-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

ରାକନେଶ ଓ ଝରାଫୁଲଙ୍କ ବାପାଙ୍କୁ ମୁହାଁମୁହିଁ ଜେରା କଲା ପୁଲିସ

03-Feb-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ): ଭିସେରା ରିପୋର୍ଟ ପାଇଁ ଝରାଫୁଲଙ୍କ ମୃତଦେହର ଅଂଶବିଶେଷ ପରୀକ୍ଷା ପାଇଁ ଭୁବନେଶ୍ୱର ପରୀକ୍ଷାଗାରକୁ ପଠାଯାଇଛି । ତା’ର ରିପୋର୍ଟ ଆସିଲେ ମୃତ୍ୟ ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ ଆଶା କରିଛି । ଝରାଫୁଲଙ୍କ ମାମଲାରେ  ମୁଖ୍ୟ ଅଭିଯୁକ୍ତ ରାକେଶ ସ୍ୱାଇଁକୁ  ପୁଲିସ ୩ ଦିିନିଆ ରିମାଣ୍ଡରେ ନେଇଛି । ପ୍ରଥମ ଦିନ ତଥା ମଙ୍ଗଳବାର ରାକେଶ ଓ ଝରାଫୁଲଙ୍କ ବାପା ରମାକାନ୍ତ ନାୟକଙ୍କୁ ପୁଲିସ ମୁହାଁମୁହିଁ ଜେରା କରିଛି । ପଚରାଉଚରା ବେଳେ ରମାକାନ୍ତ କ୍ଷୋଭର ସହ ମୋ ଝିଅକୁ କାହିଁକି ମାରିଲୁ ବୋଲି ରାକେଶକୁ ପ୍ରଶ୍ନ ପଚାରିଥିଲେ । ମୁଁ ଆପଣଙ୍କ ଝିଅକୁ ମାରିନି, ତାକୁ ବହୁତ ଭଲପାଉଥିଲି ବୋଲି ରାକେଶ କହିଥିଲେ । ଖାଦ୍ୟ ବିଷକ୍ରିୟା ଯୋଗୁ ତା’ର ମୃତ୍ୟ ହୋଇଥିବା ରାକେଶ କହିଛି । 

ରାକେଶକୁ ଜେଲ୍ରୁ ଅଣାଯାଇ କୋର୍ଟରେ ହାଜର କରାଯାଇଥିଲା । ଏହାପରେ ତାଙ୍କୁ ଥାନାକୁ ନିଆଯାଇଥିଲା । ପରେ ତାଙ୍କୁ ରସୁଲପୁର ବ୍ଳକ ଅନ୍ତର୍ଗତ ରାଜେନ୍ଦ୍ରପୁର ପଞ୍ଚାୟତର ଦିଆଲଖଣ୍ଡି ଅଞ୍ଚଳର ମୃତଦେହ ଫୋପାଡ଼ିଥିବା ସ୍ଥାନକୁ ନିଆଯାଇଥିଲା । ସେଠାରେ ରାକେଶ ପୁଲିସ ଗାଡ଼ିରେ ଥାଇ ମୃତଦେହ ଫୋପାଡ଼ିଥିବା ନିର୍ଦ୍ଧିଷ୍ଟ ସ୍ଥାନ ଚିହ୍ନଟ କରାଇଥିଲା । ଏହାପରେ ପୁଲିସ ଟିମ୍ ସେହି ସ୍ଥାନକୁ ଯାଇ ଯାଞ୍ଚ କରିବା ସହ ସୁରାକ୍ ଖୋଜିଥିଲେ । ଘଟଣାସ୍ଥଳରୁ ରାକେଶକୁ ଥାନା ନିଆଯାଇଥିଲା । ଏହାପରେ ପୁଲିସ ରମାକାନ୍ତଙ୍କୁ ଥାନାକୁ ଡକାଇଥିଲେ । ଥାନାରେ ରମାକାନ୍ତକୁ ଦେଖି ରାକେଶ ହଡ଼ବଡ଼ ହୋଇଯାଇଥିଲା ।  ପରେ ପୁଲିସ ରାକେଶ ଓ ରମାକାନ୍ତଙ୍କୁ ପଚରାଉଚରା କରିଥିଲା । ରମାକାନ୍ତ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଝିଅର ମୃତୁ୍ୟକୁ ୭ଦିନ ବିତିଯାଇଥିଲେ ମଧ୍ୟ ରାକେଶର ସହଯୋଗୀ ଶେଖରକୁ ପୁଲିସ ଏଯାଏଁ ଧରିବାରେ ସକ୍ଷମ ହୋଇପାରିନାହିଁ । ଏହାସହ ମୃତଦେହକୁ ବୋହିବାରେ ବ୍ୟବହୃତ ସ୍କୁଟି ଏବଂ ଝିଅର ମୋବାଇଲକୁ ମଧ୍ୟ ପୁଲିସ ଠାବ କରିପାରିନାହିଁ । 

ସେହିପରି ଭିସେରା ରିପୋର୍ଟ ପାଇଁ ଝରାଫୁଲଙ୍କ ମୃତଦେହର ଅଂଶବିଶେଷ ପରୀକ୍ଷା ପାଇଁ ଭୁବନେଶ୍ୱର ପରୀକ୍ଷାଗାରକୁ ପଠାଯାଇଛି । ତା’ର ରିପୋର୍ଟ ଆସିଲେ ମୃତ୍ୟ ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ ଆଶା କରିଛି । ଅନ୍ୟପକ୍ଷରେ ଝରାଫୁଲଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇବାକୁ ତାଙ୍କ ଗାଁରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍ଏମ୍ର ପ୍ରଦେଶ ମହିଳା ମୋର୍ଚ୍ଚା ସଭାପତି ଅଞ୍ଜନି ସୋରେନ । ଅଞ୍ଜନି ଝରାଫୁଲଙ୍କ ଗାଁରେ ପହଞ୍ଚି ତାଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ସହିତ ଆଶ୍ୱାସନା ଦେଇଛନ୍ତି । ଝରାଫୁଲଙ୍କ ମୃତୁ୍ୟର ରହସ୍ୟ ଯଥାଶୀଘ୍ର ଉନ୍ମୋଚନ କରି ଦୋଷୀକୁ କଠୋର ଦଣ୍ଡ ଦେବାକୁ ସେ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like