-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||     

HOME   ଜିଲ୍ଲା

ପୁଅ ପାଲଟିଲା ଚଣ୍ଡାଶୋକ, କାଠ ଫାଳିଆରେ ବାପାକୁ ନିର୍ଦ୍ଧୁମ ପିଟିଲା

03-Feb-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) : ନିଶାଖୋର ପୁଅର ଭୟଙ୍କର କାଣ୍ଡ । ଗୋଡ଼ାଇ ଗୋଡ଼ାଇ ନିଜ ବାପାକୁ ପିଟିଲା । ଆଜି ରେଢାଖୋଲ ଉପଖଣ୍ଡ ଚାରମାଳ ଗାଁରେ ଘରୋଇ କଳିରୁ ପୁଅ ଅଶୋକ ସେଠୀ କାଠ ଫାଳିଆରେ ବାପା ବଳରାମ ସେଠୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡିଛି । ଯାହାଫଳରେ ବାପାର ଗୋଡ ଭାଙ୍ଗିଯିବା ସହିତ ହାତରେ ମଧ୍ୟ ଆଘାତ ଲାଗିଛି।ଏ ଘଟଣା ପରେ ପ୍ରଥମେ ବଳରାମଙ୍କୁ ଚାରମାଳ ମେଡିକାଲକୁ ନିଆଯାଇଥିଲା । ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବରରୁ ଜଣାପଡିଛି ଯେ ବାପ,ପୁଅ ଉଭୟ ନିଶା ଶକ୍ତ ଅବସ୍ଥାରେ ଥିଲେ । ସେତିକି ବେଳେ କୌଣସି କଥାକୁ ନେଇ ଗଣ୍ଡଗୋଳ ଘଟିଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ପୁଅ ଅଶୋକ ଚଣ୍ଡାଶୋକ ପାଲଟିଗଲା ଓ ଗୋଡ଼ାଇ ଗୋଡ଼ାଇ ବାପାକୁ କାଠ ଫାଳିଆରେ ନିର୍ଦ୍ଧୁମ ପିଟି ଚାଲିଲା । ଯାହାଫଳରେ ବାପା ବଳରାମ ଏବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026

You Might Also Like