-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଯୁବୋଦୟରେ ପାରମ୍ପରିକ ପରିଧାନ ଦିବସ ପାଳିତ

14-Jan-2026



ବଲାଙ୍ଗୀର (ପ୍ରେରଣା ଖବର): ଆଜି ବଲାଙ୍ଗୀର ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜିର ଛାତ୍ରଛାତ୍ରୀମାନେ ପବିତ୍ର ମକର ସଂକ୍ରାନ୍ତି ଅବସରରେ। ପାରମ୍ପରିକ ଦିବସ (ଏଥନିକ୍ ଦିବସ ) ବେଶ୍ ଉତ୍ସାହରେ ପାଳନ କରିଛନ୍ତି।
ଏହି ଅବସରରେ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରିଥିଲେ ଏବଂ ବିଜେତାମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ସମସ୍ତ ଛାତ୍ରଛାତ୍ରୀ ଭାରତର ବିଭିନ୍ନ ଅଞ୍ଚଳର ସମୃଦ୍ଧ ସଂସ୍କୃତି ଓ ପରମ୍ପରାକୁ ପ୍ରତିନିଧିତ୍ବ କରୁଥିବା ସୁନ୍ଦର ପାରମ୍ପରିକ ପୋଷାକ ପିନ୍ଧି ଆସିଥିଲେ। ଏହା

ଦେଖିବାକୁ ବେଶ୍ ମନୋରମ ଲାଗୁଥିଲା।
ସେମାନେ ମକର ସଂକ୍ରାନ୍ତିର ମହତ୍ତ୍ୱ ଓ ଆମ ଦେଶର ସାଂସ୍କୃତିକ ବିବିଧତା ବିଷୟରେ ମଧ୍ୟ ତଥ୍ୟ ଆଦାନ-ପ୍ରଦାନ କରିଥିଲେ। ଏହାଦ୍ୱାରା ସମସ୍ତେ ନିଜ ନିଜ ସଂସ୍କୃତି ବିଷୟରେ ଅଧିକ ଜାଣିବାକୁ ପାଇଲେ।
ଉତ୍ସବରେ ଅଗ୍ନିଦାହ (ବନ୍ ଫାୟାର), ଗୁଡ଼ି ଉଡ଼ାଇବା, ଗୀତ ଗାଇବା ଓ ନାଚିବା ଭଳି କାର୍ଯ୍ୟକ୍ରମ ରହିଥିଲା।

ଛାତ୍ରଛାତ୍ରୀମାନେ ବେଶ୍ ଉତ୍ସାହ ଓ ଆନନ୍ଦରେ ଏହି ଦିନଟିକୁ ଉପଭୋଗ କରିଥିଲେ। ସମସ୍ତଙ୍କ ମୁହଁରେ ସାଂସ୍କୃତିକ ପରିଧାନର ଆନ୍ତରିକତାସହ  ହସ ଓ ଖୁସି ଦେଖାଯାଉଥିଲା।
ଏପରି ସାଂସ୍କୃତିକ କାର୍ଯ୍ୟକ୍ରମ ଆମର ନିଜସ୍ୱ ସଂସ୍କୃତି ଓ ପାରମ୍ପରିକ ପୋଷାକକୁ ପ୍ରୋତ୍ସାହନ ଦେଇଥାଏ। ଏବଂ ଯୁବପିଢ଼ିଙ୍କ ମଧ୍ୟରେ ପଶ୍ଚିମ ସଂସ୍କୃତି ପ୍ରତି ବଢ଼ୁଥିବା ଝୁଙ୍କ କମାଇବାରେ ସାହାଯ୍ୟ କରିଥାଏ, ଯାହା କଲେଜର ଡାଇରେକ୍ଟର ଶ୍ରୀ ଦାଶ ମହୋଦୟ  କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like