-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

19-Jan-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ବାବୁଫାଷଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା l ଏଥିରେ ସରପଞ୍ଚ ଜୟନ୍ତୀ ସେଠ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିଲେ । ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ଞାନରଞ୍ଜନ ଦାସ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ତଦାରଖ କରିଥିଲେ l ଶିଶୁବିକାଶ ପ୍ରକଳ୍ପ ସୁପରଭାଇଜର, ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ ଧୀରେନ୍ଦ୍ର ମେହେର ଯୋଗ ଦେଇଥିଲେ l ଉକ୍ତ ଗ୍ରାମ ପଞ୍ଚାୟତ ର ବାବୁଫାସଡ଼ ସମେତ ଅନ୍ୟାନ୍ୟ ଗ୍ରାମରୁ ଅଭିଯୋଗ ପଞ୍ଜିକରଣ ପାଇଁ ଆସିଥିଲେ l ସମୁଦାୟ ୫ ଟି ଅଭିଯୋଗ ଉପରେ ଅତିଥି ମାନେ ଶୁଣାଣି କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ କାର୍ଯ୍ୟାଳୟ ରୁ ଜିପିଓ ସୁଧୀର ପାଢ଼ୀ, ଏପିଓ ଜଗତଜିତା ସେଠି, ଆରଡବ୍ଲୁଏସଏସ ଯନ୍ତ୍ରୀ ବିଭୁତିଭୂଷଣ ସାମଲ, ଆଲୋକ ମିଶ୍ର , ସୁଶାନ୍ତ ମହାକୁର , ଅଭି ସାହୁ , ସୁନିଲ ସାହୁ , ସିବୁନ ପୁ ଟେଲ,  ଅଂଶୁମାନ ଦେବବାବୁ ଉପସ୍ଥିତ ରହି ସହଯୋଗ କରିଥିଲେ । ଏହି ଅଭିଯୋଗ ଶୁଣାଣି ରେ ଭତ୍ତା, ରାସନ କାର୍ଡ , ଆବାସ ଗୃହ ଉପରେ ଅଭିଯୋଗ ଆସିଥିଲ। ଉକ୍ତ ଜନ ଶୁଣାଣି ଶିବିର ରେ ବାବୁଫାସଡ଼ ଏଡିଈଓ ରୋହିତ ବାରିକ ଉପସ୍ଥିତ ରହି ସହଯୋଗ କରିଥିଲେ l ସେହିପରି ଅଙ୍ଗନବାଡ଼ି କର୍ମୀ, ୱର୍ଡସଭ୍ୟ ମାନେ ଉପସ୍ଥିତ ଥିଲେ l ମୋଟା ମୋଟି ଭାବରେ ଜନ ଶୁଣାଣୀ ଶିବିର ଟି ଶାନ୍ତି ଶୃଙ୍ଖଳା ର ସହିତ ସମ୍ପନ୍ନ ହୋଇଥିବା ଦେଖିବାକୁ ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk