-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

*୩୭ ତମ ସର୍ବଭାରତୀୟ ଲାଲମନି କ୍ରିକେଟ ଉଦଘାଟନୀ ମ୍ୟାଚ୍ ରେ ବଲାଙ୍ଗିର ବିଜୟୀ*

19-Jan-2026




ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ଆଜି ସୋନପୁର ଗାନ୍ଧି ଷ୍ଟାଡିୟମ୍ ଠାରେ ୩୭ ତମ ସର୍ବଭାରତୀୟ ଲାଲମନି କ୍ରିକେଟ୍ ୨୦୨୬ ମହାସମାରୋହରେ ଶୁଭ ଉଦ୍ଘାଟନ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥ୍‌ ଭାବେ ବୀର ମହାରାଜ ପୁର ବିଧାୟକ ଇଞ୍ଜିନିୟର ରଘୁନାଥ ଜଗ ଦଲା ଯୋଗ ଦେଇଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ଓ ଏସପି ଶ୍ରୀ ନାରାୟଣ ନାଏକ ,   
 ଓଡ଼ିଶା କ୍ରିକେଟ ସଂଘ ର ସଭାପତି ଶ୍ରୀ ପଙ୍କଜ ଲୋଚନ ମହାନ୍ତି ଓ କୋଷାଧ୍ୟକ୍ଷ ଶ୍ରୀ ବିକାଶ ପ୍ରଧାନ  ଯୋଗ ଦେଇ ଏହାର ଅୟୋଜନ କୁ ପ୍ରଶଂସା କରିଥିଲେ l ସଂଘ ର ପ୍ରତିଷ୍ଠାତା ସଦସ୍ୟ ପଠାଣ କୁମାର ପଣ୍ଡା ଆଜିର ସ୍ଵତନ୍ତ୍ର ଅତିଥି ଓଡ଼ିଶା ତଥା କଲିକତା ହାଇ କୋର୍ଟ ର ପ୍ରାକ୍ତନ ବିଚାରପତି ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ଙ୍କ  ଶୁଭେଛା ବାର୍ତ୍ତା ପଠନ କରିଥିଲେ l ଜିଲ୍ଲା କ୍ରିକେଟ ସଂଘ ସଭାପତି ଶ୍ରୀ ରାମ ଶଙ୍କର ସାହୁ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ସଂପାଦକ ପ୍ରଦୀପ କୁମାର ସେଠୀ ବାର୍ଷିକ ବିବରଣୀ ପାଠ ପାଠ କରିଥିଲେ  l ଉପ ସଭାପତି ବି.ସତ୍ୟ ନାରାୟଣ ରାଓ ଧନ୍ୟବାଦ୍ ଅର୍ପଣ କରିଥିଲେ।  ପରେ ପରେ ଅତିଥି ମାନଙ୍କ ଦ୍ୱାରା ଲାଲ୍ ମନି କ୍ରିକେଟ ର ପତାକା ଉତ୍ତୋଳନ ଓ ଟ୍ରଫି ଉନ୍ମୋଚନ ହୋଇଥିବା ବେଳେ ଉଭୟ ଦଳ ର ଖେଳାଳୀ ମାନଙ୍କ ସହ ଅତିଥି ପରିଚୟ ପ୍ରଦାନ କରା ଯାଇଥିଲା l ଆଜିର ଉଦଘାଟନୀ ମ୍ୟାଚ୍ ସୋନପୁର ଜିଲ୍ଲା କ୍ରିକେଟ ଆସୋସିଏସନ୍ ଓ ବଲାଙ୍ଗିର ୟଙ୍ଗ ଷ୍ଟୁଟେଣ୍ଟ କ୍ରିକେଟ କ୍ଲବ୍ ମଧ୍ୟରେ ଅନୁଷ୍ଟିତ ୧୫ ଓଭର ବିଶିଷ୍ଟ ପ୍ରଥମ ମ୍ୟାଚ୍ ରେ ସୋନପୁର ଦଳ ଟସ୍ ଜିଣି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ l ବଲାଂଗୀର ୱାଇ ଏସ  ସି ସି ଦଳ ପ୍ରଥମେ ବ୍ୟାଟିଂ କରି ୭ ୱିକେଟ ହରାଇ ସୋନପୁର ଦଳ ଆଗରେ ୧୮୨ ରନ୍ ଟାର୍ଗେଟ ରଖିଥିଲା l ସୋନପୁର ଦଳ କୁ ୧୧୪ ରନ ରେ ଅଲ୍ ଆଉଟ୍ କରି ୬୭ ରନ୍ ରେ ବଲାଙ୍ଗିର ଦଳ ପ୍ରଥମ ମ୍ୟାଚ ବିଜୟୀ ହୋଇଛି l ୬ ଓଭର ବିଶିଷ୍ଟ ଦ୍ଵିତୀୟ ମ୍ୟାଚ୍ ରେ ବଲାଙ୍ଗିର ଦଳ ପ୍ରଥମ ବ୍ୟାଟିଂ କରି ସୋନପୁର ଦଳ ଆଗରେ ୬୦  ରନ୍ ଟାର୍ଗେଟ ରଖିଥିଲା l ମାତ୍ର ସୋନପୁର ଦଳ ୬ ଓଭର ରେ ୩ ୱିକେଟ ହରାଇ ୪୭ ରନ୍ କରି ପାରିଥିଲା l ଫଳରେ ସୋନପୁର କୁ ହରାଇ ୧୨ ରନ ରେ ଦ୍ୱିତୀୟ ମ୍ୟାଚ ରେ ମଧ୍ୟ ବିଜୟୀ ହୋଇ ଆଜି ବଲାଙ୍ଗିର ୟଙ୍ଗ ଷ୍ଟୁଡେଣ୍ଟ୍ କ୍ରିକେଟ୍ କ୍ଲବ୍ ଉଦଘାଟନୀ ମ୍ୟାଚ୍ ରେ ବିଜୟୀ ଭାବେ ଘୋଷିତ ହୋଇଛି l ମ୍ୟାନ ଅଫ ଦି ମ୍ୟାଚ ଭାବେ ବଲାଙ୍ଗିର ଦଳ ର ଅଲ୍ ରାଉଣ୍ଡର ପ୍ରତୀକ ରଞ୍ଜନ ଙ୍କୁ ଆଜିର ପୁରସ୍କାର ବିତରଣି ଉତ୍ସବ ର ଅତିଥି ଇଣ୍ଡିଆନ ବ୍ୟାଙ୍କ ମ୍ୟାନେଜର ସୌମ୍ୟ ଦର୍ଶନ ସାହୁ, ଅତିରିକ୍ତ ବ୍ରାଞ୍ଜ ମ୍ୟାନେଜର ଅଭିଳାଷ ସାହୁ, ରାଇସ ମିଲର୍ସ ଆସୋସିଏସନ୍ ର ପ୍ରତିନିଧି ଆଶିଷ ରଞ୍ଜନ ବାବୁ ପ୍ରମୁଖ ଯୋଗ ଦେଇ ମ୍ୟାନ୍ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ l ସମୀର ପାଣିଗ୍ରାହୀ ଓ ବିଶ୍ୱଜିତ୍ ପୁରୋହିତ ମ୍ୟାଚ ପରିଚାଳନା କରିଥିବା ବେଳେ କ୍ଷେତ୍ର ବାସୀ ସାହୁ ସ୍କୋରର ଭାବେ ବିଶ୍ଵନାଥ ନାୟକ ଅନ୍ ଲାଇନ୍ ସ୍କୋରର ଭାବେ ଦାୟିତ୍ଵ ତୁଲାଇ ଥିଲେ l ବି ଏସ ରାଓ, ପାର୍ଥ ସାରଥି ଦାଶ, ସଞ୍ଜୀବ ମିଶ୍ର ଓ ବିନୋଦ ମହାକୁଡ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l ବଲାଙ୍ଗିର ଦଳ ର ପୁରୁଷୋତ୍ତମ ପଧାନ ସର୍ବାଧିକ ୮୩ ରନ କରିଥିଲେ l କ୍ରିକେଟ ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l ହଜାର ହଜାର ଦର୍ଶକ ଖେଳ କୁ ଉପଭୋଗ କରିଥିବା ବେଳେ ଶାନ୍ତି ଶୃଙ୍ଖଳା ଓ ଖେଳାଳି ଙ୍କ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରା ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk