-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ବିଦ୍ୟାଳୟ ସୁନାପୁରର ବାର୍ଷିକ କ୍ରୀଡ଼ା ଓ ବାର୍ଷିକ ଉତ୍ସବ

17-Jan-2026



ନୂଆପଡ଼ା  (ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ ସୁନାପୁରର ବାର୍ଷିକ କ୍ରୀଡ଼ା ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ  ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ମୁଣ୍ଡଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ  ଡଲି ମାଝୀ ଜିଲ୍ଲାପରିଷଦ ଅଧ୍ୟକ୍ଷା ନୂଆପଡ଼ା ମୁଖ୍ୟ ଅତିଥି ରୂପେ,ମୁଖ୍ୟ ବକ୍ତା ଭାବରେ ଶିକ୍ଷାବିତ୍ ଆଦିତ୍ୟ ନାରାୟଣ ପଣ୍ଡା,ସମ୍ମାନିତ ଅତିଥି ରୂପେ ସାମ୍ବାଦିକ ରାମନାଥ ପଣ୍ଡା, ସରପଞ୍ଚ ମୁକ୍ତା ରାଉତ ଓ ସମିତି ସଭ୍ୟା ମୀନା ରାଣୀ ସାହୁ ମଞ୍ଚରେ ଅଳଙ୍କୃତ ଥିଲେ । ବିଜ୍ଞାନ ଶିକ୍ଷୟତ୍ରୀ ସଙ୍ଗୀତା ବେହେରା ସୁନ୍ଦର ଶବ୍ଦାଳଙ୍କାର ସହିତ ଅତିଥି ପରିଚୟ ପ୍ରଦାନ ଓ ସ୍ବାଗତ ସମ୍ଭାଷଣ ରଖିଥିବାବେଳେ ଶିକ୍ଷକ ବିଭୀଷଣ ନାୟକ ମଞ୍ଚ ପରିଚାଳନା କରିଥିଲେ।ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମୁଣ୍ଡ ବିଦ୍ୟାଳୟର ବିବରଣୀ ପଠନ କରିବା ସମୟରେ ଦେଖିବାକୁ ମିଳିଥିଲା କି ତାଙ୍କ ବିଦ୍ୟାଳୟ ପାଇଁ କିଛି ଜରୁରୀ ଆବଶ୍ୟକତା ରହିଛି - ବିଜ୍ଞାନ ଲାବୋରେଟରୀ,କମ୍ପ୍ୟୁଟର ଶିକ୍ଷକ,ରୋଷେଇ ଗୃହ, ପ୍ରଥମରୁ ଦଶମ ଶ୍ରେଣୀ ଥିବା ଦୃଷ୍ଟିରୁ ଆଉ କିଛି ଶ୍ରେଣୀ ଗୃହ,ଖେଳ ପଡିଆ ଓ ଛାତ୍ର ଛାତ୍ରୀଙ୍କ ପାଇଁ ଏକ ମିଟିଂ ହଲ ।ମୁଖ୍ୟ ଅତିଥି  ଡଲି ମାଝୀ ଛାତ୍ର ଛାତ୍ରୀଙ୍କ ପାଇଁ କ୍ରୀଡ଼ା ଓ ଉତ୍ସବ କାହିଁକି  ଆବଶ୍ୟକ ଓ ଏହା ଦ୍ଵାରା ଛାତ୍ର ଛାତ୍ରୀଙ୍କ କ'ଣ ସବୁ ପରିବର୍ତ୍ତନ ଆସିଥାଏ ତାକୁ ନିଜ ବକ୍ତବ୍ୟରେ ପ୍ରାଞ୍ଜଳ ଭାବରେ ଉପସ୍ଥାପନ କରିଛନ୍ତି ।ମୁଖ୍ୟବକ୍ତା ଶ୍ରୀଯୁକ୍ତ ଆଦିତ୍ୟ ପଣ୍ଡା  ଛାତ୍ର ଛାତ୍ରୀଙ୍କ କଳାର ଗୁଣ ଗାନ କରିବା ସହିତ କ୍ରୀଡ଼ା ଓ ଉତ୍ସବ ଆମ ଜୀବନ ପାଇଁ କେତେ ଫଳ ପ୍ରଦକାରୀ ତାକୁ ବିଭିନ୍ନ ଶ୍ଳୋକ,ଉପମା ଓ ଶବ୍ଦାଳଙ୍କାର ବଳରେ ଯେଉଁଭଳି ଭାବରେ ଉପସ୍ଥାପନ କରିଛନ୍ତି ତାହା ନିଶ୍ଚିତ ଭାବରେ ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ନିର୍ମାଣ ଦିଗରେ ପ୍ରେରଣା ଯୋଗାଇଛି ।ସମସ୍ତ ଅତିଥି ନିଜ ଅଭିଭାଷଣରେ ଛାତ୍ର ଛାତ୍ରୀଙ୍କୁ ଉତ୍ତମ ମଣିଷ ଗଢି ତୋଳିବାକୁ ଦିଗଦର୍ଶନ ପ୍ରଦାନ କରିଥିଲେ ।ପୂର୍ବ ବର୍ଷ ଓ ଚଳିତ ବର୍ଷ ବିଦ୍ୟାଳୟ ସ୍ତରରେ,ଜିଲ୍ଲା ସ୍ତରରେ ଓ ରାଜ୍ୟ ସ୍ତରରେ ବିଜ୍ଞାନ ଶିକ୍ଷୟତ୍ରୀ ସଙ୍ଗୀତା ବେହେରା ଏବଂ କ୍ରୀଡ଼ା ଶିକ୍ଷକ ପ୍ରଦୀପ କୁମାର ଯୋଶୀ ତଥା ବିଦ୍ୟାଳୟର ବିଭିନ୍ନ ବିଭାଗର ଶିକ୍ଷକ ଶିକ୍ଷୟତ୍ରୀଙ୍କ କଠିନ ପରିଶ୍ରମ ଓ ଦିଗଦର୍ଶନ ବଳରେ ବିଭିନ୍ନ  କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀଙ୍କୁ ଆଜି ମାନ ପତ୍ର ସହ ଉପଢ଼ୋକନ ଦେଇ ସମ୍ମାନିତ କରି ସେମାନଙ୍କ ଉଜ୍ଜଳ ଭବିଷ୍ୟତ କରାଯାଇଛି ।ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଛାତ୍ର ଛାତ୍ରୀଙ୍କ ଏହି କାର୍ଯ୍ୟକ୍ରମ ସମସ୍ତଙ୍କୁ ବିମୋହିତ କରିପକାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like