-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଖେଳ

ୱାର୍ଲ୍ଡ ଟେଷ୍ଟ ଚାମ୍ପିଆନସିପ୍ : ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ୍‌ ! ଭାରତ-ଇଂଲଣ୍ଡ ସିରିଜ୍ ଗୁରୁତ୍ୱପୂର୍ଣ୍ଣ, କଙ୍ଗାରୁ ଦଳ ପାଇଁ କଠିନ ହେବ ରାସ୍ତା

03-Feb-2021



ମୁମ୍ବାଇ (ପ୍ରେରଣା ଖବର ବ୍ୟୁରୋ) : ଅଷ୍ଟ୍ରେଲିଆ କ୍ରିକେଟ୍‌ ଟିମ୍‌ର ଆଗାମୀ ଦକ୍ଷିଣ ଆଫ୍ରିକା ଗସ୍ତ ବାତିଲ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ଗସ୍ତକୁ ବାତିଲ କରାଯାଇଛି । ଦକ୍ଷିଣ ଆଫ୍ରିକାରେ ବର୍ତ୍ତିମାନ କରୋନା ସଂକ୍ରମଣ ୨ୟ ଲହରୀ ବ୍ୟାପିଛି । ଯାହାକି ଏକ ଚିନ୍ତାଜନକ ବିଷୟ ରହିଛି । ତେବେ ଦକ୍ଷିଣ ଆଫ୍ରିକାର କରୋନା ପରିସ୍ଥିତିକୁ ଦେଖି ଅଷ୍ଟ୍ରେଲିଆ ସରକାର ନିଜ ଦେଶର କ୍ରିକେଟ୍‌ ଟିମ୍‌ର ଗସ୍ତ ଉପରେ ରୋକ ଲଗାଯାଇଛନ୍ତି । ଯାହାଫଳରେ ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ସିରିଜ୍ ବାତିଲ ହୋଇଛି ।

ତେବେ ଅଷ୍ଟ୍ରେଲିଆ-ଦକ୍ଷିଣ ଆଫ୍ରିକା ସିରିଜ୍‌ ବାତିଲ ହେବା ଫଳରେ ନ୍ୟୁଜିଲାଣ୍ଡ କ୍ରିକେଟ୍‌ ଟିମ୍‌ ଟେଷ୍ଟ ଚାମ୍ପିଆନ୍‌ସିପ୍‌ ଫାଇନାଲରେ ପହଞ୍ଚିବା ନିଶ୍ଚିତ । ପ୍ରଥମ ଟିମ୍‌ ଭାବେ ନ୍ୟୁଜିଲାଣ୍ଡ ଟିମ୍‌ ଫାଇନାଲରେ ସ୍ଥାନ ପାଇବା ପ୍ରାୟତଃ ପକ୍କା ହୋଇଯାଇଛି । ଆଉ କେଉଁ ଟିମ୍ ଫାଇନାଲରେ ପହଞ୍ଚି ତାହା ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌ ପରେ ସ୍ପଷ୍ଟ ହୋଇଯିବ । ତେବେ ଟେଷ୍ଟ ଚାମ୍ପିଆନ୍‌ସିପ୍‌ ଫାଇନାଲ୍‌ ଦୌଡରୁ ଅଷ୍ଟ୍ରେଲିଆ ଟିମ୍‌ ବାଦ୍‌ ପଡିବା ପରେ ଭାରତୀୟ ଟିମ୍‌ ପାଇଁ ଏକ ସୁଯୋଗ ରହିଛି । ଟିମ୍‌ ଇଣ୍ଡିଆକୁ ଫାଇନାଲରେ ନିଜ ସ୍ଥାନ ପକ୍କା କରିବାକୁ ହେଲେ ଆଗାମୀ ଇଂଲଣ୍ଡ ସିରିଜରେ ଉଚ୍ଚ ପ୍ରଦର୍ଶନ କରିବାକୁ ପଡିବ । ଯଦି ଟିମ୍‌ ଇଣ୍ଡିଆର ଇଂଲଣ୍ଡ ସିରିଜରେ ପରାଜୟ ହେଲେ ହିଁ ଅଷ୍ଟ୍ରେଲିଆ ଫାଇନାଲ ମୁକାବିଲା ଖେଳିପାରେ। ଜୁନ୍‌ ମାସରେ ଇଂଲଣ୍ଡର ଲର୍ଡସ ଗ୍ରାଉଣ୍ଡରେ ଟେଷ୍ଟ ଚାମ୍ପିଆନ୍‌ସିପ୍‌ ଟ୍ରଫିର ଫାଇନାଲ ମୁକାବିଲା ଖେଳାଯିବ।

ତେବେ ଫାଇନାଲ ମ୍ୟାଚ୍‌ରେ ଭାରତ ଖେଳିବାକୁ ହେଲେ କିଛି ଗଣନା ରହିଛି । ତେବେ ଆସନ୍ତୁ ଜାଣିବା କଣ ରହିଛି ଗଣନା…
ଭାରତ-ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଟେଷ୍ଟ ସିରିଜରେ ଯଦି ଟିମ୍‌ ଇଣ୍ଡିଆ ୨-୦, ୨-୧, ୩-୦, ୩-୧, ୪-୦ରେ ବିଜୟୀ ହୁଏ ତେବେ ଭାରତୀୟ ଦଳ ଫାଇନାଲ ମ୍ୟାଚ୍‌ ଖେଳିବାର ସମ୍ଭାବନା ରହିଛି । ସେହିପରି ଭାରତ ବିପକ୍ଷ ଟେଷ୍ଟ ସିରିଜରେ ଇଂଲଣ୍ଡ ଟିମ୍‌ ୩-୦, ୩-୧, ୪-୦ରେ ସିରିଜ ବିଜୟୀ ହୁଏ । ତେବେ ଇଂଲଣ୍ଡ ଟିମ୍‌ ଟେଷ୍ଟ ଚାମ୍ପିଆନ୍‌ସିପ୍‌ର ଫାଇନାଲ ମୁକାବିଲା ଖେଳିପାରିବ।
ସେପଟେ ଅଷ୍ଟ୍ରେଲିଆ ଦଳ ଫାଇନାଲ ଖେଳିବା ନେଇ କିଛି ଗଣନା ରହିଛି । ଯଦି ଭାରତୀୟ ଟିମ୍‌ ୧-୦ ରେ ବିଜୟୀ ହୁଏ ତେବେ ଅଷ୍ଟ୍ରେଲିଆ ଦଳ ଫାଇନାଲ ମୁକାବିଲା ଖେଳି ପାରିବ। ସେହିପରି ଇଂଲଣ୍ଡ ଟିମ୍‌ ୧-୦, ୨-୦, ୨-୧ରେ ବିଜୟୀ ହୁଏ ତେବେ ମଧ୍ୟ ଅଷ୍ଟ୍ରେଲିଆ ଦଳ ଫାଇନାଲ ମୁକାବିଲା ଖେଳିପାରିବ।
ତେବେ ଆଇସିସି ଟେଷ୍ଟ ଚାମ୍ପିଅନସିପ୍‌ ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡ ସହ କେଉଁ ଟିମ୍‌ ଖେଳିବ । ସେହି ଟିମ୍‌କୁ ନେଇ ଏବେବି ସସ୍‌ପେନ୍ସ ଲାଗି ରହିଛି । ଆଗାମୀ ଦିନରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜର ଫଳାଫଳ ଉପରେ ନିର୍ଭର କରେ , କିଏ ଖେଳିବ ଫାଇନାଲ ?।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like