-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ପଳସାଗୋରା ମକର ମହୋତ୍ସବ ଅବସରରେ କୃଷକ ସମାବେଶ ଅନୁଷ୍ଠିତ

18-Jan-2026



ବୌଦ୍ଧ/ପଳସାଗୋରା/କଣ୍ଟାମାଳ(ପ୍ରେରଣା ଖବର): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଳସାଗୋରା ମକର ମହୋତ୍ସବ   ଅବସରରେ ପଳସାଗୋରା କଲ୍ୟାଣ ମଣ୍ଡପ ଠାରେ ବୌଦ୍ଧ ଜିଲ୍ଲା କୃଷକ ଉତ୍ପାଦକ ସଂଗଠନ ଫେଡେରେସନର ଆୟୋଜନ କ୍ରମେ ଓ ପଳସାଗୋରା ମକର ମହୋତ୍ସବ କମିଟି ସହାୟତାରେ ଏକ ବିଶାଳ କୃଷକ ସମାବେଶ ଅନୁଷ୍ଠିତ ହୋଇଯାଇଛି l ଫେଡେରେସନ ସଭାପତି ରାଜକିଶୋର ଅଗ୍ରୱାଲ ଙ୍କ ସଭାପତିତ୍ୱରେ ଓ ସମ୍ପାଦକ କୃତ୍ତିବାସ ପଲିଆଙ୍କ ସଂଯୋଜନାରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ଜିଲ୍ଲା ପରିଷଦ ଉପାଧ୍ୟାକ୍ଷ ଶଙ୍କର୍ଷଣ  ପ୍ରଧାନ ଯୋଗ ଦେଇ ବୌଦ୍ଧ ଜିଲ୍ଲାର ଚାଷୀ ଓ ଚାଷର  ସାମଗ୍ରିକ ବିକାଶ ନିମନ୍ତେ ଦୃଢ ପ୍ରତିଶୃତି ଦେଇଥିଲେ l 

ମୁଖ୍ୟ ବକ୍ତା ଭାବେ ସହକାର ଭାରତୀ ଓଡିଶା ପ୍ରାନ୍ତ ସମ୍ପାଦକ ସୋନାଶିଷ ଜେନା,ସଂମ୍ମାନିତ ଅତିଥି ଭାବେ ଡ଼ିଡ଼ିଏମ ନାବାର୍ଡ ଡ଼ ସତ୍ୟ ସ୍ୱରୂପ ବିଦାନ୍ତ, ବୌଦ୍ଧ କୃଷି ବିଜ୍ଞାନ କେନ୍ଦ୍ର ମୁଖ୍ୟ ଓ ବରିଷ୍ଠ ବୈଜ୍ଞାନିକ ଡ. ତପନ କୁମାର ଦାସ, ସହକାର ଭାରତୀ ବୌଦ୍ଧ ଜିଲ୍ଲା ସଭାପତି ଶ୍ରୀକାନ୍ତ କୁମାର ମିଶ୍ର, ବରିଷ୍ଠ କୃଷକ ରମଣୀ ରଞ୍ଜନ ପ୍ରଧାନ,କୃଷକ ନେତା ବିଶିକେଶନ ପ୍ରଧାନ, ସହକାରୀ ପ୍ରାଣୀ ଚିକିତ୍ସକ ଡା ଯତୀନ କୁମାର ସାହୁ, ପଳସାଗୋରା ସରପଞ୍ଚ ସୌଦାମିନୀ ମଲ୍ଲିକ, ମାତୃଶକ୍ତି ଏଫପିଓ ର ମାର୍ଗଦର୍ଶକ ପୁର୍ଣଚନ୍ଦ୍ର ଖଟୁଆ ପ୍ରମୁଖ ମଞ୍ଚାସିନ ଥାଇ ଉପସ୍ଥିତ କୃଷକ ମାନଙ୍କୁ ଉଦବୋଧନ ଦେଇଥିଲେ l ଏହି ଅବସରରେ 11 ଜଣ ସଫଳ ଚାଷୀଙ୍କୁ ସମର୍ଦ୍ଧିତ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଫେଡେରେସନର ସକ୍ରିୟ କାର୍ଯ୍ୟକର୍ତ୍ତା ପ୍ରବୀର ମହାର,ସନ୍ତୋଷ କୁମାର ମହାକୁଡ଼, ଗିରିଶ ଚନ୍ଦ୍ର ବଘାର, ଜଗନ୍ନାଥ ବାରିକ, ଆଦିତ୍ୟ ପ୍ରଧାନ, ମହୋତ୍ସବ କମିଟି ସଭାପତି ରବୀନ୍ଦ୍ର କୁମାର ପ୍ରଧାନ ଓ ମକର ମହୋତ୍ସବ କମିଟିର ସମସ୍ତ କର୍ମକର୍ତ୍ତା

ସହଯୋଗ କରିଥିଲେ l ଏହି ଅବସରରେ ବିଭିନ୍ନ ଦାବିକୁ ବୌଦ୍ଧ ଜିଲ୍ଲା ପ୍ରଶାସନ ମାଧ୍ୟମରେ ବିଭିନ୍ନ ଦାଵୀକୁ ପୂରଣ ନିମନ୍ତେ ଅନୁରୋଧ କରାଯାଇଥିଲା l
ଦାବୀ ସମୂହ ମଧ୍ୟରେ ବୌଦ୍ଧ ଜିଲ୍ଲା ଏକ ଶିଳ୍ପ ବିହୀନ ଓ ଅବହେଳିତ ହୋଇଥିବାରୁ ଏଠାରେ 80% ଲୋକ କୃଷି ଉପରେ ନିର୍ଭର କରନ୍ତି l ଏହି ଜିଲ୍ଲାରେ ମହାନଦୀ, ଖଡ଼ଙ୍ଗ, ବାଘ, ତେଲ,ସାଲୁଙ୍କି, ଲକ୍ଷ୍ମୀନାଳ, ଶଗଡିଆ ନାଳ ଥାଇ ମଧ୍ୟ ବର୍ଷା ଅଭାବ ହେଲେ ମରୁଡି ହୋଇଥାଏ lଏଣୁ ଚାଷୀକୁଳର ଉନ୍ନତି ପାଇଁ ହେଲେ ସର୍ବପ୍ରଥମେ ଜଳସେଚନର ଆବଶ୍ୟକତା ରହିଛି ଓ ଫେଡେରେସନ ଦାବିକୁ ପ୍ରାଥମିକତା ସହିତ ଗୁରୁତ୍ୱ ଦେଇ ବୌଦ୍ଧ ଜିଲ୍ଲାରେ ପ୍ରବାହିତ  ନଦୀ ଓ ନାଳ ମାନଙ୍କରେ ଡ୍ୟାମ ନିର୍ମାଣ କରିବା ସହିତ ଚାଷୀର ଅର୍ଥନୌତିକ ଅଭିବୃଦ୍ଧି  ପାଇଁ ବିଭିନ୍ନ ଦାବୀ ଗୁଟିକ ଆନ୍ତରିକତା ସହିତ ପୂରଣ କରିବାକୁ ସବିନୟ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like