-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ପଖନମୁଣ୍ଡାରେ ବହ୍ନିକନ୍ୟା ପାର୍ବତୀ ଗିରି ଜୟନ୍ତୀ ପାଳିତ

19-Jan-2026



କଣ୍ଟାବାଞ୍ଜି(ପ୍ରେରଣା ଖବର): ତୁରେକେଲା ବ୍ଳକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବହ୍ନିକନ୍ୟା ପାର୍ବତୀ ଗିରି ଜୟନ୍ତୀ ପାଳିତ ହୋଇଥିଲା।ଶିକ୍ଷକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ପ୍ରାର୍ଥନା ସଭାରେ ଶ୍ରୀ ଦାଶ ସମାଜସେବୀ ପାର୍ବତୀ ଗିରିଙ୍କ ଏକଶତ ବର୍ଷ ପୂର୍ତ୍ତି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ପାର୍ବତୀ ଗିରି କିଭଳି ଭାବରେ ବାର ବର୍ଷ ବୟସରୁ ଜଣେ ଦେଶପ୍ରେମୀ ଭାବରେ ନିଜକୁ ଗଢ଼ି ତୋଳି ନୃସିଂହ ନାଥ ଓ ବଲାଙ୍ଗୀର ପଥରଚେପା ଠାରେ ଅନାଥ ଆଶ୍ରମ ଖୋଲିଥିଲେ ତାରି ଉପରେ ବିଶଦ ଆଲୋଚନା କରିଥିଲେ। ତାପରେ ଛାତ୍ରୀମାନେ ଖବରକାଗଜରେ ପାର୍ବତୀ ଗିରିଙ୍କ ଉପରେ ପ୍ରକାଶିତ ପ୍ରବନ୍ଧ ପାଠ କରିଥିଲେ।ଏହି ସଭାରେ ପ୍ରଧାନ ଶିକ୍ଷକ ହରିଶଙ୍କର ସାହୁ,ମନୋଜ ତାଣ୍ଡୀ, ଅଲେଖ ବନଗୋଲା, କମିଟି ସଭାପତି କୈବଲ୍ୟ ମାଝୀ, ଭବାନୀ ମାଝୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like