-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ଜନ୍ମ ଦିନ ରେ ଅସହାୟ ମହିଳାଙ୍କୁ ରକ୍ତଦାନ କରି ବଞ୍ଚିବାର ନୂଆଁ ଆଶା ର କିରଣ ଦେଲେ ସମାଜସେବୀ ଶ୍ରୀମତୀ ଶାନ୍ତି ମାଝୀ

17-Jan-2026



(ଚିନ୍ତାମଣି ନାଏକ)
ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ହେଉ କିମ୍ବା କୌଣସି ଘରୋଇ ଡାକ୍ତରଖାନା ରେ ହେଉ ରକ୍ତ ଦରକାର ହେଉଥିବା ରୋଗୀ ଯଦି ସୋସିଆଲ ୱେଲଫେୟର ଅର୍ଗାନାଇଯେସନ୍, କଳାହାଣ୍ଡି ପରିବାର ର ମହିଳା ସଭାନେତ୍ରୀ ତଥା ଆଶା କର୍ମୀ ଶ୍ରୀମତୀ ଶାନ୍ତି ମାଝୀ ଙ୍କୁ ଯୋଗାଯୋଗ କରନ୍ତି ତାହେଲେ ସେମାନଙ୍କୁ କେବେ ମଧ୍ୟ ନିରାଶ ହେବାକୁ ପଡ଼େ ନି। ସେହି ପରି କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ କସ୍ତୁରୀଗୁଡା ଗ୍ରାମର ଉର୍ମିଳା ସାହୁ ନାମକ ୪୮ ବର୍ଷର ମହିଳାଙ୍କ ଦେହରେ ମାତ୍ର ୨.୭ ପ୍ରତିଶତ ରକ୍ତଥିବା ଯୋଗୁଁ ମହିଳା ଜୀବନ ମରଣ ସହ  ସଂଘର୍ଷ କରୁଥିଲେ । ମହିଳା ଙ୍କ ଏକ ମାତ୍ର ଝିଅ ଅନେକ ଲୋକଙ୍କୁ ରକ୍ତ ପାଇଁ ହାରି ଗୁହାରି କରୁଥିଲେ କିନ୍ତୁ କଳାହାଣ୍ଡି ଉତ୍ସବ ରେ ଲୋକେ ବ୍ୟସ୍ତତା ଥିବା ଯୋଗୁଁ କେହି ମଧ୍ୟ ରକ୍ତଦେବା ପାଇଁ ଆଗେଇ ଆସି ନଥିଲେ ।  ଏପରି ଘଡି ସନ୍ଧି ଦୁଃଖଦ ସମୟରେ ଜଣେ ସହୃଦୟ ବ୍ୟକ୍ତି ସୋସିଆଲ ୱେଲଫେୟର ଅର୍ଗାନାଇଯେସନ୍ କଳାହାଣ୍ଡି ପରିବାର ର ମହିୟସୀ ମହିଳା ସଭାନେତ୍ରୀ ଶାନ୍ତି ମାଝୀ ଙ୍କୁ ଫୋନ୍ ମାଧ୍ୟମରେ ଯୋଗାଯୋଗ କରି ମହିଳା ଙ୍କ ସମସ୍ୟା ଜଣାଇଥିଲେ ଏହି ବିଷୟ କୁ ଅତ୍ୟନ୍ତ ଗୁରୁତ୍ୱର ସହ ନେଇ ସୁଦୂର ନର୍ଲା ରୁ ନିଜ ସ୍କୁଟି ଗାଡ଼ିଯୋଗେ ଭବାନୀପାଟଣା ରକ୍ତ ଭଣ୍ଡାର ରେ ପହଞ୍ଚି ନିଜର ବହୁମୂଲ୍ୟ ରକ୍ତଦାନ କରି ମହିଳା ଙ୍କୁ ପୁଣିଥରେ ବଞ୍ଚିବାର ନୂଆଁ ଆଶା କିରଣ ଦେଇଛନ୍ତି। ନିଜ ଶୁଭ ଜନ୍ମ ଦିନ ଅବସରରେ ୧୭  ଥର ରକ୍ତଦେବା ସୌଭାଗ୍ୟ ପ୍ରାପ୍ତି ହେବା ସହିତ ଜୀବନ ମରଣ ସହିତ ସଂଘର୍ଷ କରୁଥିବା ଜଣେ ଅସହାୟ ନିରୀହ ମହିଳା ଙ୍କୁ ପୁଣିଥରେ ବଞ୍ଚିବାର ନୂଆଁ ଆଶା କିରଣ ଯୋଗାଇ ଶ୍ରୀମତୀ ଶାନ୍ତି ମାଝୀ ସମାଜ କୁ ମହାନତା ର ପରିଚୟ ଦେବା ସହ ଖୁସି ବ୍ୟକ୍ତି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like