-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଜଳର ସୁପରିଚାଳନା ଓ ଜଳସେଚନହାର ବଢାଇବାକୁ ସମସ୍ତେ ଚେଷ୍ଟିତ ହୁଅନ୍ତୁ

13-Jan-2026



ବଲାଙ୍ଗିର(ପ୍ରେରଣା ଖବର):ବଲାଙ୍ଗୀର ଜିଲ୍ଲାସ୍ତରୀୟ ପାଣିପଞ୍ଚାୟତପକ୍ଷ ଆଜି ଉଦଯାପିତ ହୋଇଯାଇଛି । ଭୀମଭୋଇ ମେଡିକାଲକଲେଜର ଅଡିଟୋରିୟମରେ ଜଳସେଚନବିଭାଗର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଇଂ.ଦେବଦତ୍ତ ରାୟ ମହାପାତ୍ରଙ୍କ ସଭାପତିତ୍ୱ ଓ ବୀରେନ୍ଦ୍ର ପାଣ୍ଡେଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ,ସମ୍ମାନୀତ ଅତିଥି ଭାବରେ ବିଡିସିସି ବ୍ୟାଙ୍କର ପୂର୍ବତନ ସଭାପତି ଲକ୍ଷ୍ମଣକୁମାର ମେହେର,ଲୋୟରସୁକତେଲ ପ୍ରକଲ୍ପର ପୂର୍ବତନ ମୁଖ୍ୟନିର୍ମାଣଯନ୍ତ୍ରୀ ଇଂ.ବେଲାରସେନ ଭୋଇ,ବର୍ତ୍ତମାନର ମୁଖ୍ୟନିର୍ମାଣଯନ୍ତ୍ରୀ ଇଂ.ସୁରେନ୍ଦ୍ରକୁମାର ଭୋଇ,ଉଦ୍ୟାନବିଭାଗର ଉପନିର୍ଦ୍ଦେଶକ ସୁଦେଶ ଚୌଧୁରୀ,ଜିଲ୍ଲା ମୁଖ୍ୟ କୃଷିଅଧିକାରୀ ଦେବେନ୍ଦ୍ର ସିଂବରିହା,ବଲାଙ୍ଗୀର କୃଷିବିଜ୍ଞାନକେନ୍ଦ୍ରର କୃଷିବୈଜ୍ଞାନିକ ଡ.ସୁବ୍ରତକୁମାର ବେହେରା , ମନୋଜକୁମାର ବାରିକ ଓ ସାମ୍ବାଦିକ ସନ୍ଦିପକୁମାର କୁଅଁର ଯୋଗଦେଇଥିଲେ । ଜିଲ୍ଲାରେ ଜଳସେଚନ ହାର ବଢାଇବାର ଯଥେଷ୍ଟ ସୁଯୋଗ ରହିଛି । କେବଳ ଜଳର ସୁପରିଚାଳନାର ଆସବଶ୍ୟକତା ରହିଛି । ତେଣୁ ଜଳର ସୁପରିଚାଳନା ଓ ଜଳସେଚନ ହାର ବଢାଇବାକୁ ସମସ୍ତେ ଚେଷ୍ଟିତ ହୁଅନ୍ତୁ ବୋଲି ଅତିଥିଗଣ ମତବ୍ୟକ୍ତ କରିଥିଲେ । ଚାଷି ଓ ଚାଷ ପାଇଁ ଜଳସେଚନ ହେଉଛି ପ୍ରମୁଖ ଅଂଶ । ଉଚିତ ପରିମାଣରେ ଜଳସେଚନ ହୋଇପାରିଲେ ଜିଲ୍ଲାର ଆର୍ଥିକ ମାନଦଣ୍ଡ ବଢିବ । କୃଷିରେ ବୈଜ୍ଞାନିକ ଯନ୍ତ୍ରପାତିର ଉପଯୋଗ ମଧ୍ୟ ବଢାଇବାକୁ ପଡିବ । କେବଳ ଧାନଚାଷ ନୁହେଁ ସମନ୍ୱିତ କୃଷି ହିଁ ଆମ ଜିଲ୍ଲାର ଉନ୍ନତ କରିବ ବୋଲି ଯନ୍ତ୍ରୀମାନେ କହିଥିଲେ । ବଲାଙ୍ଗୀର ଜିଲ୍ଲାରେ ଭୂତଳ ପାଇପଲାଇନ ମାଧ୍ୟମରେ ଜଳସେଚନ ବ୍ୟବସ୍ଥା କରାଯାଉଛି । ଏଷା ଫଳରେ ଜଳର ଅପଚୟ ହେବନାହିଁ ଓ ସଠିକ ଢଙ୍ଗରେ ଜଳସେଚନ ହୋଇପାରିବ ବୋଲି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଇଂ.ରାୟ ମହାପାତ୍ର କହିଥିଲେ । ଜିଲ୍ଲାରେ ଜଳସେଚନ ବିଭାଗ,ଉଠାଜଳସେଚନବିଭାଗ,କ୍ଷୁଦ୍ରଜଳସେଚନ ବିଭାଗ,ଉଠାଜଳସେଚନ ଓ ମେଗା ଉଠାଜଳସେଚନ ବିଭାଗ ମାଧ୍ୟମରେ କରାଯାଉଥିବା ଜଳସେଚନ ବିଷୟରେ ସେ ସୂଚନା ଦେଇଥିଲେ । ପାଣିପାଞ୍ଚାୟତ ପକ୍ଷ ଉପଲକ୍ଷେ କରାଯାଇଥିବା


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like