-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସଂଗଠନ: ମାଧିଆପାଲି ପଞ୍ଚାୟତରେ ପଞ୍ଚାୟତ ଶାଖା ଶୁଭାରମ୍ଭ

16-Jan-2026



ବଳାଙ୍ଗିର ଜିଲ୍ଲା ଅନ୍ତର୍ଗତ ମାଧିଆପାଲି ପଞ୍ଚାୟତରେ ମାହେଶ୍ୱରୀ ସଙ୍ଗଠନ, ବଳାଙ୍ଗିର ପକ୍ଷରୁ ଏକ ନୂତନ ପଞ୍ଚାୟତ ଶାଖା ଆଜି ଶୁଭାରମ୍ଭ ହୋଇଛି। ଏହି ଅବସରରେ ସଂଗଠନର ପଞ୍ଚାୟତ ସ୍ତରୀୟ ଗଠନକୁ ଆହୁରି ସକ୍ରିୟ କରିବା ସହ ସାମାଜିକ ସେବା କାର୍ଯ୍ୟକୁ ଗାଁ ଗାଁ ଯାଏଁ ପହଞ୍ଚାଇବା ପାଇଁ ଏହି ଶାଖା ଗଠନ କରାଯାଇଛି।

ଶାଖା ଶୁଭାରମ୍ଭ ସମୟରେ ମାଧିଆପାଲି ପଞ୍ଚାୟତ ସଂଯୋଜକ ଭାବେ ସୂର୍ୟକାନ୍ତ ନାଏକ ଏବଂ ସହ-ସଂଯୋଜକ ଭାବେ ସମୀର କୁମାର ପଟେଲ ଙ୍କୁ ଦାୟିତ୍ୱ ଦିଆଯାଇଥିଲା। ମାହେଶ୍ଵରୀ ମାଧିଆପାଲି ପଞ୍ଚାୟତ ଉପଦେଷ୍ଟା ସୁରଜ୍ କୁମାର ପଟେଲ ଏବଂ ଉପସ୍ଥିତ ସଦସ୍ୟ ଓ କାର୍ଯ୍ୟକର୍ତ୍ତା ମାନେ ଏହି ଶାଖା କୁ ସଫଳ କରିବା ପାଇଁ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ଆଶ୍ୱାସନ ଦେଇଥିଲେ।

ଶାଖା ଗଠନ ସହିତ ପଞ୍ଚାୟତରେ ଆଗାମୀ ଦିନରେ ରକ୍ତଦାନ ସଚେତନତା, ଜନସେବା କାର୍ଯ୍ୟକ୍ରମ, ସ୍ୱାସ୍ଥ୍ୟ ଶିବିର, ସଫେଇ ଅଭିଯାନ, ବୃକ୍ଷରୋପଣ, ଏବଂ ଯୁବ ସଶକ୍ତିକରଣ ଭଳି କାର୍ଯ୍ୟକୁ ନିୟମିତ ଭାବେ କରାଯିବ ବୋଲି ସଂକଳ୍ପ ଗ୍ରହଣ କରାଯାଇଥିଲା।

ସଭାର ଶେଷରେ ସଦସ୍ୟ ଏକତା ଓ ଶୃଙ୍ଖଳାର ସହିତ କାମ କରିବା ସହ “ସେବା ପରମୋଧର୍ମ” ବାକ୍ୟକୁ ଆଧାର କରି ମାଧିଆପାଲି ପଞ୍ଚାୟତରେ ମାହେଶ୍ୱରୀ ସଂଗଠନର ଶାଖାକୁ ଦୃଢ଼ ଭାବେ ଆଗକୁ ନେବା ପାଇଁ ମାହେଶ୍ଵରୀ ସଙ୍ଗଠନ ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ ପ୍ରତିଶ୍ରୁତି ଦେଇ ଥିଲେ।

ଏହି ସଭା ରେ ମାହେଶ୍ଵରୀ ର ସଭାପତି ଶୋଭନ କୁମାର ଅଗ୍ରୱାଲ, ସୋମେଶ ମିଶ୍ର, କରନ୍ ବେହେରା ସହଯୋଗ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like