-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଜାତୀୟ ଯୁବ ଦିବସରେ ବ୍ଲକସ୍ତରୀୟ କବାଡି ପ୍ରତିଯୋଗିତା ଏବଂ ସାମୁହିକ ବନ୍ଦେ ମାତରମ ଗାନ

13-Jan-2026



 ଡେଲାଙ୍ଗ,ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ଉପଲକ୍ଷେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ପ୍ରଶାସନ ଓ ମଣ୍ଡଳ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ମଣ୍ଡଳସ୍ତରୀୟ କବାଡି ପ୍ରତିଯୋଗିତା ସୋମବାର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଡେଲାଙ୍ଗ ଠାରେ ଅନୁଷ୍ଠିତ ହୋଇଯାଇଛି ! ବ୍ଲକ ସ୍ତରରେ ସମସ୍ତ ଉଚ୍ଚ ବିଦ୍ୟାଳୟକୁ  ବଣିବକ୍ରେଶ୍ୱର, ଗାଦିବ୍ରହ୍ମ, ରାଧାକାନ୍ତ ଓ ସୋମନାଥ ଜୋନ ରେ ବିଭକ୍ତ କରାଯାଇ ବାଳକ ଓ ବାଳିକା ଗ୍ରୁପ ମଧ୍ୟରେ  ପୃଥକ ଭାବରେ କବାଡି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ! ଏଥିରେ ରାଧାକାନ୍ତ ଜୋନର ଉଭୟ ବାଳକ ଓ ବାଳିକା ଗ୍ରୁପ ପ୍ରଥମ ସ୍ଥାନ ଅଧିକାର କରି ଚମ୍ପିୟାନ ହୋଇଥିବା ବେଳେ ଗାଦିବ୍ରହ୍ମ ଜୋନ ବାଳକ ଗ୍ରୁପ ଦ୍ୱତୀୟ ଓ ବାଳିକା ଗ୍ରୁପ ତୃତୀୟ ସ୍ଥାନ ଅଧିକାର କରିଥିଲେ ! ବକ୍ରେଶ୍ୱର ଜୋନ ବାଳିକା ଗ୍ରୁପ ଦ୍ଵିତୀୟ ଓ ସୋମନାଥ ଜୋନ ର ବାଳକ ଗ୍ରୁପ  ତୃତୀୟ ସ୍ଥାନ ଅଧିକାର କରିଛନ୍ତି  ! ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ବିଡ଼ିଓ ସମୀର ବେହେରା, ବ୍ଲକ ଅଧକ୍ଷା ବାସନ୍ତୀ ସାହୁ, ବିଇଓ ଶତ୍ରୁଘ୍ନ ବେହେରା, ଏବିଇଓ ନୀଳଶୈଳ ସ୍ୱାଇଁ  ଏବଂ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ କାମିନୀ ପ୍ରଭା ବେହେରା ପ୍ରମୁଖ ଯୋଗଦେଇ ସ୍ୱାମୀ ବିବେକାନନ୍ଦଙ୍କ ଫଟୋଚିତ୍ରର ପୁଷ୍ପମାଲ୍ୟାର୍ପଣ କରିବା ସହିତ ତାଙ୍କର ଜୀବନୀ ଆଲୋକପାତ  କରିଥିଲେ ଏବଂ ବିଜେତା ଦଳକୁ ଟ୍ରଫି ପ୍ରଦାନ କରିଥିଲେ !ପ୍ରାରମ୍ଭରେ ରାଷ୍ଟ୍ରୀୟ ଗୀତ ୧୫୦ପୂର୍ତ୍ତି ଅବସରରେ ବନ୍ଦେ ମାତରମ ସାମୁହିକ ଗାନ କରାଯାଇଥିଲା  ଲା କ୍ରୀଡା ଶିକ୍ଷକ ସୂର୍ଯ୍ୟନାରାୟଣ ଜେନା ଓ ନଟବର ସେଠୀ  ସଂଯୋଜନା  ସହ ମଞ୍ଚ ପରିଚାଳନା କରିଥିଲେ! ଶିକ୍ଷକ ସୁବାଷ ବେହେରା ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ !


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like