-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

*ଚଚା ଗ୍ରାମରେ ଚଚା ମହୋତ୍ସବ ଅନୁଷ୍ଠିତ*

14-Jan-2026



(ପ୍ରିୟଦର୍ଶିନୀ ପାତ୍ର)
ଝରୀଗାଁ ବ୍ଲକ ଅନ୍ତର୍ଗତ ଚଚା ପଂଚାୟତ ସଦର ମହକୁମାର ଗ୍ରାମ ଦେବତା ଶ୍ରୀ ଶ୍ରୀ ବୁଢ଼ାଚାଉଁରିଆଙ୍କ ବାର୍ଷିକ ଦଶହରା ତଥା ଚଚା ମହୋତ୍ସବ ବେସ ଧୁମଧାମରେ ପାଳିତ ହୋଇଯାଇଛି |ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶ୍ରୀ ଶ୍ରୀ ବୁଢ଼ାଚାଉଁରିଆ ପୂଜା କମିଟି ତଥା ଗ୍ରାମବାସୀଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ପୂର୍ବତନ ସାଂସଦ ରମେଶ ଚନ୍ଦ୍ର ମାଝୀ, ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମାଝୀ, ସାଂସଦ ପ୍ରତିନଧି ପ୍ରିୟ ରଞ୍ଜନ ଦାସ,ଉମରକୋଟ ମୁନିସିପାଲିଟି ଅଧ୍ୟକ୍ଷା ରାଧା ଭତରା, ଡାବୁଗାଁ ଅଧ୍ୟକ୍ଷା ବୀଣା ମାଝୀ,ବରିଷ୍ଠ ସମାଜସେବୀ ରାମଧର ମାଝୀ,ଝରିଗାଁ ବିଜୁ ଜନତା ଦଳ  ବ୍ଲକ  ସଭାପତି ଟିକଚନ୍ଦ ମାଝୀ,ଜିଲ୍ଲା ପରିଷଦ ସଭ୍ୟା ତ୍ରମିଳା ପୂଜାରୀ, ଯମୁନା ଗଣ୍ଡ, ଲ୍ୟାମ୍ପ ସଭାପତି ଲଛମା ଗଣ୍ଡ, ଚଚା ଗାଉଟିଆ ପିତାମ୍ବର,ନରସିଂ ମାଝୀ,ଦଳପତି ମାଝୀ,ଚମ୍ପା ପନକାଙ୍କ ସମେତ ଅନେକ ଜନ ପ୍ରତିନିଧି ଓ ପଦାଧିକାରୀମାନେ ଉପସ୍ଥିତ ରହିଥିଲେ |ଚଚା ପଂଚାୟତର ଆଖପାଖ ପଂଚାୟତ ଯଥା -ଇଚ୍ଛାପୁର, ଭାଲୁକନାଡି, ପାଲିଆ ଆଦି ପଂଚାୟତର ସମସ୍ତ ଦେବାଦେବୀ ନିଜ ନିଜର ଲାଠି, କୁରଚୀ, ଆଂଗା, ଶିରା, ଦିଶାରୀ, ଗାଣ୍ଡା, ଚଲାଣ ଓ ରଇତ ମାନଙ୍କ ସହିତ ବାଜାମହୁରୀ ସାଙ୍ଗରେ ଧରି ବୁଢ଼ାଚାଉଁରିଆଙ୍କ ବାର୍ଷିକ ମହୋତ୍ସବରେ ଯୋଗଦେଇଥିଲେ |ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚଚା ଗ୍ରାମରେ ଜନ ସମୁଦ୍ର ସାଙ୍ଗକୁ ଉଠା ଦୋକାନୀ ମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା |ଚଚା ମହୋତ୍ସବ ନବରଙ୍ଗପୁର ଜିଲ୍ଲାରେ ବେସ ପ୍ରସିଦ୍ଧ ରହିଥିବାରୁ ଏହି ମହୋତ୍ସବ ଦେଖିବା ପାଇଁ ନବରଙ୍ଗପୁର ଜିଲ୍ଲାର ପଡୋଶୀ ରାଜ୍ୟ ଛତିଶଗଡ ଓ ପଡୋଶୀ ଜିଲ୍ଲା କଳାହାଣ୍ଡିରୁ ମଧ୍ୟ ବହୁ ସଂଖ୍ୟାରେ ଲୋକ ଆସିଥାନ୍ତି ଓ ମହୋତ୍ସବର ଆନନ୍ଦ ନେଇଥାନ୍ତି |ରାତ୍ରିରେ ଜନସାଧାରଣ ମାନଙ୍କ ମନରଞ୍ଜନ ପାଇଁ କଳାହାଣ୍ଡି କଟ୍ଟାପ୍ପା ବଜାର, ବସ୍ତର ଜିଲ୍ଲାର ଆଦିବାସୀ ନୃତ୍ୟ, କୋରାପୁଟିଆ ଢେମସା, ନବରଙ୍ଗପୁର ମାଣ୍ଡିଆ ନୃତ୍ୟ, ଉମରକୋଟର ସାଇଲୋଡି,ଟିଆରଡବ୍ଲୁଏସ ଡାନ୍ସ ଗ୍ରୁପ, ଇସିଏସ ଡାନ୍ସ ଗ୍ରୁପ ସାଙ୍ଗକୁ ଘୁମୁରା ପ୍ରତିଯୋଗିତା ଓ ଏକ ଦେଶିଆ ନାଟକର ମଧ୍ୟ୍ୟ ଆୟୋଜନ କରାଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like