-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||     

HOME   ଜିଲ୍ଲା

ସାଧାରଣ ନାଗରିକଙ୍କର ଅନାଗ୍ରହ ଯୋଗୁଁ ଗୋଟିଏ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ ବଂଶାନୁକ୍ରମିକ ଭାବରେ ରାଜନୀତିକୁ ଏକ ଲାଭଦାୟକ ବେଉସା ଭାବରେ ଗ୍ରହଣ କରିନେଇଛନ୍ତି

11-Jan-2026



ମାସିକ ରଚନା ସନ୍ଧ୍ୟା 

ବଲାଙ୍ଗୀର: ଆଜିକାଲି ସକ୍ରୀୟ ରାଜନୀତିରେ ଆମ ବୁଦ୍ଧିଜୀବୀ ଓ ସାଧାରଣ ନାଗରିକଙ୍କର ଅନାଗ୍ରହ ଯୋଗୁଁ ଗୋଟିଏ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ ବଂଶାନୁକ୍ରମିକ ଭାବରେ ରାଜନୀତିକୁ ଏକ ଲାଭଦାୟକ ବେଉସା ଭାବରେ ଗ୍ରହଣ କରିନେଇଛନ୍ତି। ତେଣୁ ରାଜନୀତିରେ ଆଉ ନୀତି ନାହିଁ, ଆଦର୍ଶ ନାହିଁ, ଦେଶପ୍ରେମ ନାହିଁ, ସେବା ମନୋଭାବ ନାହିଁ। ରାଜନେତାମାନେ କେବଳ ନିଜର ସ୍ବାର୍ଥ ସାଧନ ପାଇଁ ସବୁକିଛି କରିବାକୁ ପ୍ରସ୍ତୁତ। ତାଙ୍କ ପାଇଁ ନୀତି ଓ ଆଦର୍ଶ ଖାଲି ଲୋକଦେଖାଣିଆ। ଆମର ମହାନ ସ୍ୱାଧୀନତା ସଂଗ୍ରାମୀମାନେ ଯେଉଁ ବିଚାରଧାରା ନେଇ ଆମ ଦେଶକୁ ସ୍ୱାଧୀନ ଓ ସମ୍ବିଧାନକୁ ପ୍ରସ୍ତୁତ କରିଥିଲେ, ସେହି ଲକ୍ଷ୍ୟ ଓ ଉଦ୍ଦେଶ୍ୟଠାରୁ ଏବେ ଆମେ ବହୁତ ଦୂରରେ। ବର୍ତ୍ତମାନର ଏଭଳି ପରିବେଶ ଓ ପରିସ୍ଥିତିରେ ପରିବର୍ତ୍ତନ ପାଇଁ ଆମ ବୁଦ୍ଧିଜୀବୀ ଓ ଯୁବପିଢି ସକ୍ରୀୟ ଭାବରେ ରାଜନୀତିକୁ ଆସିବାର ଆବଶ୍ୟକତା ରହିଛି।
ସମାଜ, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ କାର୍ଯ୍ୟରତ ବଲାଙ୍ଗୀରର ଅଗ୍ରଣୀ ଅନୁଷ୍ଠାନ 'ରଚନା'ର 'ମାସିକ ରଚନା ସନ୍ଧ୍ୟା'ରେ ଏହି ମତ ପ୍ରକାଶ ପାଇଛି। ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ସଭାକକ୍ଷରେ ଆୟୋଜିତ "ଆମ ରାଜନୀତି : କେତେ ନୀତି, କେତେ ଅନୀତି" ଶୀର୍ଷକ ଆଲୋଚନାଚକ୍ରରେ ପି.ଏସ. ଡିଗ୍ରୀ କଲେଜ, ଦେଓଗାଁର ଅଧ୍ୟାପକ ଡ. ସୁରେଶ ପ୍ରସାଦ ଷଡ଼ଙ୍ଗୀ, ବିଶ୍ବାତ୍ମ ବିଦ୍ୟାମନ୍ଦିରର ଶିକ୍ଷିକା ସ୍ପର୍ଶା ମିଶ୍ର, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ ଛାତ୍ର ସିଦ୍ଧାନ୍ତ ମହାକୁର ଓ ଛାତ୍ରୀ ପ୍ରତ୍ୟାଶା ମାହାଣା ଅତିଥିବକ୍ତା ଭାବରେ ଯୋଗ ଦେଇ ବିଶ୍ଳେଷଣାତ୍ମକ ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ 'ରଚନା'ର ସଦସ୍ୟା ସସ୍ମିତା ନେପାକ ଏବଂ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ସହସମ୍ପାଦକ ରତ୍ନମୟ ତ୍ରିପାଠୀ। ଏହି କାର୍ଯ୍ୟକ୍ରମରେ ସହରର ଅନେକ ଆଇନଜୀବୀ, ଶିକ୍ଷକ, ଅଧ୍ୟାପକ, ସାହିତ୍ୟିକ, ସାମ୍ବାଦିକ, ବୁଦ୍ଧିଜୀବୀ ଓ ଛାତ୍ରଛାତ୍ରୀ ଯୋଗଦେଇ ଆଲୋଚନାରେ ଭାଗନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026

You Might Also Like