-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ବକଟି ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

12-Jan-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବକଟି ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା l ଏଥିରେ ସରପଞ୍ଚ ସୁଶୀଲ ସେଠ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୁଦ୍ରପ୍ରତାବ ସୁନା ଯୋଗ ଦେଇଥିବା ଥିଲେ । ପଞ୍ଚାୟତ କାର୍ଯ ନିର୍ବାହୀ ଅଧିକାରୀ ମିସ୍ ରିକିତା ରାଣୀ ପଟ୍ଟନାୟକ ଉପସ୍ଥିତ ରହି ସମସ୍ତ କାର୍ଯ ତଦାରଖ କରିଥିଲେ।ସିଡିପିଓ ଶୁଭଶ୍ରୀ ମିଶ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଧୀରେନ୍ଦ୍ର ମେହେର ଯୋଗ ଦେଇଥିଲେ l ଉକ୍ତ ଗ୍ରାମ ପଞ୍ଚାୟତ ର ବକଟି ସମେତ ଅନ୍ୟାନ୍ୟ ଗ୍ରାମରୁ ଅଭିଯୋଗ ପଞ୍ଜିକରଣ ପାଇଁ ଆସିଥିଲେ l ସମୁଦାୟ ୨୫ ଟି ଅଭିଯୋଗ ଉପରେ ଅତିଥି ମାନେ ଶୁଣାଣି କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ବ୍ଲକ କାର୍ଯ୍ୟାଳୟ ରୁ ଜିପିଓ ସୁଧୀର ପାଢ଼ୀ, ଏପିଓ ଜଗତଜିତା ସେଠି, ଆଲୋକ ମିଶ୍ର , ସୁଶାନ୍ତ ମହାକୁର , ଜ୍ଞାନ ରଞ୍ଜନ ସା , ଅଭି ସାହୁ , ସୁନିଲ ସାହୁ , ସିବୁନ ପୁ ଟେଲ , ଯୋଗାଣ ଅଧିକାରୀ ଚନ୍ଦନ ସ୍ୱାଇଁ, ଅଂଶୁମାନ ଦେବବାବୁ, ବିଭାଗୀୟ ଯନ୍ତ୍ରୀ ବିପିନ ରାଉତ ଉପସ୍ଥିତ ରହି ସହଯୋଗ କରିଥିଲେ । ଏହି ଅଭିଯୋଗ ଶୁଣାଣି ରେ ଭତ୍ତା, ରାସନ କାର୍ଡ , ମନରେଗା, ଆବାସ ଗୃହ ଉପରେ ଅଭିଯୋଗ ଆସିଥିଲ। ଉକ୍ତ ଜନ ଶୁଣାଣି ଶିବିର ରେ ବକଟି ଏ ଡି ଇ ଓ ବିଜୟ କୁମାର ସାହୁ ଉପସ୍ଥିତ ରହି ସହଯୋଗ କରିଥିଲେ l ସେହିପରି ଅଙ୍ଗନବାଡ଼ି କର୍ମୀ, ୱ।ର୍ଡସଭ୍ୟ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like