-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||     

HOME   ଜିଲ୍ଲା

ବନ୍ଦେ ମାତରଂ ପ୍ରଶିକ୍ଷଣ ଶିବିର

12-Jan-2026



(ଡୋଲେଶ୍ୱର ବାଗ)
 ନୂଆପଡ଼ା ଜିଲ୍ଲା ପ୍ରଶାସନ ଦ୍ବାରା ବୋଡ଼େନ ବି ଡି ଓ ସୁଶାନ୍ତ କୁମାର ରଣାଙ୍କ ଅଧ୍ୟକ୍ଷତାରେ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବୋଡ଼େନ ଠାରେ ବ୍ଲକ ସ୍ତରୀୟ ବନ୍ଦେ ମାତରମ୍ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା । ଶିବିରରେ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଚୟନିତ ଶିକ୍ଷକ-ଶିକ୍ଷୟତ୍ରୀମାନେ ଯୋଗଦେଇଥିଲେ । କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ସାମୂଆଲ ଦାନି ଉପସ୍ଥିତ ରହି, ବନ୍ଦେ ମାତରମ୍ ସଙ୍ଗୀତର ଇତିହାସ ଉପରେ ଆଲୋକପାତ କରିଥିଲେ । ଏହି ସଙ୍ଗୀତ କିପରି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ତାହାରି ଉପରେ ଉପସ୍ଥିତ ସମସ୍ତଙ୍କୁ ବିସ୍ତାରିତ ଭାବରେ ବୁଝାଇଥିଲେ ।ପ୍ରଶିକ୍ଷକ ଭାବରେ ପ୍ରାଧ୍ୟାପକ ଗୟାଧର ମହାନ୍ତି,ଶିକ୍ଷକ ଉମାକାନ୍ତ ବାଗ ଓ ମାଧବ ବାଗ ଯୋଗଦାନ କରି ବନ୍ଦେ ମାତରଂ ସଙ୍ଗୀତ ଗାନ କରିବାର ଶୈଳୀ ସହିତ ଏହାର ବିଶେଷତ୍ୱ ଉପରେ ଅବଗତ କରାଇଥିଲେ । ଏହି ପ୍ରଶିକ୍ଷଣ ଶିବିର ମାଧ୍ୟମରେ ଶିକ୍ଷକ-ଶିକ୍ଷୟତ୍ରୀମାନେ ବନ୍ଦେ ମାତରମ୍ ସଙ୍ଗୀତର ସଠିକ୍ ଗାୟନ ଶୈଳୀ ସହିତ ଏହାର ଦେଶଭକ୍ତି ମୂଲ୍ୟବୋଧକୁ ଅଧିକ ଭାବରେ ଅନୁଭବ କରିପାରିଥିଲେ ।ବ୍ଲକ ପ୍ରଶାସନ ପକ୍ଷରୁ ଜି ପି ଡି ଓ ଭୀଷ୍ମ କୁମାର, ଏ ପି ଓ ରବିନାରାୟଣ ରାଉତ, ଏ ବି ଏଫ୍ ରାକେଶ କୁମାର ଷଡଙ୍ଗୀ, ବି ଏସ ଏସ ଓ କୁମର ମାଝୀ,ବି ପି ସି ହେରାମ୍ବ ବିଶ୍ଵାଳଙ୍କ ସମେତ ଅନ୍ୟ ଅଧିକାରୀ ତଥା କଲେଜର ସମସ୍ତ ଷ୍ଟାଫ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026

You Might Also Like