-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

କୁଣ୍ଡାମାଲ ଠାରେ ଓବିସି ମଞ୍ଚର ‘ଗାଁକୁ ଚାଲ’ ଅଭିଯାନ: ହକ୍‌ ଓ ଅଧିକାର ସମ୍ପର୍କରେ ବିସ୍ତୃତ ଆଲୋଚନା

18-Jan-2026



ବଲାଙ୍ଗିର: ପୁଇନ୍ତଲା ବ୍ଲକ୍‌ ଅନ୍ତର୍ଗତ କୁଣ୍ଡାମାଲ ସାପ୍ତାହିକ ବଜାର ପ୍ରଗତି କୃଷକ ଉତ୍ପାଦକ କମ୍ପାନୀ କାର୍ଯ୍ୟାଳୟରେ ଜିଲ୍ଲା ଓବିସି ମଞ୍ଚ ବଲାଙ୍ଗିର ପକ୍ଷରୁ ‘ଗାଁକୁ ଚାଲ’ ଅଭିଯାନ ଆୟୋଜିତ ହୋଇଯାଇଛି। ଓବିସି ମଞ୍ଚର ରାଜ୍ୟ ସଭାପତି ଶଙ୍କର ପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ସଂଯୋଜନା ଦାୟିତ୍ବରେ ଥିଲେ ଜିଲ୍ଲା ଓବିସି ମଞ୍ଚର

ସଂଯୋଜକ ସରୋଜ କୁମାର ମେଶ୍ବା।
ଏହି ଅବସରରେ ରାଜ୍ୟ କୋଷାଧ୍ୟକ୍ଷ  ପ୍ରଦେଶୀ ବିଶ୍ଵାଲ, ଜିଲ୍ଲା କୋଷାଧ୍ୟକ୍ଷ ମଧୁସୂଦନ କ୍ଷେତୀ, ସୁରଥ ପଟେଲ୍‌, ଓକିଲ ଉମାକାନ୍ତ ସାହୁ ଏବଂ ଉତ୍ତମ ଖମାରୀ ପ୍ରମୁଖ ଉପସ୍ଥିତ ରହି ଓବିସି ସମ୍ପ୍ରଦାୟର ହକ୍‌ ଏବଂ ଅଧିକାର ସମ୍ପର୍କରେ ବିସ୍ତୃତ

ଆଲୋଚନା କରିଥିଲେ। ଅଭିଯାନର ମୂଳ ଉଦ୍ଦେଶ୍ୟ ହେଉଛି ଗ୍ରାମାଞ୍ଚଳରେ ଓବିସି ସମ୍ପ୍ରଦାୟର ସଚେତନତା ବୃଦ୍ଧି କରିବା ଏବଂ ସେମାନଙ୍କର ଅଧିକାର ସୁରକ୍ଷା ନିଶ୍ଚିତ କରିବା।
ପୁଇନ୍ତଲା ବ୍ଲକ୍‌ର ବିଭିନ୍ନ ଗ୍ରାମ ପଞ୍ଚାୟତର କମିଟି ସଦସ୍ୟ ଓ ସଦସ୍ୟାମାନେ ଏଥିରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଗ୍ରାମାଞ୍ଚଳ ବିକାଶ ଏବଂ ଓବିସି ସମାଜର ଉନ୍ନୟନ ଉପରେ ଗୁରୁତ୍ବ ଦିଆଯାଇଥିଲା। ଏହି ଅଭିଯାନ ଆଗାମୀ ଦିନରେ ଅଧିକ ଗ୍ରାମରେ ବ୍ୟାପିବାକୁ ଯୋଜନା ରହିଛି ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like