-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

୧୯୯୪ ବଲାଙ୍ଗୀର ରାଜେନ୍ଦ୍ର କଲେଜ ଗ୍ରାଜୁଏସନ ବ୍ୟାଚର ବନ୍ଧୁମିଳନ କାର୍ଯ୍ଯକ୍ରମ

18-Jan-2026



ବଲାଙ୍ଗୀର(ପ୍ରେରଣା ଖବର): ୧୯୯୪ ବଲାଙ୍ଗୀର ରାଜେନ୍ଦ୍ର କଲେଜ ଗ୍ରାଜୁଏସନ ବ୍ୟାଚର ଏକ ବନ୍ଧୁମିଳନ କାର୍ଯ୍ଯକ୍ରମ  ସ୍ଥାନୀୟ ବିଜାଖମନ ଠାରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ୧୯୯୪ ରାଜେନ୍ଦ୍ର କଲେଜ ଗ୍ରାଜୁଏସନ ବ୍ୟାଚର ପ୍ରାୟ ୬୦ ଜଣ ସହପାଠୀ ଯୋଗ ଦେଇ କଲେଜ ଜୀବନର ପୁରୁଣା ସ୍ମୃତିକୁ ମନେ ପକାଇ ଥିଲେ l ଗ୍ରାଜୁଏସନ ବ୍ୟାଚର ସୁଶାନ୍ତ ବିଶୋଇ ଓ ସରୋଜ ନାଏକ ଙ୍କ ନେତୃତ୍ଵରେ ଅନୁଷ୍ଠିତ ଏହି ବନ୍ଧୁ ମିଳନ କାର୍ଯ୍ଯକ୍ରମରେ ଜିଲ୍ଲା

ତଥା ଜିଲ୍ଲା ବାହାରର ବିଭିନ୍ନ ବୃତ୍ତି ରେ କାର୍ଯ୍ୟରତ ସହପାଠୀ ବନ୍ଧୁ ମାନେ ଯୋଗ ଦେଇ ନାଚ ଗୀତ ଓ ମଜା ମଜଲିସରେ ନିଜକୁ ହଜାଇ ଦେଇଥିଲେ l  ବିଭିନ୍ନ ବନ୍ଧୁ ମାନଙ୍କ କାର୍ଯ୍ୟକ୍ଷେତ୍ର, ବିଚାରଧାରା ଓ ସାମାଜିକ ସ୍ଥିତି ଅଲଗା ଅଲଗା ହୋଇପାରେ କିନ୍ତୁ ଆଜି ସମସ୍ତେ ଗୋଟିଏ ପରିବାରର ସଦସ୍ୟ ଭଳି ଶୃଙ୍ଖଳିତ ଭାବରେ ନିଜ ଭିତରେ ଭାବର ଆଦାନ ପ୍ରଦାନ କରି କଲେଜ ଜୀବନର ଅନେକ ଖଟାମିଠା  ଓ ରୋମାଞ୍ଚକର

ସ୍ମୃତିକୁ ତାଜା କରିଥିଲେ l ୧୯୯୪ରେ ଗ୍ରାଜୁଏସନ ପରେ ଆଗକୁ ଯାଇ ବିଭିନ୍ନ ବନ୍ଧୁ ମାନେ ଭିନ୍ନ ଭିନ୍ନ ବୃତ୍ତିକୁ ନିଜର କ୍ୟାରିୟର ଭାବରେ ବାଛି ନେଇଥିଲେ l ପ୍ରାଶାସନିକ ସେବା,  ବ୍ୟାଙ୍କ, ରେଲୱେ,  ଶିକ୍ଷକତା, ଅଧ୍ୟାପନା,  ରାଜନୀତି, ଓକିଲାତି  ସାମ୍ବାଦିକତା ଓ ବ୍ୟବସାୟ ପରି ଅନେକ ବୃତ୍ତିରେ ରହି ନିଜର ଏକ ପରିଚୟ ସୃଷ୍ଟି କରିଥିବା ବନ୍ଧୁ ମାନଙ୍କର ମିଳନ ପ୍ରକୃତରେ ନିଆରା ଥିଲା l ଏପରି ସବୁଦିନ ପାଇଁ  ଅଦୃଶ୍ୟ ରଜ୍ଜୁ ରେ ବାନ୍ଧି ହୋଇଥିବା ଏହି ବନ୍ଧୁତ୍ୱର ବନ୍ଧନ ଅତୁଟ ରହୁ ବୋଲି ମତପ୍ରକାଶ ପାଇଥିଲା l ଦୀର୍ଘ ୩୨ ବର୍ଷ ପରେ ପୁରୁଣା ବନ୍ଧୁ ମାନଙ୍କ ସହ ସାକ୍ଷାତ କରିବାର ଏହି ସ୍ମରଣୀୟ ଅନୁଭୂତିକୁ ସମସ୍ତେ ଉପଭୋଗ କରିଥିଲେ l  ଏହି ଅବସରରେ ସୁନ୍ଦରଗଡ଼ ରେ ଏ ଡି ଏମ୍ ଭବରେ କାର୍ଯ୍ୟରତ ଅଭିମନ୍ୟୁ ମାଝୀ ଓ ଗ୍ରାମାଞ୍ଚଳରେ ଡାକ୍ତରୀ ସେବା ପ୍ରଦାନ କରି  ଚର୍ଚା ରେ ଥିବା ଡାକ୍ତର ବୁଦ୍ଧଦେବ ନାଗଙ୍କୁ ଫୁଲତୋଡା ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like