-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||     

HOME   ଜିଲ୍ଲା

ଫେରାର ଥିବା ଆନ୍ତରାଜ୍ୟ କୁଖ୍ୟାତ ଗଞ୍ଜେଇ ମାଫିଆ ଗିରଫ

15-Jan-2026



ବାଲିଗୁଡା {ସୁଶୀଳ କୁମାର ପାଣିଗ୍ରାହୀ}:  ସମଗ୍ର କନ୍ଧମାଳ ଜିଲ୍ଲାରୁ ଗଞ୍ଜେଇ ସଂଗ୍ରହ କରି ରାଜ୍ୟ ତଥା ରାଜ୍ୟ ବାହାରକୁ ବାରମ୍ବାର ଚାଲାଣ କରି ଜେଲ କୁ ଯାଇ ପୁଣି ହାଇକୋର୍ଟ ରୁ ବେଲ ଆଣି ଖୁଲମ ଖୁଲା ଭାବେ ପୁଣି ଗଞ୍ଜେଇ ଚାଲାଣ କରି ଫେରାର ଥିବା ଜଣେ କୁଖ୍ୟାତ ଗଞ୍ଜେଇ ବେପାରୀ କୁ ବାଲିଗୁଡା ପୋଲିସ ତାଙ୍କ ନିଜ ଘରୁ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି। ଏହାକୁ ନେଇ ସ୍ଥାନୀୟ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶୁଭମ ଭୋସଲେ ଏକ ଖବର ଦାତା ସମ୍ମିଳନୀ କରି ବୁଧବାର ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଘଟଣା ରୁ ପ୍ରକାଶ ଯେ, ବାଲିଗୁଡା ଥାନା ସିନ୍ଦ୍ରିଗାଁ ପଞ୍ଚାୟତ ତିଲାପାଙ୍ଗା ଗ୍ରାମର ରାଜେଶ ଓରଫ ନକୁଳ ଦିଗାଳ (୩୯) ଙ୍କ ନାମରେ ପୂର୍ବରୁ ବାଲିଗୁଡ଼ା ଥାନାରେ ଦୁଇଟି, ଦାରିଙ୍ଗବାଡି ଥାନାରେ ଦୁଇଟି ଓ ନୟାଗଡ ଥାନାରେ ଗୋଟିଏ ଏପରି ୫ଟି ଗଞ୍ଜେଇ ଚୋରା ଚାଲାଣ ମାମଲାର କେଶ୍ ରହିଛି ଓ ଗୋଟିଏ ଗଞ୍ଜେଇ ମାମଲାରେ ପୁର୍ବରୁ ଜେଲ ଯାଇଥିଲା ଏବଂ ହାଇକୋର୍ଟ ରୁ ବେଲରେ ବାହାରକୁ ଆସିଥିଲା । ଗତ ୨୦୨୫ ମସିହା ଏପ୍ରିଲ ମାସ ୨୦ ତାରିଖରେ ବାଲିଗୁଡ଼ା ଥାନା ଅନ୍ତର୍ଗତ ପରୁଭଟ୍ଟା ଜଙ୍ଗଲର ଗୋଟିଏ ସ୍ଥାନରେ ୪୧୫ କେଜି ଗଞ୍ଜେଇ ୨୦ ଟି ପ୍ଲାଷ୍ଟିକ୍ ବ୍ୟାଗରେ ବାହାର ରାଜ୍ୟକୁ ଚାଲାଣ କରିବା ପାଇଁ ଯୋଜନା କରୁଥିବା ବେଳେ କୌଣସି ସୂତ୍ରରୁ ପୋଲିସ

ଖବର ପାଇ ସେହି ସ୍ଥାନରେ ଚଢାଉ କରି ଗଞ୍ଜେଇ କୁ ଜବତ କରିଥିଲେ l କିନ୍ତୁ ପୋଲିସ କୁ ଚକମା ଦେଇ ସେଠାରୁ ଫେରାର ହୋଇଯାଇଥିଲା ଅଭିଯୁକ୍ତ। ସେହିଦିନ ଠାରୁ ବାଲିଗୁଡା ପୋଲିସ ଅଭିଯୁକ୍ତ ନକୁଳ କୁ ଖୋଜୁଥିଲା, ଏ ନେଇ ବାଲିଗୁଡ଼ା ଆଇଆଇସିଙ୍କ ନେତୃତ୍ବରେ ଏକ ଟିମ ମଧ୍ୟ ଗଠନ କରି ନକୁଳ ର ନିଜ ଗାଁ ଘରୁ ସଫଳତା ର ସହ ଗିରଫ କରି ତାକୁ କୋର୍ଟ ଚାଲାଣ କରିଥିଲା l ଏତଦ ବ୍ୟତୀତ ଏହି ଗଞ୍ଜେଇ କାରବାର ରେ ଆଉ କିଏ କିଏ ସମ୍ପୃକ୍ତ ଅଛନ୍ତି, ସେ ନେଇ ଆହୁରି ଅଧିକ ତଦନ୍ତ କରାଯାଉଛି ବୋଲି ଏସଡିପିଓ ଶୁଭମ ଭୋସଲେ ସୁଚନା ଦେଇଛନ୍ତି । ଏହି ସମୟରେ ଆଇଆଇସି ଶିବ ରଂଜନ ସିଂଘା ମଧ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026

You Might Also Like