-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଆସନ୍ତାକାଲି ଠାରୁ ଆରମ୍ଭ ହେବ ବଲାଙ୍ଗିର ଲୋକ ଉତ୍ସବ

18-Jan-2026



ବଲାଙ୍ଗିର (ପ୍ରେରଣା ଖବର):  ୨୩ତମ ବଲାଙ୍ଗିର ଲୋକଉତ୍ସବ ସମ୍ପର୍କିତ ଏକ ସାମ୍ବାଦିକ ସମ୍ମିଳନୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଲୋକଉତ୍ସବର ସବିଶେଷ ବିବରଣୀ ସମ୍ବାଦିକଙ୍କୁ ଦେଇଥିଲେ । ଜିଲ୍ଲାର ଐତିହାସିକ ସ୍ଥଳୀ, କଳାସଂସ୍କୃତି ଏବଂ ପରମ୍ପରାକୁ ଚଳିତ ବର୍ଷ ପ୍ରଥମ ଥର ଲାଗି ଡ୍ରୋନ ଶୋ ଦ୍ଵାରା ଲୋକଉତ୍ସବରେ ପ୍ରଦର୍ଶିତ କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜିଲ୍ଲାର ୧୪ଟି ବ୍ଲକରୁ ବିଭିନ୍ନ ପ୍ରତିଯୋଗିତାରୁ ଚୟନ ହୋଇଆସିଥିବା କଳାକାରଙ୍କର ଏକ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ । ପ୍ରତ୍ୟେକ ଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବେ । ଲୋକଉତ୍ସବରେ ଚଳିତ ବର୍ଷ ଗୁଜୁରାଟ, ଆସାମ, ପଞ୍ଜାବ, ଝାରଖଣ୍ଡ, ମହାରାଷ୍ଟ୍ର, ଜମ୍ମୁ ଓ କାଶ୍ମୀର, ହରିୟଣା, ପଶ୍ଚିମବଙ୍ଗ, କେରଳ ପ୍ରଭୃତି ରାଜ୍ୟର ଲୋକ ନୃତ୍ୟ ଦଳ ଅଂଶଗ୍ରହଣ କରିବେ । ଏହି ବ୍ୟତୀତ ଆମ ରାଜ୍ୟର କଳାହାଣ୍ଡି, ନବରଙ୍ଗପୁର, ସୁବର୍ଣ୍ଣପୁର, ସମ୍ବଲପୁର, ବରଗଡ଼, ରାୟଗଡ଼, ଗଞ୍ଜାମ, ପୁରୀ ଓ ବଲାଙ୍ଗିର ଜିଲ୍ଲାର ପ୍ରମୁଖ ସାଂସ୍କୃତିକ ଦଳ ଏହି ଖୋଲା ରଙ୍ଗମଞ୍ଚରେ ନିଜର ନୃତ୍ୟକଳା ପରିବେଷଣ କରି ଉତ୍ସବକୁ ଅଧିକ ଆକର୍ଷଣୀୟ କରିବେ ।  ଏଥିରେ ମୋଟ ୨୯୫ଟି ଷ୍ଟଲ ରହିବ, ଯେଉଁଥିରେ ପଲ୍ଲୀଶ୍ରୀ ମେଳା, ସୁଭଦ୍ରା ଶକ୍ତି ମେଳା ଏବଂ ସ୍ୱଦେଶୀ ମେଳା ସାମିଲ ଅଛି । ଏହା ସହିତ ବିଭିନ୍ନ ରାଜ୍ୟ ତଥା ଜିଲ୍ଲାରୁ ଆସିଥିବା୧୫ଟି ଖାଦ୍ୟ ଷ୍ଟଲ ମଧ୍ୟ ରହିବ।

ବଲାଙ୍ଗିରବାସୀଙ୍କୁ ଏହି ଲୋକ ଉତ୍ସବରେ ବହୁ ସଂଖ୍ୟାରେ ଯୋଗ ଦେଇ କଳାକାରଙ୍କୁ ଉତ୍ସାହିତ କରିବାକୁ ଅନୁରୋଧ କରିବା ସହ ଉତ୍ସବର ପ୍ରଚାରପ୍ରସାର କରି ଏହାକୁ ସାଫଲ୍ୟମଣ୍ଡିତ କରିବାକୁ ଜିଲ୍ଲାପାଳ ସାମ୍ବାଦିକ ମାନଙ୍କୁ ମଧ୍ୟ ଅନୁରୋଧ କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଡାଃ.ବିଜୟାନନ୍ଦ ସେଠୀ ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରୁଣୀ ସୁନା, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର, ଜିଲ୍ଲା କ୍ରୀଡ଼ା ଅଧିକାରୀ ପରାଶର ବାଗ, ସୂଚନା ଓ ଲୋକ ସଂପର୍କ ଅଧିକାରୀ ଲକ୍ଷ୍ମୀ ସାକିଆ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like