-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

*ବୀରମହାରାଜପୁର ଆତ୍ମା ଅଧ୍ୟକ୍ଷ ହେଲେ ଏକଲବ୍ୟ ବେହେରା*- *ବ୍ଲକ ସମେତ ବିଭିନ୍ନ ମହଲ ରୁ ଶୁଭେଛା ର ସୁଅ ଛୁଟୁଛି*-

17-Jan-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କୃଷକ ଉପଦେଷ୍ଟା କମିଟି ଅଧ୍ୟକ୍ଷ ଭାବେ ଏକଲବ୍ୟ ବେହେରା ଙ୍କୁ ସର୍ବ ସମ୍ମତି କ୍ରମେ ମନୋନୀତ କରାଯାଇଛି l ଆଜି ବୀରମହାରାଜପୁର ଉପ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମିଳନୀ  କକ୍ଷ ରେ ବିଟିଟି କନଭେନର ଙ୍କ ଅଧ୍ୟକ୍ଷତା ରେ ଚାଷୀ ଓ କମିଟି ର ଅନୁରୋଧ କ୍ରମେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା, ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା ଜୋନ ୧ ଜିଲ୍ଲାପରିଷଦ ସଭ୍ୟ ଲବକୁମାର ସାହୁ, ଜୋନ ୨ ସଭ୍ୟା ଚନ୍ଦ୍ରକାନ୍ତି ଦନ୍ତା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଅତିରିକ୍ତ କୃଷି ଅଧିକାରୀ, ବିଟିଏମ୍, ଏଟିଏମ୍ ଙ୍କ ଉପସ୍ଥିତି ରେ ବରିଷ୍ଟ ଚାଷୀ ରାମ ପ୍ରସାଦ କର୍ଣ୍ଣ ଯୁବ ଚାଷୀ ଏକଲବ୍ୟ ବେହେରା ଙ୍କ ନାମ କୃଷକ ଉପଦେଷ୍ଟା କମିଟି ଅଧ୍ୟକ୍ଷ ପାଇଁ  ପ୍ରସ୍ତାବ  ଦେଇଥିଲେ l ଉକ୍ତ ପ୍ରସ୍ତାବ କୁ ଯୁବ ଚାଷୀ ବିଦ୍ୟାଧର ଖୁର୍ଡିଆ ସମର୍ଥନ କରିଥିବା ବେଳେ ସମସ୍ତ ଙ୍କ ଉପସ୍ଥିତି ଚାଷୀ ନେତା(ସଭ୍ୟ) ମାନେ ପ୍ରସ୍ତାବ ରେ ଦସ୍ତଖତ କରି ଏକଲବ୍ୟ ବେହେରା ଙ୍କୁ ଅଧ୍ୟକ୍ଷ ଭାବେ ସମ୍ବର୍ଥନ କରିଥିଲେ l ଉକ୍ତ  ନାମ କୁ ଅନୁମୋଦନ ପାଇଁ ଜିଲ୍ଲାପାଳ ଙ୍କ ସ୍ଵିକୃତି ପରେ ଆନୁଷ୍ଠାନିକ ଘୋଷଣା କରାଯିବ ବୋଲି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବୁଦ୍ଧଦେବ ରାଉତ ସୂଚନା ଦେଇଥିଲେ l ଏହି ବ୍ଲକ କୃଷକ ଉପଦେଷ୍ଟା କମିଟି ରେ ୩୦ ଜଣ ଉଭୟ ମହିଳା ପୁରୁଷ ଚାଷୀ ସଭ୍ୟ ରହିଥିବା ବେଳେ ଆଜି ପ୍ରାୟ ୨୪ ଜଣ ଚାଷୀ ଉପସ୍ଥିତ ଥିଲେ ଏବଂ ସର୍ବ ସମ୍ମତି  କ୍ରମେ ବ୍ଲକ କୁଷକ ଉପ ଦେଷ୍ଟା କମିଟି ଅଧ୍ୟକ୍ଷ ଭାବେ ଏକଲବ୍ୟ ବେହେରା ଙ୍କ ନାମ ସମର୍ଥନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like