-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||     

HOME   ଜିଲ୍ଲା

୩୭ ତମ ସର୍ବଭାରତୀୟ ଲାଲମନି କ୍ରିକଫେଷ୍ଟ ଉଦଘାଟିତ* - *ଏସପି ଙ୍କ ଘାତକ ବୋଲିଂ ରେ ବିଧାୟକ କ୍ଲିନ୍ ବୋଲ୍ଡ*-

19-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ଆଜି ସୋନପୁର ଗାନ୍ଧି ଷ୍ଟାଡିୟମ୍ ଠାରେ ୩୭ ତମ ସର୍ବଭାରତୀୟ ଲାଲମନି କ୍ରିକଫେଷ୍ଟ୍ ୨୦୨୬ ମହାସମାରୋହରେ ଶୁଭ ଉଦ୍ଘାଟନ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥ୍‌ ଭାବେ ଇଞ୍ଜିନିୟର ରଘୁନାଥ ଜଗ ଦଲା ଯୋଗ ଦେଇ ଲାଲ୍ ମନି କ୍ରିକେଟ୍ ର  ଭିତ୍ତି ପ୍ରସ୍ତର ର ଉନ୍ନତି ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସବୁ ପ୍ରକାର ସହଯୋଗ ଯୋଗାଇ ଦେବା ସହ ଏକ ସ୍ପୋର୍ଟସ ହଷ୍ଟେଲ ଶୀଘ୍ର ନିର୍ମାଣ ପାଇଁ ପ୍ରତିଶୁତି ଦେଇଥିଲେ l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ଓ ଏସପି ଶ୍ରୀ ନାରାୟଣ ନାଏକ ସମ୍ମାନିତ ଅତିଥି  ଭାବେ ଯୋଗ ଦେଇ ଜିଲ୍ଲା କ୍ରିକେଟ୍ ସଂଘ କୁ "ଓ ସି ଏ" ର ପୂର୍ଣ୍ଣ ସହଯୋଗ  ଜିଲ୍ଲାବାସୀ ଓ ରାଜ୍ୟ ସରକାରଙ୍କ ସହଯୋଗ  ରେ ଆଜି ସର୍ବ ଭାରତୀୟ ସ୍ତରରେ ଏହି କ୍ରିକେଟ ଖ୍ୟାତି ଅର୍ଜନ କରିଛି ବୋଲି ଭୂୟସୀ ପ୍ରଶଂସା କରିଥିଲେ l ଏ ଅୟୋଜନ ର ଆହୁରି ଆଡମ୍ବର ଓ ସଫଳତା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗକୁ ସମସ୍ତ ସହାୟତା ଯୋଗାଇ ଦେବାକୁ କହି ଆଗାମୀ ଦିନ ରେ ଓସିଏ ସଭାପତି ତଥା ଶିଳ୍ପପତି ଶ୍ରୀ ମହାନ୍ତି ଙ୍କ କ୍ରିକେଟ୍ ଓ ଶିଳ୍ପ କ୍ଷେତ୍ରରେ ଆମ ଜିଲ୍ଲା ସହିତ ଉଭୟ ସଂପର୍କ ଯୋଡ଼ି ରହିଲେ କ୍ରିକେଟ୍ ର ବିକାଶ ସହ ଜିଲ୍ଲା ର ମଧ୍ୟ ବିକାଶ ହେବ ବୋଲି ପ୍ରକାଶ କରିଥିଲେ l

ସଭାରେ ସ୍ବତନ୍ତ୍ର ଅତିଥି  ଓଡ଼ିଶା ଓ କଲିକତା ର ପ୍ରାକ୍ତନ ବିଚାରପତି ତଥା ଲାଲ୍ ମନି କ୍ରିକେଟ ସଂଘ ର ମୂଖ୍ୟ ଉପଦେଷ୍ଟା ଜଷ୍ଟିସ ଶ୍ରୀ ଚିତ୍ତ ରଞ୍ଜନ ଦାଶ ଙ୍କ ଏକ ଶୁଭେଛା ବାର୍ତ୍ତା ପଠନ କରା ଯାଇଥିଲା l ଓଡ଼ିଶା କ୍ରିକେଟ ସଂଘ ର ସଭାପତି ଶ୍ରୀ ପଙ୍କଜ ଲୋଚନ ପଧାନ ଓ କୋଷାଧ୍ୟକ୍ଷ ଶ୍ରୀ ବିକାଶ ପଧାନ  ଯୋଗ ଦେଇ ଏହାର ଅୟୋଜନ କୁ ପ୍ରଶଂସା କରିଥିଲେ l କ୍ରିକେଟ ସଂଘ ସଭାପତି ଶ୍ରୀ ରାମ ଶଙ୍କର ସାହୁ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ସଂପାଦକ ପ୍ରଦୀପ କୁମାର ସେଠୀ ମଞ୍ଚlସିନ ଥିଲେ l ବି.ସତ୍ୟ ନାରାୟଣ ରାଓ ଧନ୍ୟବାଦ୍ ଅର୍ପଣ କରିଥିଲେ।  ପରେ ପରେ ଅତିଥି ମାନଙ୍କ ଦ୍ୱାରା ଲାଲ୍ ମନି କ୍ରିକେଟ ର ପତାକା ଉତ୍ତୋଳନ ଓ ଟ୍ରଫି ଉନ୍ମୋଚନ ହୋଇଥିବା ବେଳେ ଉଭୟ ଦଳ ର ଖେଳାଳୀ ମାନଙ୍କ ସହ ଅତିଥି ପରିଚୟ ପ୍ରଦାନ କରା ଯାଇଥିଲା l ପରେ ପରେ ପଡ଼ିଆ ରେ ଜାତୀୟ ସଙ୍ଗୀତ ଗାନ କରାଯାଇ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ  ପରିବେଷଣ କରାଯାଇଥିଲା। ଦର୍ଶକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଖେଳ ପଡିଆର ଶୃଙ୍ଖଳା ଖେଳାଳୀ ଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର  ପ୍ରସ୍ତୁତି ଥିବା  ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026

You Might Also Like