-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||     

HOME   ଜିଲ୍ଲା

କପସିଲା ୟୁପି ସ୍କୁଲ୍ ଠାରେ ପିଏମ୍‌ଶ୍ରୀ ଉତ୍ସବ ପାଳିତ

17-Jan-2026



ତୁଷୁରା(ପଞ୍ଚାନନ ନାଏକ): ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟରର କପସିଲା ୟୁପି ସ୍କୁଲ୍ ଠାରେ ପିଏମ୍‌ଶ୍ରୀ ଉତ୍ସବ ପାଳିତ ହୋଇ ଯାଇଛି। ଏବିଇଓ ରମେଶ ଚନ୍ଦ୍ର ସାମର୍ଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ତୁଷୁରା ଏନ୍‌ଏସି ଅଧ୍ୟକ୍ଷ ଅଜୟ ଜୟଶ୍ବାଲ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଏବିଇଓ କୈଳାସ କୁମ୍ଭାର, ବିଶିଷ୍ଟ ଶିକ୍ଷାବିତ ରଞ୍ଜିତ ସାହୁ, ଭିଡିସି ସଭାପତି ବୀରବର ରଣା, ଭିଡିସି ସଂପାଦକ ଭିକାରୀ ରଣା, ଆଲୁମିନି ସଭାପତି ରାମେଶ୍ବର ରଣା, ଭିଇସି ଚେୟାରପରସନ୍ ହେମକାନ୍ତି ରଣା ପ୍ରମୁଖ ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷକ ମନ୍ମଥ ରାଜହଂସ ବିବରଣୀ ପଠନ କରିଥିଲେ। ତୁଷୁରା ବାଳକ ୟୁପି ସ୍କୁଲ୍‌ର ପ୍ରଧାନ ଶିକ୍ଷକ ଆଶୁକବି ଡ. ହେମନ୍ତ କୁମାର ଦାଶ ସଭା ସଞ୍ଚାଳନ କରିଥିଲେ। ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀ ମୈଥିଳୀ ରଣା ଓ ସାଥୀ ସ୍ବାଗତ ସଂଗୀତ ପରିବେଷଣ କରିଥିଲେ।ଶେଷରେ ସହକାରୀ ଶିକ୍ଷୟିତ୍ରୀ ଶକୁନ୍ତଳା ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ଉତ୍ସବର ମୁଁଖ୍ଯ ଆକର୍ଷଣ ଫୁଡ୍‌ଷ୍ଟଲ ଥିଲା ଓ ପ୍ରତ୍ୟେକ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ବାରା ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ଉପସ୍ଥିତ ଦର୍ଶକଙ୍କ ମନ ଜିଣି ପାରିଥିଲା। ସମସ୍ତ କୃତୀ ପ୍ରତିଯୋଗୀ ମାନଙ୍କୁ ଓ ସମସ୍ତ ପ୍ରତିଭାଗୀ ତଥା ସାଂସ୍କୃତିକ ଦଳକୁ ମୋମେଣ୍ଟ ଓ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ଏଥିରେ ତୁଷୁରା କ୍ଲଷ୍ଟର ଅଧିନସ୍ଥ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷିକା, ଗାଇଡ ଶିକ୍ଷକ ଶିକ୍ଷିକା, ସ୍ଥାନୀୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷିକା, ଭିଇସି ସଦସ୍ୟ ସଦସ୍ୟା ତଥା ଗ୍ରାମବାସୀ ସଂପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026

You Might Also Like