-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ଦମକଳ କର୍ମଚାରୀ ସଂଘର ବନ୍ଧୁମିଳନ ଅନୁଷ୍ଠିତ

11-Jan-2026



ବଲାଙ୍ଗିର:- ଇତି ମଧ୍ୟରେ ଅବସରପ୍ରାପ୍ତ ଦମକଳ କର୍ମଚାରୀ ସଂଘ୍ ବଲାଙ୍ଗିର ର ଅଷ୍ଟମତମ ବନ୍ଧୁମିଳନ ସ୍ଥାନୀୟ କଦଳିମୁଣ୍ଡା ଫରେଷ୍ଟ ନର୍ସରୀ ଠାରେ ଅନୁଷ୍ଠିତ ହୋଇଯାଇଛି।ସରକାରୀ କର୍ମଚାରୀ କର୍ମମୟ ଜୀବନ ପରେ ଅବସର କାଳୀନ ସମୟ ଅତିବାହିତ କରନ୍ତି।ଦୀର୍ଘ ସମୟ ଧରି କାର୍ଯ୍ୟରତ ଥିବା ମଣିଷ ଅବସର ନେଲା ପରେ ଏକା ଏକା ଜୀବନ ବଞ୍ଚିବାର ଅଭ୍ୟାସ କରେ।ସେ ସମୟ ରେ ଚାକିରି

ଜୀବନ ର ଅନେକ କଥା ମନେ ପଡେ।ନିଜ ସହ ମିଶି କାମ କରୁଥିବା କର୍ମଚାରୀ ମାନଙ୍କୁ ଭେଟିବାକୁ ଇଚ୍ଛା ହୁଏ।ହେଲେ ଅବସର ପରେ ଘର ସଂସାର ରେ ନିଜକୁ ହଜାଇ ଦିଏ।ଏଣୁ ସମସ୍ତଙ୍କୁ ଏକତ୍ର ଭେଟିବା ଏବଂ ନିଜ ଭିତରେ ଥିବା ମନ କଥା କୁ ଖୋଲାଖୋଲି ଚର୍ଚ୍ଚା କରିବାର ଏକମାତ୍ର ପନ୍ଥା ବର୍ଷକୁ ଥରେ ବନ୍ଧୁମିଳନ ରେ ଉପସ୍ଥିତ ହେବା।ଆଜିର ବନ୍ଧୁମିଳନ ଅବସରରେ ଅବସର ନେଇଥିବା କର୍ମଚାରୀ ମାନେ ଭୁଲି ନାହାନ୍ତି ତାଙ୍କ ଭିତରେ ସବୁଦିନ ପାଇଁ ହଜି ଯାଇଥିବା ବନ୍ଧୁ ମାନଙ୍କୁ।ଏ ଉପଲକ୍ଷେ ସେ    ଅମର ଆତ୍ମା ମାନଙ୍କୁ ସ୍ମରଣ କରି ଶୋକସଭା ପୂର୍ବକ ଶ୍ରଦ୍ଧାଞ୍ଜଳି ଦେଇ ଦିବଂଗତ ବନ୍ଧୁ ମାନଙ୍କୁ ତାଙ୍କର ସ୍ନେହ ଶ୍ରଦ୍ଧା ଜଣାଇଥିଲେ।ଏ ଅବସରରେ ୧୯୭୦ ବେଚ୍ ର ନିଜ ଭିତରେ ଥିବା ଅତି ସ୍ନେହର ବଡ଼ଭାଇ ତଥା କର୍ମଚାରୀ ବନ୍ଧୁ ଶ୍ରୀଯୁକ୍ତ ବୃନ୍ଦାବନ ଭୋଇ ଏବଂ ଶ୍ରୀଯୁକ୍ତ ପରମେଶ୍ବର ସାହୁ ଙ୍କୁ ଫୁଲତୋଡ଼ା ଏବଂ ଅଙ୍ଗବସ୍ତ୍ର ଦେଇ ସମ୍ମାନିତ କରାଯାଇଥିଲା।ଚଳିତ ବର୍ଷ ର ସଭାପତି ଭାବେ ଶ୍ରୀଯୁକ୍ତ ଭରତ ଦର୍ଜି ଏବଂ କୋଷାଧ୍ୟକ୍ଷ ଭାବେ ଶ୍ରୀଯୁକ୍ତ ପ୍ରଫୁଲ୍ଲ ତ୍ରିପାଠୀ ଙ୍କୁ ମନୋନୀତ କରାଯାଇଥିଲା।ଏହି ବନ୍ଧୁମିଳନ ରେ ବହୁ ଦୂର ଦୁରାନ୍ତ ରୁ ଅନେକ ଅବସରପ୍ରାପ୍ତ କର୍ମଚାରୀ ବନ୍ଧୁ ଆସି ଏକତ୍ରିତ ହୋଇଥିଲେ।ନିଜ ନିଜ ର ଚାକିରି ସମୟର ସମସ୍ୟା,ନିଜ ଘରୋଇ ତଥା ଅନ୍ୟ ସମସ୍ତ ସମସ୍ୟା ଉପରେ ଆଲୋଚନା ପର୍ଯ୍ୟଲୋଚନା ହେବା ପରେ ଆୟୋଜିତ ବଣଭୋଜି ରେ ସଭିଏଁ ଏକତ୍ର ଭୋଜନର ମଜା ନେଇଥିଲେ।ଏହି କାର୍ଯ୍ୟକ୍ରମ ରେ ଧର୍ମ ପ୍ରସାଦ  ଆଚାର୍ଯ୍ୟ ଏବଂ ଆଦମ୍ ମହମ୍ମଦ ସକ୍ରିୟ ସହଯୋଗ କରିଥିଲେ।ଦିବସ ବ୍ୟାପୀ ଅନେକ ମୂଲ୍ୟବାନ କାର୍ଯ୍ୟକ୍ରମ ପରେ ସମସ୍ତ ବନ୍ଧୁ ମାନେ ବିଦାୟକାଳୀନ ସମୟରେ ଅଶ୍ରୁଳ ଭରା ନୟନରେ ବିଦାୟ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like