-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ପାପକ୍ଷୟ ଲୋକ ମହୋତ୍ସବ ୨ୟ ସନ୍ଧ୍ୟା,ଦୁଲକିଲା ମଞ୍ଚ,ଦର୍ଶକ ବିଭୋର

12-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ)୨ୟ ସନ୍ଧ୍ୟାରେ ପଦାର୍ପଣ କରିଥିବା ବିନିକା ପାପକ୍ଷୟ ଲୋକ ମହୋତ୍ସବର ଆଜି ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖି ଦର୍ଶକ ବିଭୋର ହୋଇ ପଡିଛନ୍ତି ।ବିଭିନ୍ନ ସ୍ଥାନରୁ ଆସିଥିବା କଳାକାର ମାନଙ୍କ ସୂ ମଧୁର କଣ୍ଠ ସ୍ଵରରେ ବିଭିନ୍ନ ପ୍ରକାରର ଗୀତ ପରିବେଷଣ ସାଙ୍ଗକୁ ବରଗଡ଼ ମା ଦିବ୍ୟ ରୂପା କଳା ପରିଷଦ,ରୁମୁକୁ ଝୁମାନା,ମୋର ବେଗମ୍ ଫଟାଇ ଖାଇଲି ବେଲ ଆଦି ଲୋକ ନୃତ୍ୟ ରେ ମଞ୍ଚ ଦୂଳକି ପଡ଼ିଥିଲା ।କଳାକାର ମାନଙ୍କ ନାଚ ଶୈଳୀ ଦେଖି ଦର୍ଶକଙ୍କ ତାଲିରେ ପରିବେଶ ପ୍ରକମ୍ପିତ ହୋଇଥିଲା ମହୋତ୍ସବ କମିଟି ସଭାପତି ପ୍ରଶାନ୍ତ ଦଣ୍ଡସନାଙ୍କ ସଭାପତିତ୍ତ ଓ ହିମାଂଶୁ ଭୂଷଣ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ,ସମ୍ମାନିତ ଅତିଥି ଭାବେ ବରିଷ୍ଟ ବିଶେଷଜ୍ଞ ଡ଼ ଅଶ୍ଵିନୀ ପୂଜାରୀ,ଡ଼ା ବେଣୁଧର ପାଣ୍ଡେ,ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ରେଖା ପ୍ରଧାନ, ଶିକ୍ଷାବିତ୍ ମିନତି ମିଶ୍ର,ସଚେତନ ନାଗରିକ ସନ୍ତୋଷ ପଣ୍ଡା,ପୂର୍ବତନ ଇଓ ଦୁଃଖୀରାମ ନାଏକ,ଶିଳ୍ପପତି ବୁଲୁ ପାତ୍ର,କମିଟି ସମ୍ପାଦକ ଧର୍ମେନ୍ଦ୍ର ସାହୁ ,ଡକ୍ଟର ଆଭାସ ରଞ୍ଜନ ବାବୁ ପ୍ରମୁଖ ଯୋଗଦେଇ ଥିଲେ । ମୁଖ୍ୟ ଅତିଥି ଜିଲ୍ଲାପାଳ ଡ଼ ସାହୁ ଅଞ୍ଚଳର କଳା,ସଂସ୍କୃତି ଉପରେ ଆଲୋକପାତ କରିଥିଲେ।ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷ ଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।କମିଟି ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like