-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

*ପଣ୍ଡିକୋଟ ରେ ପିଏମ ଶ୍ରୀ ବିଦ୍ୟାଳୟ ସ୍ତରୀୟ ପ୍ରଥମ ପିଏମ ଶ୍ରୀ ଉତ୍ସବ ପାଳନ*

17-Jan-2026



(ପ୍ରିୟଦର୍ଶିନୀ ପାତ୍ର)
 ପଣ୍ଡିକୋଟ ରେ ପିଏମ ଶ୍ରୀ ବିଦ୍ୟାଳୟ ସ୍ତରୀୟ ପ୍ରଥମ ପିଏମ ଶ୍ରୀ ଉତ୍ସବ ପାଳନ . ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପିଣ୍ଟୁ ନାୟକ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ରୂପେ ଡାବୁଗାଁ ବିଧାୟକ ମନହୋର ରନ୍ଧାରୀ, ଜିଲ୍ଲା ପରିଷଦ ଅଧକ୍ଷ ମୋତିରାମ ନାୟକ ବ୍ଲକ ଅଧକ୍ଷା ହେମଳତା ମାଝୀ, ବ୍ଲକ ଉପାଧ୍ୟକ୍ଷ ସୁଶାନ୍ତ କୁମାର ବେହେରା, ସାଂସଦ ପ୍ରତିନିଧି ସୋମନାଥ ପୂଜାରୀ, ଜିଲ୍ଲା ପରିଷଦ ସଭ୍ୟା ଡ. ଲିପିକା ମାଝୀ, ଜିଲ୍ଲା ପରିଷଦ ସଭ୍ୟ ଯଶବନ୍ତ ନାୟକ, ଗଣଶିକ୍ଷା ମନ୍ତ୍ରୀ ପ୍ରତିନିଧି ଲିଙ୍ଗରାଜ ଭତରା, ସରପଞ୍ଚ ବାବୁଲା ଭତରା, ସମିତି ସଭ୍ୟା ଉମାରାଣୀ ବିଶ୍ୱାଳ, ପୂର୍ବତନ ସରପଞ୍ଚ ଯୁଧେଷ୍ଟି ଯାନୀ ପ୍ରମୁଖ ମଞ୍ଚାସିନ ହୋଇଥିଲେ. ବିଧାୟକ ଶ୍ରୀ ରନ୍ଧାରୀ ରିବନ କାଟି କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ. ଆତ୍ମ ନିର୍ଭର ଭାରତ, ଜୀବିକା ଆତ୍ମ ନିଭର ଶିଳ ପ୍ରକୁତି ମାଧ୍ୟମରେ ଶିକ୍ଷଣ ବିକଶିତ ଭାରତ, ୨୦୩୬ମସିହା ରେ ଭାରତ ର ଆନ୍ତର୍ଜାତିକ ସ୍ତର ରେ ଉନ୍ନତି କରିବା ଏହାର ମୁଖ୍ୟ ଉଦ୍ୟେଶ ରହିଥିଲା.ଏହା ପରେ ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ.
ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ରୂପେ ଏବିଓ ବାଳକ ଦାସ ରନ୍ଧାରୀ ଯୋଗ ଦେଇଥିଲେ.ବିଭିନ୍ନ କ୍ଷେତ୍ର ରେ କୃତି ଛାତ୍ରଛାତ୍ରୀ କୁ ମଞ୍ଚାସିନ ଅତିଥି ପୁରୁସ୍କୃତ କରିଥିଲେ ଶିକ୍ଷକ ସୁଦାମ ସେଠି ମଞ୍ଚ ପରିଚାଳନା କରିଥିଲେ.ଉଦଯାପନୀ ଉତ୍ସବ ରେ ସେମଳା ସିଆରସି ବାବୁଲାଲ ସାଗର, ପ୍ରଧାନୀଗୁଡ଼ା ସିଆରସିସି ଧରଣୀଧର କମର୍ଲା ମଞ୍ଚାସୀନ ହୋଇଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମର ରେ ବାବୁଲାଲ ପିଲାମାନଙ୍କ ର ସାମଗ୍ରୀକ ବିକାଶ ର ବାର୍ତା ସହ ମନୋରଞ୍ଜନ ଭାଵ ସମସ୍ତ କୁ ଖୁସି ପ୍ରଦାନ କରିଥିଲେ।ଶିକ୍ଷକ ବୈକୁଣ୍ଠ ରାଉତ, ସଂଞ୍ଜୀବ ବଡ଼ଗୁଛିଆ, ନାରାୟଣ ଭତରା,  ପୃଥିବୀରାଜ ଦୋରା,ପ୍ରକାଶ ଚନ୍ଦ୍ର ପ୍ରଧାନ ,ଜୟନ୍ତୀ କରକୋରା, ହୃଷିକେଶ ବିଷୋୟୀ, କିରଣ ପରିଡା, ବବିତା ଜାନୀ, କୁନୀଲତା ନାୟକ, ଦିବାକର ହରିଜନ ରୋହନ ପଟ୍ଟନାୟକ,  ପରିଚାଳନା ରେ ସାହାଯ୍ୟ କରିଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like