-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ରୁପରାରୋଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୁ ମିଳିଲା ସ୍ୱଛ ହରିତ ବିଦ୍ୟାଳୟ ପୁରସ୍କାର

17-Jan-2026



ନର୍ଲା (ଚିନ୍ତାମଣି ନାଏକ)
ସ୍ବଚ୍ଛ ହରିତ୍ ବିଦ୍ୟାଳୟ ମୂଲ୍ୟାଙ୍କନ ବା SHVR ଏକ ଜାତୀୟ ସ୍ତରର ବିଦ୍ୟାଳୟ ମୂଲ୍ୟାଙ୍କନ ବ୍ୟବସ୍ଥା। ଏଥିରେ ବିଦ୍ୟାଳୟ ର ସ୍ବଚ୍ଛତା ଠାରୁ ଆରମ୍ଭ କରି ,ଜଳର ସଠିକ ଉପଯୋଗ, ଆବର୍ଜନାର ପରିବେଶ ଅନୁକୂଳ ପରିଚାଳନା, ଶୌଚାଳୟ ର ବ୍ୟବହାର, ସ୍ବଚ୍ଛତା, ବିଦ୍ୟାଳୟ ସୌନ୍ଦର୍ଯ୍ୟ କରଣ,ହାତଧୁଆ, ପାନୀୟ ଜଳ,ଶୃଙ୍ଖଳା ,ଶିକ୍ଷା ତଥା ବ୍ୟାବହାରିକ ମୂଲ୍ୟବୋଧ ଆଦି ବିଭବ ଗୁଡ଼ିକ ର ମୂଲ୍ୟାୟନ ହୋଇଥାଏ। ଏହି ମର୍ମରେ ନର୍ଲା ବ୍ଲକ୍ ରେ ଶୀର୍ଷ ସ୍ଥାନ ଅଧିକାର କରିଛି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ରୁପ୍ରାରୋଡ଼।ରେଟିଙ୍ଗ୍ ରେ ପଞ୍ଚ ତାରା ଚିହ୍ନ ହାସଲ ସହ ଜିଲ୍ଲା ସ୍ତରରେ ତୃତୀୟ ସ୍ଥାନ ଅଧିକାର କରି ମର୍ଯ୍ୟାଦା ଜନକ ସ୍ବଚ୍ଛ ହରିତ୍ ବିଦ୍ୟାଳୟ ମୂଲ୍ୟାଙ୍କନ ପୁରସ୍କାର ୨0୨୫_୨୬ ପାଇଁ ନର୍ଲା ବ୍ଲକ୍ ପାଇଁ ଗୌରବ ଆଣି ଦେଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ସଭା ଗୃହ ରେ,ଏକ ନିରାଡ଼ମ୍ବର ସମାରୋହରେ ଜିଲ୍ଲାର ଆଠଗୋଟି ବିଦ୍ୟାଳୟକୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। ଏଥିପାଇଁ ପ୍ରଧାନ ଶିକ୍ଷକ ରଞ୍ଜନ ତ୍ରିପାଠୀଙ୍କ ସାଧୁତା ଉଦ୍ୟମକୁ ଶିକ୍ଷକ ଓ ଅଭିଭାବକ ଏବଂ ଶିକ୍ଷ୍ୟା ପରିଚାଳନା କମିଟି ସମେତ ବିଭିନ୍ନ ମହଲରେ ଭୂରିୟସୀ ପ୍ରଶଂସା କରାଯାଉଛି। ମାଧ୍ୟମିକ ସ୍ତରରେ ଜବାହର  ନବୋଦୟ ବିଦ୍ୟାଳୟ , ନର୍ଲା ମଧ୍ୟ ଏହି ପୁରସ୍କାର ରେ ଷଷ୍ଠ ସ୍ଥାନ ପାଇଛି। ସୂଚନା ଥାଉକି ଏଭଳି ଜଣେ ଦକ୍ଷ ପ୍ରଧାନ ଶିକ୍ଷକ ମଧ୍ୟ ହୀନ ରାଜନୈତିକ ଆକ୍ରୋଶର ଶିକାର ହୋଇଥିଲେ ଏବଂ ତାଙ୍କୁ ଅନ୍ୟତ୍ର ବଦଳି କରାଯାଇ ଥିଲା କିନ୍ତୁ ଏହି ବଦଳି ନିର୍ଦେଶ କୁ ମାନ୍ୟବର ଉଚ୍ଚ ନ୍ୟାୟଳୟ ଓଡିଶା  ରହିତାଦେଶ ଜାରିକରୀ ପରବର୍ତ୍ତୀ ସମୟ ରେ ବାତିଲ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like