୍ ମ୍ୟୁଜିକ୍ ସ୍କୁଲ" ର ଷଷ୍ଠ ବାର୍ଷିକ ଉତ୍ସବ ରାଗ ରଜନୀ ଅନୁଷ୍ଠିତ

11-Jan-2026



ଭୁବନେଶ୍ୱର(ପ୍ରେରଣା ଖବର): ଆଜି "ଥ୍ରୀ-ଅକ୍ଟେଭ୍ ମ୍ୟୁଜିକ୍ ସ୍କୁଲ" ର ଷଷ୍ଠ ବାର୍ଷିକ ଉତ୍ସବ ରାଗ ରଜନୀ ''; ସ୍ଥାନୀୟ ଜୟଦେବ ଭବନ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଅତିଥି ଭାବରେ ପ୍ରଖ୍ୟାତ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ପଣ୍ଡିତ ଗୁରୁଶ୍ରୀ ବିଜୟାନନ୍ଦ ନାୟକ, ଶାସ୍ତ୍ରୀୟ ଗାୟିକା ଶ୍ରୀମତୀ ମୀରା ପଣ୍ଡା ଏବଂ ଅଖିଳ ଭାରତୀୟ ଗାନ୍ଧର୍ବ ମହାବିଦ୍ୟାଳୟ ମଣ୍ଡଳ, ମୁମ୍ବାଇର ସର୍ବ ଭାରତୀୟ ସ୍ତରରେ ସମ୍ପାଦକ  ତଥା ଗୁରୁ ଶ୍ରୀ ଯାମିନୀକାନ୍ତ ମିଶ୍ର ପ୍ରମୁଖ ଯୋଗଦାନ କରିଥିଲେ । 
ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନ ତରଫରୁ ଅରୁତୋଷ୍, ଜ୍ୟୋତିପ୍ରଭା, ପ୍ରୀତିପ୍ରଭା, ସାଗରିକା, ମୀନାପ୍ରଭା, ଅନ୍ଵେଷା, ଲାନିବନ୍, ସ୍ଵସ୍ତିକ୍, ବେଦିକା ଧାରା, ଅବ୍ନୀ, ଶ୍ରଦ୍ଧାସୁମନ୍ ଏବଂ ସ୍ଵାଗତିକା ଆଦି ଛାତ୍ରଛାତ୍ରୀମାନେ ସଂଗୀତ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମର ବିଶେଷ ଆକର୍ଷଣରେ ବିଖ୍ୟାତ ତବଲା ବାଦକ ତଥା ଗୁରୁଶ୍ରୀ କୁଳମଣି ସାହୁ ଏବଂ ଗୁରୁଶ୍ରୀ ରତ୍ନାକର ପୃଷ୍ଟିଙ୍କର ତବଲା ଯୁଗଳବନ୍ଦୀ ଏବଂ ଅନୁଷ୍ଠାନର ସଂସ୍ଥାପକ ଗୁରୁଶ୍ରୀ କୃଷ୍ଣଚନ୍ଦ୍ର ସାହୁଙ୍କର  ରାଗ ଦରବାରୀ ପରିବେଷଣ ସାଂଗୀତିକ ସନ୍ଧ୍ୟାକୁ ଆହୁରି ଚିତ୍ତାକର୍ଷକ କରିଥିଲା । ସହଯୋଗୀ କଳାକାର ହିସାବରେ ବଂଶୀରେ ଗୁରୁଶ୍ରୀ ଶ୍ରୀନିବାସ ଶତପଥୀ, ହାର୍ମୋନୀୟମରେ ଶ୍ରୀ ଆକାଶ ରଞ୍ଜିବ ବିଶ୍ଵାଳ ଏବଂ ତବଲାରେ ଶ୍ରୀ ଭୀମସେନ ପରିଡ଼ା ସହଯୋଗ କରିଥିଲେ ।
ଗାୟକ ତଥା ଗୀତିକାର ସନ୍ତୋଷ ନାୟକ( ଅରୁତୋଷ୍) ମଞ୍ଚ ପରିଚାଳନା କରିଥିଲେ । ପରିଶେଷରେ ଅନୁଷ୍ଠାନର ସଂସ୍ଥାପକ ଗୁରୁ ଶ୍ରୀ କୃଷ୍ଣଚନ୍ଦ୍ର ସାହୁ ସମସ୍ତ ଅତିଥି, କଳାକାର ତଥା ଦର୍ଶକ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଶତୃଜିତ୍ ଖୁଣ୍ଟିଆ, ଶ୍ରୀମତୀ ଶୁଭଲକ୍ଷ୍ମୀ ପଣ୍ଡା ପ୍ରମୁଖ ଅନୁଷ୍ଠାନର ସଦସ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like