-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||     

HOME   ଜିଲ୍ଲା

ରାସ୍ତାରେ ଠିଆ ହୋଇଥିବା ରୋଲରକୁ ଧକ୍କା ଦେଲା ବୋଲେରୋ : ୩ ବର୍ଷର ଶିଶୁ ମୃତ, ୪ ଗୁରୁତର

03-Feb-2021



ଜଗତସିଂହପୁର (ପ୍ରେରଣା ଖବର) : ଜଗତସିଂହପୁର ଜିଲ୍ଲା କଟକ-ପାରାଦୀପ ରାସ୍ତା ଜଇପୁର ନିକଟ ଖଣ୍ଡତରୀଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାସ୍ତାରେ ଠିଆ ହୋଇଥିବା ଏକ ରୋଲର ସହ ବୋଲର ଧକ୍କା ହୋଇଛି । ଦୁର୍ଘଟଣାରେ ୩ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ବେଳେ ବୋଲର ଡ୍ରାଇଭରଙ୍କ ସମେତ ୪ ଜଣ ଗୁରୁତର ହୋଇଛନ୍ତି । ମୃତ ଶିଶୁ ଜଗତସିଂହପୁର ମେଡିକାଲରେ ଥିବାବେଳେ ଆହତମାନଙ୍କୁ କଟକ ବଡ଼ ମେଡିକାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି ।

ସୂଚନାଯୋଗ୍ୟ ଯେ, କଟକରୁ ଏରସମା କୃଷ୍ଣଚନ୍ଦ୍ରପୁର ପଞ୍ଚାୟତର ଗଙ୍ଗାଧରପୁର ଫେରୁଥିବା ଏକ ବୋଲର ମଙ୍ଗଳବାର ବିଳମ୍ବିତ ରାତିରେ ଖଣ୍ଡତରୀଠାରେ ରାସ୍ତା କଡରେ ଠିଆ ହୋଇଥିବା ରୋଲରକୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ବୋଲରଟି ଚୁରମାର ହୋଇଯାଇଥିଲା । ଖବର ପାଇ ୧୦୮ ଆମ୍ବୁଲାନ୍ସ ପହଞ୍ଚି ସମସ୍ତଙ୍କୁ ଗାଡି ଭିତରୁ ବାହାର କରି ଜଗତସିଂହପୁର ମେଡିକାଲରେ ଭର୍ତ୍ତି କରିଥିଲେ । ୩ ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ବେଳେ ଗୁରୁତରଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି ।
ଏରସମା ଥାନା କୃଷ୍ଣଚନ୍ଦ୍ରପୁର ପଞ୍ଚାୟତ ଗଙ୍ଗାଧରପୁର ଗ୍ରାମର ବସୁ ସ୍ବାଇଁ ଓରଫ ବସନ୍ତ ସ୍ବାଇଁ, ତାଙ୍କ ସ୍ତ୍ରୀ ଓ ଦୁଇ ପୁଅ ବୋଲେରୋ ଗାଡିରେ ଥିବାବେଳେ ବସୁଙ୍କ ସାନ ପୁଅଙ୍କ ମୃତ୍ୟୁ ଜଣାପଡିଛି। ସ୍ବାମୀ, ସ୍ତ୍ରୀ, ବଡ ପୁଅ ସମେତ ବୋଲେରୋ ଡ୍ରାଇଭର ଗୁରୁତର ଆହତ ହୋଇଥିବା ଜଣାପଡିଛି । ବୋଲେରୋ ମାଲିକ ଓ ଡ୍ରାଇଭର ତିର୍ତ୍ତୋଲ ଥାନା ଅନ୍ତର୍ଗତ ପଣ୍ଡୁଆର ବୋଲି ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026

You Might Also Like