-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

ଏକବିଂଶ ତମ ପାତାଳି ମହୋତ୍ସବ ପାଇଁ କଳସ ଓ ସାଂସ୍କୃତିକ ଶୋଭାଯାତ୍ରା

19-Jan-2026



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର କୋଟସମଲେଇ ସ୍ଥିତ ପାତାଳୀ ଶ୍ରୀକ୍ଷେତ୍ର ଠାରେ ଏକବିଂଶ‌ ତମ ପାତାଳୀ ମହୋତ୍ସବ ପାଇଁ ରବିବାର କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସକାଳୁ ସ୍ଥାନୀୟ ଗୁପ୍ତେଶ୍ୱର ମନ୍ଦିର ପାଖ ପୋଖରୀ ଠାରେ ଗଙ୍ଗା ମତାଙ୍କୁ ଆବାହନ କରି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। ପରେ ୧୫୧ ଜଣ ମହିଳା ଜଳପୂର୍ଣ୍ଣ କଳସି ଧରି ଏକ ଆଧ୍ୟାତ୍ମିକ ପରିବେଶରେ ନାମ ସଙ୍କୀର୍ତ୍ତନ, ଘଣ୍ଟ,ହୁଳାହୁଳି,ଶଙ୍ଖ ଧ୍ବନିରେ ନଗର ପରିକ୍ରମା କରାଯାଇ ଯଜ୍ଞ,ନାମ ଓ ସପ୍ତାହ ମଣ୍ଡପରେ କଳଶ ସ୍ଥାପନ କରାଯାଇଥିଲା। ୧୮ତାରିଖ ଠାରୁ ଆରମ୍ଭ ହୋଇ ଜାନୁୟାରୀ ୨୬ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି।ସୋନପୁରର ପଣ୍ଡିତ ମହାସଭାର ଶତାଧିକ ପଣ୍ଡିତ ଯୋଗଦେଇ ବେଦ ପାଠ ଓ ବିଷ୍ଣୁ ସହସ୍ର ନାମ ପଠନ ଓ ହବନ କରିଥିଲେ। ଏଥିପାଇଁ ଆଜି ପାତାଳୀ ଶ୍ରୀକ୍ଷେତ୍ର ପରିବେଶ ଉତ୍ସବ ମୁଖର ହେଉଥିଲା।ଆସନ୍ତାକାଲି ଠାରୁ ଭାଗବତ ପାରାୟଣ, ୫୬- ପ୍ରହରୀ ନାମଯଜ୍ଞ,ଘୃତଯଜ୍ଞ, ସାଂସ୍କୃତିକ କାର୍ଯ୍ୟକ୍ରମ, ସାଂସ୍କୃତିକ ସଭା ଆଦି ଆରମ୍ଭ ହେବ। ଏଥିରେ ଅଂଚଳର ତଥା ଦୂରଦୂରାନ୍ତରୁ ବହୁ ସଂଖ୍ଯାରେ ଭକ୍ତ ସମାଗମ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like