-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପରିବାର ଲୋକଙ୍କ ଆଖି ସାମ୍ନାରେ ଚାଲିଗଲା ୮ ବର୍ଷ ପୁଅର ଜୀବନ

03-Feb-2021



ପାରାଦୀପ/ନୟାଗଡ଼(ପ୍ରେରଣା ଖବର ବ୍ୟୁରୋ) : ଗୋଟିଏ ପରେ ଗୋଟିଏ ତିନି ତିନିଟି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଆହତ ହୋଇଛନ୍ତି। ନୟାଗଡ଼ରେ ୨ଟି ଦୁର୍ଘଟଣା ଘଟିଥିବା ବେଳେ ପାରାଦୀପରେ ଗୋଟିଏ ଦୁର୍ଘଟଣା ଘଟିଛି।

ନୟାଗଡ଼ ଜିଲ୍ଲା ଓଡ଼ଗାଁ ନିକଟରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୩୦ ମିନିଟ୍‌ ସମୟରେ ଏକ ମାଛ ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଓଡ଼ଗାଁ ରଘୁନାଥ ଜୀଉ ମହାବିଦ୍ୟାଳୟ ସମ୍ମୁଖରେ ଏହି ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ମାଛ ବୋଝେଇ ଗାଡ଼ି ଏକ କାର୍‌କୁ ଧକ୍କା ଦେବା ଫଳରେ ମାଛ ଗାଡ଼ିଟି ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ମାଛ ଗୁଡ଼ିକ ରାସ୍ତାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଦୁର୍ଘଟଣାରେ କେହି ମୃତାହତ ହୋଇ ନାହାନ୍ତି। ଘଟଣାସ୍ଥଳରେ ଓଡ଼ଗାଁ ପୋଲିସ୍‌ ପହଁଞ୍ଚି ରାସ୍ତାରୁ ମାଛ ଉଦ୍ଧାର କରିବା ସହ ଦୁର୍ଘଟଣାଗ୍ରସ୍ତ ଦୁଇଟି ଗାଡ଼ିକୁ ଜବତ କରିଥିବା ସୂଚନା ମିଳିଛି l
ସେହିପରି ଆଜି ସକାଳ ୮ଟା ସମୟରେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ସହର ଉପକଣ୍ଠ ଖଣ୍ଡପଡ଼ା ବ୍ଲକ୍‌ରୁ କିଛି ବାଟ ଦୂରରେ ଏକ ଇଟା ବୋଝେଇ ମିନି ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି ଦ୍ରୁତ ବେଗରେ ଯାଉ ଥିବାବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ହେଲ୍‌ପର୍‌ ଆହତ ହୋଇଛନ୍ତି। ମୃତ ଡ୍ରାଇଭର ହେଲେ ଖଣ୍ଡପଡ଼ା ଥାନା ଅନ୍ତର୍ଗତ ଶିଖରପୁର ପଞ୍ଚାୟତ ଶିଖରପୁର ଗାଁର ଅଭୟ ସ୍ୱାଇଁ। ଆହତଙ୍କୁ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ଖଣ୍ଡପଡା ପୋଲିସ୍‌ ଘଟଣାର ତଦନ୍ତ ‌ଆରମ୍ଭ କରିଛି।

ଅନ୍ୟପକ୍ଷେ,କଟକ-ପାରାଦୀପ ରାସ୍ତାର ରଘୁନାଥପୁର ଖଣ୍ଡତିରା ନିକଟରେ ଏକ ବୋଲେରୋ ଟ୍ରେଲରକୁ ଧକ୍କା ଦେବାରୁ ଜଣେ ୮ ବର୍ଷର ବାଳକର ମୃତ୍ୟୁ ହୋଇ ଥିବାବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏରସମା ଅଞ୍ଚଳର ଗୋଟିଏ ପରିବାରର ବାପା, ମା’, ପୁଅ ଓ ଝିଅ ବୋଲେରୋରେ କଟକରୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି।
ବୋଲେରୋଟି ଏକ ଟ୍ରେଲରକୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୮ ବର୍ଷର ବାଳକର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ପରିବାରର ଅନ୍ୟ ୩ ସଦସ୍ୟ ଓ ଡ୍ରାଇଭର ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରଯାଇଥିଲା ଓ ପରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଟେଲର ଡ୍ରାଇଭରଙ୍କୁ ପାରାଦୀପ ଲକ୍‌ ଥାନା ପୋଲିସ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like