-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ପାପକ୍ଷୟ ମହୋତ୍ସବ ୩ୟ ସନ୍ଧ୍ୟା,ବରଗଡ଼ ଓ ଖଟଖଟିଆର ଲୋକନୃତ୍ୟ ଦର୍ଶକଙ୍କୁ ବାନ୍ଧି ରଖିଲା

14-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ)ଐତିହାସିକ ପୀଠ ବିନିକାର ମୁକ୍ତିତୀର୍ଥ ନାମରେ ନାମିତ ପାପକ୍ଷୟ ଲୋକ ମହୋତ୍ସବର ଆଜି ୩ୟ ସନ୍ଧ୍ୟାରେ ବରଗଡ଼ ଫୁଲ ଗଜରା କଳା ପରିଷଦ ଓ ଖଟଖଟିଆର କଳାକାର ମାନଙ୍କ ଦ୍ବାରା ଲୋକ ନୃତ୍ୟ ପରିବେଷଣ ଦର୍ଶକ ମାନଙ୍କୁ ବାନ୍ଧି ରଖିଥିବା ଦେଖିବାକୁ ମିଳିଥିଲା।ସେହିପରି ନୃତ୍ୟ ନିକେତନ,ଶଳାବୁଡ଼ା ବଦଲାର ନାୟକ ଜିତଙ୍କ ଅଭିନୟ ଶୈଳୀ ଏବଂ କଣ୍ଠ ଶିଳ୍ପୀ,ଦେବାନନ୍ଦ ଦାସ,ତପସ୍ଵିନୀ ଦାସ,ପ୍ରତ୍ୟୁଷ ରଞ୍ଜନ ବାଘଙ୍କ ସହ ଆହୁରି ଅନେକ କଳାକାରଙ୍ଗ ସୂ ମଧୁର କଣ୍ଠ ସ୍ଵରରେ ବିଭିନ୍ନ ପ୍ରକାରର ଗୀତ ପରିବେଷଣ ଦର୍ଶକଙ୍କୁ ବାନ୍ଧି ରଖିଥିଲା। ମହୋତ୍ସବ କମିଟି ସଭାପତି ପ୍ରଶାନ୍ତ ଦଣ୍ଡସନାଙ୍କ ସଭପତିତ୍ତରେ ଓ ହିମାଂଶୁ ଭୂଷଣ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଟିତ ସଭାରେ ମୁଖ୍ୟ ଅତିଥି ଭାବେ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା,ସ୍ଵତନ୍ତ୍ର ଅତିଥି ଜିଲ୍ଲା ପରିଷଦ ସଦସ୍ୟ ଲବ କୁମାର ସାହୁ,ସମ୍ମାନିତ ଅତିଥି ବିନିକା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଅଶୋକ ନନ୍ଦ,କମିଟି ଉପ ସଭାପତି ପ୍ରଦୀପ ସେଠୀ,କଂଗ୍ରେସ ଯୁବ ନେତା ପ୍ରିୟବ୍ରତ ସାହୁ,ବିଜେଡି ନେତା କୃତିବାସ ମିଶ୍ର,କମିଟି ସମ୍ପାଦକ ଧର୍ମେନ୍ଦ୍ର ସାହୁ,କୋଷାଧ୍ୟକ୍ଷ କାହ୍ନୁ କର୍ଣ୍ଣ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ ।ଏହି ଅବସରରେ ପାପକ୍ଷୟ ସମ୍ମାନରେ ଜିତେନ୍ଦ୍ରିୟ ହୋତା ଓ ମାଟିର ମହକ ସମ୍ମାନରେ ଦେବାନନ୍ଦ ଦାଶ ଓ ରୀନା କୁମ୍ଭାରଙ୍କୁ ସମ୍ମାନିତ କରାଯାଇଥିଲା।ସେହିପରି ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ଓ କଳା ଅନୁଷ୍ଠାନର କଳାକାର ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।କମିଟି ଉପଦେଷ୍ଟା ସୁଧାଂଶୁ ଶେଖର ଦାଶ,ଧର୍ମରାଜ ପଣ୍ଡା,ସାଂସ୍କୃତିକ କୋଡିନେଟର ଧର୍ମେନ୍ଦ୍ର ଥନାପତି,ଉପ ସଭାପତି ବିଜୟ ବରାଇ,ସହ ସମ୍ପାଦକ ଉମାକାନ୍ତ ଦୀପ,କେଦାର ପଣ୍ଡା, କୋଡିନେଟର ନବକୃଷ୍ଣ ଦନ୍ତା,ମଧୁସୁଦନ ଖେତିଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like