-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଦେଶ ବିଦେଶ

ଗୋପାଳପୁରରୁ ଦୀଘା ପର୍ଯ୍ୟନ୍ତ ହେବ କୋଷ୍ଟାଲ ହାଇୱେ

02-Feb-2021



ଭୁବନେଶ୍ୱର(ପ୍ରେରଣା ଖବର): ପାରାଦୀପରୁ ବଡ଼ବିଲ ପର୍ଯ୍ୟନ୍ତ ୮ ଲେନ୍ ବିଶିଷ୍ଟ ରାସ୍ତା ହେବ। ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ଆଲୋଚନାରେ ଏହି ନିଷ୍ପତ୍ତି ହୋଇଛି। ପାରାଦୀପରୁ ବଡ଼ବିଲ ଯାଏଁ ୩ଶହ କିମି ରାସ୍ତାକୁ ୮ ଲେନ୍ ବିଶିଷ୍ଟ କରିବାକୁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ରାସ୍ତା ପାରାଦୀପରୁ ଆରମ୍ଭ ହୋଇ ଚଣ୍ଡିଖୋଲ-ଡୁବୁରି-କେନ୍ଦୁଝର-ରିମୁଳି-ବଡ଼ରସାହି ଦେଇ ବଡ଼ବିଲ୍‌ ଶେଷ ହେବ। ଏହି ପ୍ରସ୍ତାବିତ ଅର୍ଥନୈତିକ କରିଡର୍ ଚଣ୍ଡିଖୋଲ ସମେତ କଳିଙ୍ଗନଗର ଇସ୍ପାତ କ୍ଲଷ୍ଟରର ବିକାଶ କରିବାରେ ଏବଂ କେନ୍ଦୁଝରରୁ ଖଣିଜ ଦ୍ରବ୍ୟ ପରିବହନ ପାଇଁ ବଡ଼ ଭୂମିକା ନେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ସେହିପରି ଭାରତମାଳା ପରିଯୋଜନା ଅନ୍ତର୍ଗତ ଦୀଘା-ଗୋପାଳପୁର କୋଷ୍ଟାଲ୍ ହାଇେୱେ କାମ ତ୍ୱରାନ୍ୱିତ ଦିଗରେ ବି ଏହି ବୈଠକରେ ଆଲୋଚନା ହୋଇଛି। ୯ ହଜାର କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହେବାକୁ ଥିବା ଏହି କୋଷ୍ଟାଲ୍ ହାଇେୱେ ପାଇଁ ପରିବେଶ ମଞ୍ଜୁରୀ ସହ ସମସ୍ତ ପ୍ରକାରର ଆନୁସଙ୍ଗିକ ସହଯୋଗ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।
ଏଥିସହ ପ୍ରତି ଦୁଇମାସରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଏବଂ ପ୍ରତିମାସରେ କେନ୍ଦ୍ର ସରକାରଙ୍କ ଅଧିକାରୀଙ୍କ ସହ ଆଲୋଚନା କରି ପ୍ରକଳ୍ପ ନିର୍ମାଣକୁ ତ୍ୱରାନ୍ୱିତ କରିବାକୁ ସେ ପ୍ରସ୍ତାବ ଦେଇଛନ୍ତି। ଫେଜ୍ ୱାନ୍‌ରେ ଟାଙ୍ଗିରୁ ସାତପଡ଼ା ଯାଏଁ ଏବଂ ଫେଜ-ଟୁରେ ସାତପଡ଼ାରୁ ଗୋପାଳପୁର ଯାଏଁ ନିର୍ମାଣ କାମ ହେବ। ଆଉ ସମସ୍ତ ପ୍ରକଳ୍ପ କାମର ତଦାରଖ ନିଜେ ମୁଖ୍ୟମନ୍ତ୍ରୀ କରିବେ ବୋଲି ପ୍ରତିଶୁତି ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ହୋଇଥିବା ଏହି ମିଟିଂରେ ଭୁବନେଶ୍ୱର ରିଂରୋଡ୍, ଭୁବନେଶ୍ୱର-ପୁରୀ ମଧ୍ୟରେ ୮ ଲେନ୍ ବିଶିଷ୍ଟ ଏକ୍ସପ୍ରେସ ୱେ ନିର୍ମାଣ ଆଦି ପ୍ରସଙ୍ଗରେ ବି ଆଲୋଚନା ହୋଇଥିବା ଧର୍ମେନ୍ଦ୍ର କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like