-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ଜିଲ୍ଲା

*ଜାତୀୟ ସଡକ ସୁରକ୍ଷା ମାସ-୨୦୨୬ ପାଳନ ଅବସର ରେ ରକ୍ତଦାନ ଶିବିର ଆୟୋଜନ* -

17-Jan-2026



(ମନୋରଞ୍ଜନ ତ୍ରିପାଠୀ)
 ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସୁବର୍ଣ୍ଣପୁର ପରିସର ରେ ଜାତୀୟ ସଡ଼କ ସୁରକ୍ଷା ମାସ ୨୦୨୬ ପାଳନ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସଚେତନତାରୁ ସୁରକ୍ଷା, ପ୍ରଯୁକ୍ତିରୁ ପରିବର୍ତ୍ତନ ର ବାର୍ତ୍ତା ନେଇ ସଚେତନ କରାଯିବା ସହ ଲୋକଙ୍କୁ ଗାଡ଼ି ଚାଳନାର ସଠିକ୍ ମାର୍ଗଦର୍ଶନ କରାଇବା ଏହାର ମୂଳଲକ୍ଷ୍ୟ । ଏହି ପରିପ୍ରେକ୍ଷୀରେ ଘରୋଇ ବସ ମାଲିକ ସଂଘ, ଟ୍ରକ ମାଲିକ ସଂଘ, ଜିଲ୍ଲା ଡ୍ରାଇଭର ମହାସଂଘ ର କର୍ମଚାରୀ, ବିଭନ୍ନ ସମାଜସେବୀ ସଙ୍ଗଠନ ଓ ଜିଲ୍ଳାର ବିଭିନ୍ନ ସୋରୁମ୍ ର କର୍ମଚାରୀମାନେ ରକ୍ତଦାନ ମହାପୁଣ୍ୟ ଉଦ୍ଦେଶ୍ୟରେ ରକ୍ତଦାନ କରିବା ସହ କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ । ଏହି ଶିବିରରେ  ଡ଼ାକ୍ତର ଶ୍ରୀ ଚିତ୍ତରଞ୍ଜନ ତ୍ରିପାଠୀ ଓ ରକ୍ତଭଣ୍ଡାରର କର୍ମଚାରୀମାନେ ଉପସ୍ଥିତ ରହି ୫୧ ୟୁନିଟ୍ ରକ୍ତ ସଂଗ୍ରହ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ପରିବହନ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଜେନା, ଏମଭିଆଇ ଶ୍ରୀ ଅଜିତ କୁମାର ନାୟକ, କନିଷ୍ଠ ମୋଟର ଯାନ ନିରୀକ୍ଷକ ଶ୍ରୀ ଦେବବ୍ରତ ପଟ୍ଟା ଙ୍କ ନେତୃତ୍ବରେ ପରିବହନ ବିଭାଗର ସମସ୍ତ କର୍ମଚାରୀମାନେ ଉପସ୍ଥିତ ରହି ଶିବିର ପରିଚାଳନା କରିବାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like