-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ତୁରେଇକେଲା ଆଶ୍ରମ ସ୍କୁଲ୍ ରେ ଶିକ୍ଷକ ଅଭାବ; ପାଠପଢ଼ାରେ ବ୍ୟାଘାତ

13-Jan-2026



ବଲାଙ୍ଗିର(ପ୍ରେରଣା ଖବର): ସରକାର ଆଶ୍ରମ ସ୍କୁଲ୍ ମାନ ଖୋଲି ଛାତ୍ର ଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଚେଷ୍ଟିତ।ଶିକ୍ଷା ସମାଜର ମାନଦଣ୍ଡ।ଶିକ୍ଷ୍ୟା କ୍ଷେତ୍ରରେ ଯେଉଁ ଦେଶ ଯେତେ ଉନ୍ନତ ସେ ଦେଶ ବିକଶିତ ଦେଶ ଭାବରେ ପରିଗଣିତ।ଭାରତ ବର୍ଷରେ ଶିକ୍ଷା ର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ସେହିଭଳି ଓଡ଼ିଶା କୁ ଶିକ୍ଷା କ୍ଷେତ୍ରରେ ଏକ ନମ୍ବର କରିବା ପାଇଁ ମୋହନ ସରକାର ଅନେକ ବିକଳ୍ପ ପନ୍ଥା ପ୍ରଣୟନ କରିଛନ୍ତି।ସରକାର ଆବାସିକ ସ୍କୁଲ ମାନ ଖୋଲି ଯେତେ ଅନୁଦାନ ଦେଉଛନ୍ତି ତାହା ସମୁଦ୍ର କୁ ସଂଖେପଣା।କିନ୍ତୁ ଜିଲ୍ଲା ପ୍ରଶାସନ ର ଅବହେଳା ଯୋଗୁଁ ଅନେକ ସ୍କୁଲ ରେ ଶିକ୍ଷକ ସଂଖ୍ୟା ଛାତ୍ର ଛାତ୍ରୀ ସଂଖ୍ୟା ଠାରୁ ଢେର କମ ଥିବା ଦେଖିବାକୁ ମିଳୁଛି।ବଲାଙ୍ଗିର ଜିଲ୍ଲା ତୁରେଇକେଲା ଠାରେ ଥିବା ଆଶ୍ରମ ବିଦ୍ୟାଳୟରେ ଛାତ୍ର ଶିକ୍ଷକ ରେଶୀଓ ର ତାଳମେଳ ନାହିଁ।ଏହି ସ୍କୁଲରେ ଶିଶୁ ବାଟିକା ଠାରୁ ଆରମ୍ଭ କରି ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀ ରହିଛି।ସ୍କୁଲ ରେ ୩୧୮ ଜଣ ଛାତ୍ରଛାତ୍ରୀ ଥିବା ବେଳେ ଶିକ୍ଷକ ସଂଖ୍ୟା ମାତ୍ର ୩ ଜଣ।୧୫୫ ଜଣ ଛାତ୍ରୀ ହଷ୍ଟେଲ ରେ ରହୁଥିବା ବେଳେ ଜଣେ ମେଟ୍ରନ୍ ଏବଂ ୨ଜଣ କୁକ୍ ଅଛନ୍ତି।ଶିକ୍ଷକ ଶିକ୍ଷୟତ୍ରୀ ତଥା ସ୍କୁଲ କର୍ମଚାରୀଙ୍କ ପାଇଁ ଷ୍ଟାଫ୍ କ୍ୱାର୍ଟର ନ ଥିବାରୁ ଅନେକ ଅସୁବିଧା ଦେଖାଦେଇଛି।ଛାତ୍ର ଛାତ୍ରୀ ସଂଖ୍ୟା ଅନୁଯାୟୀ ଶିକ୍ଷକ ନିଯୁକ୍ତି ଜରୁରୀ ହୋଇପଡିଛି।ଶିକ୍ଷ୍ୟା କ୍ଷେତ୍ରରେ ଉନ୍ନତି ପାଇଁ ଶିକ୍ଷକଙ୍କ ଆବଶ୍ୟକତା ରହିଛି।ଏହି ସ୍କୁଲ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପାର୍ଥ ମହାନନ୍ଦଙ୍କୁ ଧନ୍ୟବାଦ୍ ସେ ଅକ୍ଲାନ୍ତ ପରିଶ୍ରମ କରି ସ୍କୁଲ ର ରକ୍ଷଣା ବେକ୍ଷଣ ସହ ଛାତ୍ର ଛାତ୍ରୀ ମାନଙ୍କ ଉନ୍ନତି କଳ୍ପେ ନିଜକୁ ନିୟୋଜିତ କରି ସମସ୍ତ ସମସ୍ୟା ର ସମାଧାନ କରିପାରିଛନ୍ତି।ଉଚ୍ଚ କତୃପକ୍ଷ ଏହି ସ୍କୁଲ ରେ ଯଥା ଶୀଘ୍ର ଶିକ୍ଷକ ନିଯୁକ୍ତି ପୂର୍ବକ ସ୍କୁଲର ଛୋଟ ବଡ଼ ସମସ୍ୟା କୁ ସମାଧାନ କଲେ ଛାତ୍ରଛାତ୍ରୀ ମାନେ ଉପଯୁକ୍ତ ଶିକ୍ଷ୍ୟା ପାଇବାରୁ ବଞ୍ଚିତ ହେବେନାହିଁ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like