-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ସଂଗଠନର ବାର୍ଷିକ ସାଧାରଣ ବୈଠକ

18-Jan-2026



ବଲାଙ୍ଗିର(ପ୍ରେରଣା ଖବର): ସହରର ଅଗ୍ରଣୀ ସ୍ୱେଚ୍ଛା ସେବୀ ସଙ୍ଗଠନ ମାହେଶ୍ୱରୀ ପକ୍ଷରୁ ବାର୍ଷିକ ସାଧାରଣ ସଭା ସଫଳତାର ସହିତ ଆୟୋଜିତ ହୋଇଛି। ଏହି ସଭାରେ ସାରା ଜିଲ୍ଲାରୁ ପ୍ରାୟ ୫୦୦ ଯୁବ ସଦସ୍ୟ ଭାଗ ନେଇ ଗତ ବର୍ଷର ସାମାଜିକ କାର୍ଯ୍ୟକଳାପ ଏବଂ ସଂଗଠନର ବାର୍ଷିକ ସାମାଜିକ ପ୍ରଭାବ ସମ୍ପର୍କରେ ଆଲୋଚନା କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଯୋଗଦେଇଥିବା ବେଳେ, ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ଯୋଶୀ ମୁଖ୍ୟ ବକ୍ତା ଭାବରେ ଉପସ୍ଥିତ ରହି ସଂଗଠନର ସାମାଜିକ ସେବାକୁ ସ୍ୱୀକୃତି ଓ ପ୍ରଶଂସା କରିଥିଲେ। ସଭାରେ ମାହେଶ୍ୱରୀ ର ପରିଚାଳନା

ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ ଆଗାମୀ ବର୍ଷ ପାଇଁ ସଂଗଠନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପସ୍ଥାପନ କରି କହିଥିଲେ ଯେ, ମାହେଶ୍ୱରୀକୁ ଜିଲ୍ଲାର ସବୁଠାରୁ ଶକ୍ତିଶାଳୀ, କ୍ରିୟାଶୀଳ ଏବଂ ନିଷ୍ଠାବାନ୍ ସାମାଜିକ ସଂଗଠନ ଭାବରେ ଗଢ଼ି ତୋଳିବା ଆମ ଲକ୍ଷ୍ୟ। ସେ କହିଥିଲେ ଯେ, “ସମାଜ ସେବାର ଆଧାର ମୂଳସ୍ତର ରୁ ହେବା ଉଚିତ୍, ଏବଂ ଏହି ଦିଗରେ ସମସ୍ତ ସଦସ୍ୟଙ୍କ ସକ୍ରିୟ ସହଭାଗ ଆବଶ୍ୟକ।”
ଏହି ଅବସରରେ ସମାଜର ବୃଦ୍ଧ ବର୍ଗଙ୍କ ସହାୟତା ଉଦ୍ଦେଶ୍ୟରେ ୧୦ ଜଣ ବରିଷ୍ଠ ନାଗରିକ ଙ୍କୁ ସହାୟକ ସାମଗ୍ରୀ  ଯଥା— ହ୍ୱିଲ୍‌ଚେୟାର, କମୋଡ୍, ନେକ୍ ବେଲ୍ଟ ଆଦି ପ୍ରଦାନ କରାଯାଇଥିଲା।
ଆଧିକାରିକ ସଭାକୁ ଶ୍ରୀମତୀ ତୃପ୍ତିମୟୀ ମହାପାତ୍ର ସଫଳତାର ସହିତ ସଂଯୋଜନା କରିଥିଲେ। ଏହି ସଭାରେ ଟିଟିଲାଗଡ଼, ଦେଓଗାଁ, ତରଭା, ଆଗଳପୁର, ଲୋଇସିଂହା, ପାଟଣାଗଡ, ଖପ୍ରାଖୋଲ, ବଲାଙ୍ଗିର ସଦର ଏବଂ ପୁଇଁତଲା ଶାଖା ମାନେ ଉପସ୍ଥିତ ରହିଥିଲେ।
ସଂଗଠନର ସଭାପତି ଶୋଭନ ଅଗ୍ରୱାଲ ସ୍ୱାଗତ ଭାଷଣ

ପ୍ରଦାନ କରିଥିବା ବେଳେ, ସଦସ୍ୟ ଶ୍ରୀ ପ୍ରୀତିଶ କୁମାର ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ। ସଭାକୁ ସଫଳ କରିବାରେ ସୋମେଶ ମିଶ୍ର, ଆଶିଷ ଜେନା, ରାଜ ବାଲୁଙ୍କେଶ୍ୱର ନନ୍ଦ, ଶିବାନନ୍ଦ ସାହାଣୀ, ଯତୀନ୍ଦ୍ର ସାହୁ, କରନ ବେହେରା, ସାହିଲ ସିଂହ ଗଡ଼ତ୍ୟା, ଆୟୁଷ ସାହୁ, ଅବିନାଶ ସାହୁ, ସମୀର ମହାନନ୍ଦ, ଶିବ ମହାମଲ୍ଲିକ, ଦେବାଶିଷ ପାଣ୍ଡିଆ, ପ୍ରେମାଶିଷ ପାଣ୍ଡିଆ, ଦୀପକ ତ୍ରିପାଠୀ, ସସ୍ମିତା ଦାଶ, ସୁଷମା ବୋହିଦାର, ସୁପ୍ରମା ବୋହିଦାର, ପ୍ରବୀଣ ବୋହିଦାର, ପଦ୍ମାଳୟା ବାରିକ, ବିଷ୍ଣୁପ୍ରିୟା ପାଣି, ସୁଭଶ୍ରୀ ପଟ୍ଟନାୟକ, ବୈଶାଳୀ ବୋହିଦର୍, ସଞ୍ଜୟ ଅଗ୍ରୱାଲ, ସୁରଜ କୁମାର ପଟେଲ ଆଦି ସଦସ୍ୟମାନେ ସହଯୋଗ କରିଥିଲେ।
ସଭା ଶେଷରେ ମାହେଶ୍ୱରୀ ପକ୍ଷରୁ ଆଗାମୀ ଦିନରେ ଅଧିକ ସଂଗଠିତ ଭାବରେ ମୂଳସ୍ତର ରୁ ସମାଜ ସେବା ଓ ସଚେତନତା ମୂଳକ କାର୍ଯ୍ୟକ୍ରମ ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like