-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ଜିଲ୍ଲା

ପାପକ୍ଷୟ ମହୋତ୍ସବ ୩ୟ ସନ୍ଧ୍ୟା,ବରଗଡ଼ ଓ ଖଟଖଟିଆର ଲୋକନୃତ୍ୟ ଦର୍ଶକଙ୍କୁ ବାନ୍ଧି ରଖିଲା

13-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଐତିହାସିକ ପୀଠ ବିନିକାର ମୁକ୍ତିତୀର୍ଥ ନାମରେ ନାମିତ ପାପକ୍ଷୟ ଲୋକ ମହୋତ୍ସବର ଆଜି ୩ୟ ସନ୍ଧ୍ୟାରେ ବରଗଡ଼ ଫୁଲ ଗଜରା କଳା ପରିଷଦ ଓ ଖଟଖଟିଆର କଳାକାର ମାନଙ୍କ ଦ୍ବାରା ଲୋକ ନୃତ୍ୟ ପରିବେଷଣ ଦର୍ଶକ ମାନଙ୍କୁ ବାନ୍ଧି ରଖିଥିବା ଦେଖିବାକୁ ମିଳିଥିଲା।ସେହିପରି ନୃତ୍ୟ ନିକେତନ,ଶଳାବୁଡ଼ା ବଦଲାର ନାୟକ ଜିତଙ୍କ ଅଭିନୟ ଶୈଳୀ ଏବଂ କଣ୍ଠ ଶିଳ୍ପୀ,ଦେବାନନ୍ଦ ଦାସ,ତପସ୍ଵିନୀ ଦାସ,ପ୍ରତ୍ୟୁଷ ରଞ୍ଜନ ବାଘଙ୍କ ସହ ଆହୁରି ଅନେକ କଳାକାରଙ୍ଗ ସୂ ମଧୁର କଣ୍ଠ ସ୍ଵରରେ ବିଭିନ୍ନ ପ୍ରକାରର ଗୀତ ପରିବେଷଣ ଦର୍ଶକଙ୍କୁ ବାନ୍ଧି ରଖିଥିଲା। ମହୋତ୍ସବ କମିଟି ସଭାପତି ପ୍ରଶାନ୍ତ ଦଣ୍ଡସନାଙ୍କ ସଭପତିତ୍ତରେ ଓ ହିମାଂଶୁ ଭୂଷଣ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଟିତ ସଭାରେ ମୁଖ୍ୟ ଅତିଥି ଭାବେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା,ସ୍ଵତନ୍ତ୍ର ଅତିଥି ଜିଲ୍ଲା ପରିଷଦ ସଦସ୍ୟ ଲବ କୁମାର ସାହୁ,ସମ୍ମାନିତ ଅତିଥି ବିନିକା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଅଶୋକ ନନ୍ଦ,କମିଟି ଉପ ସଭାପତି ପ୍ରଦୀପ ସେଠୀ,କଂଗ୍ରେସ ଯୁବ ନେତା ପ୍ରିୟବ୍ରତ ସାହୁ,ବିଜେଡି ନେତା କୃତିବାସ ମିଶ୍ର,କମିଟି ସମ୍ପାଦକ ଧର୍ମେନ୍ଦ୍ର ସାହୁ,କୋଷାଧ୍ୟକ୍ଷ କାହ୍ନୁ କର୍ଣ୍ଣ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ ।ଏହି ଅବସରରେ ପାପକ୍ଷୟ ସମ୍ମାନରେ ଜିତେନ୍ଦ୍ରିୟ ହୋତା ଓ ମାଟିର ମହକ

ସମ୍ମାନରେ ଦେବାନନ୍ଦ ଦାଶ ଓ ରୀନା କୁମ୍ଭାରଙ୍କୁ ସମ୍ମାନିତ କରାଯାଇଥିଲା।ସେହିପରି ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ଓ କଳା ଅନୁଷ୍ଠାନର କଳାକାର ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।କମିଟି ଉପଦେଷ୍ଟା ସୁଧାଂଶୁ ଶେଖର ଦାଶ,ଧର୍ମରାଜ ପଣ୍ଡା,ସାଂସ୍କୃତିକ କୋଡିନେଟର ଧର୍ମେନ୍ଦ୍ର ଥନାପତି,ଉପ ସଭାପତି ବିଜୟ ବରାଇ,ସହ ସମ୍ପାଦକ ଉମାକାନ୍ତ ଦୀପ,କେଦାର ପଣ୍ଡା, କୋଡିନେଟର ନବକୃଷ୍ଣ ଦନ୍ତା,ମଧୁସୁଦନ ଖେତିଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like