-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଠାରେ ପଶ୍ଚିମ ଓଡ଼ିଶା ସୁଦ ସମାଜ ର ସମାବେଶ*-

19-Jan-2026



(ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ଆଞ୍ଚଳିକ ସୁଦ ସମାଜ ଆନୁକୁଲ୍ୟରେ ପଶ୍ଚିମ ଓଡ଼ିଶା ସୁଦ ସମାଜ ର ଏକ ଜରୁରୀ ବୈଠକ ବା ସମାବେଶ ଅନୁଷ୍ଟିତ ହୋଇଥିଲା l ଆଜି ୧୮ -୦୧- ୨୦୨୬ ତାରିଖ ରବିବାର ଦିନ ସ୍ଥାନୀୟ  ମା ଖମ୍ବେଶ୍ୱରୀ ମନ୍ଦିର ଠାରେ ଅନୁଷ୍ଟିତ ଏହି ସଭାରେ ପଶ୍ଚିମ ଓଡ଼ିଶା ର ୧୦ ଜିଲ୍ଲା କୁ ନେଇ  ଏକ ସମାଜ ଗଠନ କରାଗଲା l ଏହି ସମାବେଶ ରେ କେନ୍ଦ୍ରୀୟ କମିଟି ତତ୍ୱା ବଧାନ ରେ ବିଭିନ୍ନ ଆଲୋଚନା ଓ ପ୍ରସ୍ତାବ ଗ୍ରହଣ ହୋଇଥିଲା l ଯାହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା, ଅବହେଳିତ ହୋଇଥିବା ସମାଜ କୁ ମୂଖ୍ୟ ସ୍ରୋତ ରେ ସାମିଲ୍ କରିବା ସଙ୍ଗେ ସଙ୍ଗେ ତାଙ୍କ ର ଉନ୍ନତି ଲାଗି ବିଭିନ୍ନ ଆଲୋଚନା ହୋଇଥିଲା l ଏହି ସଭାରେ ସମସ୍ତ ଜିଲ୍ଲା ର ୧୮ ଟି ସଙ୍ଗଠନ ର ସୂଦ ସମାଜ ର ୫୦୦ ରୁ ଉର୍ଦ୍ଧ୍ବ ସଦସ୍ୟ  ମା ମାଉସୀ ଭାଇ ଭଉଣୀ ଯୋଗ ଦେଇଥିଲେ ଲ

ଉକ୍ତ ସଭା କୁ କେନ୍ଦ୍ରୀୟ କମିଟି ସଭାପତି ଶ୍ରୀ କିଶୋର ଚନ୍ଦ୍ର ନାୟକ ଓ ସୋନପୁର ର ଆଞ୍ଚଳିକ ସୂଦ ସମାଜ ର ସଭାପତି ଶ୍ରୀ ଲକ୍ଷ୍ମଣ ନାଏକ ଙ୍କ ପରିଚାଳନା ରେ ସଭା କାର୍ଯ୍ଯ ସୂ ଚାରୁ ରୁପେ ସମାପନ ହୋଇଥିଲା l  ସମାଜ ର ବୟୋଜ୍ୟେଷ୍ଠ ସଦସ୍ୟ ଭାବେ ସୁନ୍ଦର ଗଡ ଜିଲ୍ଲା ର ଶିବ ଭିତିରିଆ, ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ର ସିଦ୍ଧେଶ୍ୱର ପାତ୍ର ଙ୍କୁ ଆଜି ଏହି ସମାବେଶ ରେ ସମର୍ଧିତ କରା ଯାଇଥିଲା l ସୋନପୁର ସଙ୍ଗଠନ ର ବରିଷ୍ଠ ସଦସ୍ୟ କଇରୁ ମଲ୍ଲିକ ସଭା ସଂଯୋଜନା କରିଥିବା ବେଳେ ବରିଷ୍ଠ ସଦସ୍ୟା ତଥା ସୋନପୁର ପୌର ପରିଷଦ ର ପ୍ରାକ୍ତନ  ଅଧ୍ୟକ୍ଷା ଶ୍ରୀମନ୍ତିନି ନାଏକ, ଉଲୁଣ୍ଡା ଏ ବି ଡି ଓ ଶ୍ରୀ  ସୁଧାଂଶୁ ମଲ୍ଲିକ, ବରିଷ୍ଠ ସଦସ୍ୟ ପ୍ରଦୀପ ବେହେରା, ଶୁଶାନ୍ତ ମଲ୍ଲିକ, ରାଧେ ଶ୍ୟାମ ବେହେରା, ଏଡଭୋକେଟ କୃଷ୍ଣ ଚନ୍ଦ୍ର ବେହେରା, ଗୋପାଳ ଚନ୍ଦ୍ର ବେହେରା, ଜଗନ୍ନାଥ ବେହେରା, ଜୟନ୍ତ ବେହେରା, ଜୟ ପ୍ରକାଶ ବେହେରା, ସୁଭାଷ ପର୍ଧିଆ, ସୁଶିଳ ପର୍ଧିଆ, ଉପ ସଭାନେତ୍ରୀ ନିରୁପମା ପର୍ଧିଆ, ମମତା ଦେହୁରୀ, କଳ୍ପନା ବେହେରା , ରିନା ନାଏକ, କରିଶ୍ମା ନାଏକ, ରାଧା ମାଧବ ନାଏକ, ବିଘ୍ନେ ସ୍ଵର ନାଏକ ପ୍ରମୂଖ ସଂଘ ର ସମସ୍ତ ସଦସ୍ୟ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026

You Might Also Like