-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ନୂତନ ସିଭିଲ କୋର୍ଟ ନିର୍ମାଣ ଓ ହାଇକୋର୍ଟ ବେଞ୍ଚ ସ୍ଥାପନ ପ୍ରସଙ୍ଗରେ ଜିଲ୍ଲାପାଳଙ୍କ ସହ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଆଲୋଚନା

18-Jan-2026



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗୀରରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ ନିର୍ମାଣକୁ ତ୍ୱରାନ୍ୱିତ କରିବା ଏବଂ ଓକିଲ ମାନଙ୍କ ବହୁ ଦିନର ଦାବି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃସ୍ଥାପନ ଦାବି ନେଇ ଆଜି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଏକ ପ୍ରତିନିଧି ଦଳ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇଶଲୱାର୍ ଙ୍କୁ ସାକ୍ଷାତ କରିଛିନ୍ତି l ଏ ସଂକ୍ରାନ୍ତରେ ସଂଘ ପକ୍ଷରୁ ଏକ ଦୁଇ ଦଫା ଦାବି ପତ୍ର ପ୍ରଧାନମନ୍ତ୍ରୀ ଓ ରାଜ୍ଯ ମୁଖ୍ଯମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି l ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥ ଙ୍କ ନେତୃତ୍ଵରେ ସଂଘର ସମ୍ପାଦକ ସଞ୍ଜୟ ବଗର୍ତ୍ତୀ,  ଉପସଭାପତି ସୁଧାଂଶୁ ଦେଓ, କୋଷାଧ୍ୟକ୍ଷ ସମୀର ମିଶ୍ରଙ୍କ ସମେତ ବରିଷ୍ଠ ଓକିଲ ପ୍ରମୋଦ ତ୍ରିପାଠୀ, ଶଙ୍କର ମିଶ୍ର, ଉମାକାନ୍ତ ସାହୁ ପ୍ରମୁଖ ଜିଲ୍ଲାପାଳଙ୍କ ସହ ଆଲୋଚନା କରି ନୂତନ ସିଭିଲ କୋର୍ଟ ନିର୍ମାଣ କାମ ଯେପରି ଆଗେଇ ପାରିବ ସେ ଉପରେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ସୂଚନାଯୋଗ୍ୟ, ଗତ ଜାନୁୟାରୀ ତାରିଖ ଦିନ ବଲାଙ୍ଗୀର ସିଭିଲ କୋର୍ଟ ପରିସରରେ ବଲାଙ୍ଗୀର ମାଟିର ସୁନାମଧନ୍ୟ ବିଚାରପତି ମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ ଉତ୍ସବରେ ମଧ୍ଯ ଏହି ଦାବି ସପକ୍ଷରେ ବିଚାରପତି ମାନେ ନିଜର ସ୍ଵରକୁ ଶାଣିତ କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like