-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ପୁଣି ବିଜେଡି ସଭାପତି ପଦ ବଜାଜ ରଖିଲେ ସୋମନାଥ ଓ ଦ୍ବାରିକା

19-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ )ପୁଣି ବିନିକା ନଗର ପାଇଁ ସୋମନାଥ ମିଶ୍ର ଓ ବିନିକା ବ୍ଲକ ପାଇଁ ଦ୍ବାରିକାନାଥ ସାହୁ ବିଜୁ ଜନତା ଦଳର ସଭାପତି ପଦ ବଜାଜ ରଖିଛନ୍ତି ।ଏହି ଖବର ପ୍ରଚାରିତ ହେବା ପରେ ତାଙ୍କ ଶୁଭେଚ୍ଛୁ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି।ସୂଚନା ଯୋଗ୍ୟ ଯେ ବିଜେଡି ଦଳ ଓଡ଼ିଶାରେ ପ୍ରତିଷ୍ଠା ହେବା ଦିନ ଠାରୁ ବିନିକା ଏନଏସି ପାଇଁ ସୋମନାଥ ଏବଂ ବ୍ଲକ ପାଇଁ ଦ୍ବାରିକାନାଥ ଦୀର୍ଘ ୨୦ବର୍ଷରୁ ଉର୍ଦ୍ଧ୍ବ ସମୟ ହେଲା ଦଳର ସଭାପତି ପଦରେ ରହି ଆସିଛନ୍ତି।ଉଭୟଙ୍କ କାର୍ଯ୍ୟ ଦକ୍ଷତା,ତୃଣ ମୂଳ ସ୍ତରରୁ ସଂଗଠନ ଦାୟିତ୍ଵ ନିର୍ବାହ,କର୍ମୀ ଓ ସାଧାରଣ ଲୋକଙ୍କ ସହିତ ସମ୍ପର୍କ ବରାବର ରଖିବାକୁ ସକ୍ଷମ ହେଉ ଥିବାରୁ ପୁଣି ୫ବର୍ଷ ପାଇଁ ଉଭୟଙ୍କୁ  ବିଜୁ ଜନତା ଦଳର ମୁଖିଆ ଭାବେ ଦଳ ଦାୟିତ୍ଵ ଦେଇଥିବା ଚର୍ଚା ହେଉଛି । ନଗର ସଭାପତି ସୋମନାଥ ମିଶ୍ର ତାଙ୍କର ନିର୍ଭିକ କାର୍ଯ୍ୟ ଦକ୍ଷତା ସମ୍ପାଦନା ପାଇଁ ବିନିକା ବିଜୁ ଜନତା ଦଳର ନଗର ସଭାପତି ପଦ ସହ ବିନିକା ସ୍ପୋର୍ଟସ କ୍ଲବ ସଭାପତି,ସିଦ୍ଧାର୍ଥ ଡିଗ୍ରୀ କଲେଜ ଆଳମିନି ଏସୋସିଏସନ ସଭାପତି,ସାଂସ୍କୃତିକ ସାଂସଦ ଉପ ସଭାପତି,କପିଳେଶ୍ୱର ମନ୍ଦିର ଟ୍ରଷ୍ଟ ବୋର୍ଡ ସମ୍ପାଦକ,ଦୁର୍ଗା ମନ୍ଦିର କମିଟି ଉପ ସଭାପତି,ବିନିକା ସାମ୍ବାଦିକ ସଂଘ ଉପଦେଷ୍ଟା,ବିନିକା ମାତାମଠ ମନ୍ଦିର ଟ୍ରଷ୍ଟ ସଦସ୍ୟ, ସୋନପୁର ଇଣ୍ଟେକ ସଦସ୍ୟ,ଜିଲ୍ଲା ଏଥେଲେଟିକ ଏସୋସିଏସନ,ଜିଲ୍ଲା କ୍ରିକେଟ ସଂଘ ସଦସ୍ୟ,ବିନିକା ଆରକେଏସ ସଦସ୍ୟ ଭାବେ କାର୍ଯ୍ୟ ତୁଲାଉଛନ୍ତି ।ସେହିପରି ଦ୍ବାରିକାନାଥ ରାଜନୀତି ଓ ସମାଜ ସେବା କ୍ଷେତ୍ରରେ ନିଜକୁ ସମ୍ପର୍ପି ଦେଇଛନ୍ତି। ତେବେ ଉଭୟେ ପୁନର୍ବାର ବିନିକା ଏନଏସି ଓ ବ୍ଲକ ପାଇଁ ସଭାପତି ପଦ ସମ୍ଭାଳି ଥିବାରୁ ଆଗାମୀ ଦିନରେ ବିଜୁ ଜନତା ଦଳର ସଂଗଠନ ସୁଦୃଢ ହେବ ବୋଲି ରାଜନୀତିଜ୍ଞ ମହଲରେ ଆଶା କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like