-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

*ବ୍ଳକ ସ୍ତରୀୟ ରାଷ୍ଟ୍ରଗୀତ “ବନ୍ଦେ ମାତରମ୍” ୧୫୦ ତମ ବାର୍ଷିକ ଉତ୍ସବ*

19-Jan-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର) ଡାବୁଗାଁ ବ୍ଳକ ପରିସରରେ ବ୍ଲକ ସ୍ତରୀୟ ରାଷ୍ଟ୍ରୀଗୀତ “ବନ୍ଦେ ମାତରମ୍” ର ୧୫୦ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ  ମନୋହର ରନ୍ଧାରୀ ଯୋଗ ଦେଇ ରାଷ୍ଟ୍ର ଗୀତ, ରାଷ୍ଟ୍ର ଭକ୍ତି ଉପରେ ଉଦବୋଧନ ଦେଇଥିଲେ | ପୂର୍ବରୁ ଅନୁଷ୍ଠିତ ପ୍ରତିଯୋଗୀତା ଯଥା:- ପ୍ରବନ୍ଧରେ ଉପ କନିଷ୍ଠ ବିଭାଗରେ ଅବନ୍ତିକା ସ୍ଵାଇଁ (୧ମ),ସେବିକା ଭତ୍ରା (୨ୟ) ଓ ବସନ୍ତ ଶବର (୩ୟ), କନିଷ୍ଠ ବିଭାଗରେ ସାଇ ସତିଶ ବକ୍ସି (୧ମ), ସଞ୍ଜିତା ପନକା (୨ୟ) ଓ ବନିତା ହରିଜନ (୩ୟ), ବରିଷ୍ଠ ବିଭାଗରେ ଏସ. ହାରିକା (୧ମ), ରଞ୍ଜନ ସାନ୍ତା (୨ୟ) ଓ ରଘୁ ସାନ୍ତା (୩ୟ), ଏବଂ  ବକ୍ତୃତାରେ ଉପ କନିଷ୍ଠ ବିଭାଗରେ ପ୍ରିନ୍ସ ରଞ୍ଜନ ସାହୁ (୧ମ), ଦେବାନନ୍ଦ ମାଝି (୨ୟ) ଓ ଟୁନା ପନକା (୩ୟ), କନିଷ୍ଠ ବିଭାଗରେ ସାଇନାଥ ପଣ୍ଡା (୧ମ), ମଧୁସ୍ମିତା ବଇପାରି (୨ୟ) ଓ କବିତା ମେହେର (୩ୟ), ବରିଷ୍ଠ ବିଭାଗରେ ଶୁଭ୍ରାଂଶୁ ଶେଖର ପଣ୍ଡା (୧ମ), ପାର୍ବତୀ ଭତ୍ରା (୨ୟ) ଓ ମିନାକ୍ଷୀ ପନକା (୩ୟ), ସଙ୍ଗୀତ ରେ ଉପ କନିଷ୍ଠ ବିଭାଗରେ ଜାଗୃତି ପଟ୍ଟନାୟକ (୧ମ),  ପ୍ରସନ୍ନ ଗୌଡ (୨ୟ) ଓ ଶିବାନୀ ସାନ୍ତା (୩ୟ), କନିଷ୍ଠ ବିଭାଗରେ ମୀରା ବିଶୋଇ (୧ମ), ଗୀତାଞ୍ଜଳୀ ହରିଜନ (୨ୟ) ଓ ମଦନା ପୂଜାରୀ (୩ୟ), ବରିଷ୍ଠ ବିଭାଗରେ ପଙ୍କଜ ମାଝି (୧ମ), କରିମ ପନକା (୨ୟ) ଓ ଅର୍ଚ୍ଚିତା ଖିଲୋ (୩ୟ), ଏବଂ ଚିତ୍ରାଙ୍କନରେ  ଉପ କନିଷ୍ଠ ବିଭାଗରେ ତପସ୍ଵିନୀ ପଣ୍ଡା (୧ମ),  ଗଜେନ୍ଦ୍ର ଭତ୍ରା (୨ୟ) ଓ ରୀତିକା ଗୌଡ (୩ୟ), କନିଷ୍ଠ ବିଭାଗରେ ଅନ୍ତରାମ ମେହେର (୧ମ), ଥବୀର ହାଲବା (୨ୟ) ଓ ସାଗରିକା ମହାରଣା (୩ୟ), ବରିଷ୍ଠ ବିଭାଗରେ ମହେନ୍ଦ୍ର ସାନ୍ତା (୧ମ), ଟୁନା ସାନ୍ତା (୨ୟ) ଓ ଶ୍ରବଣ ମାଝି (୩ୟ) ପ୍ରମୁଖ ଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା | ଏଥିରେ ଅନ୍ୟ ଅତିଥି ଭାବେ ଜିଲାପରିଷଦ ସଭ୍ୟ ଧନସିଂ ଭତ୍ରା,ବିଜେପି ବୋରୀଗାଁ ମଣ୍ଡଳ ସଭାପତି ଜଗଦୀଶ ଭତ୍ରା, ରାଜ୍ୟସଭା ସାଂସଦ ଙ୍କ ପ୍ରତିନିଧି ରାମାରାଓ ଚୌଧୁରୀ, ବ୍ଲକ କଂଗ୍ରେସ ସଭାପତି ଜି. ସାଇ ରାଜୁ, ଜୁନାପାଣି ସରପଞ୍ଚ ଦୟାନିଧି ଭତ୍ରା, ବିଡିଓ ସମୀର କୁମାର ପାତ୍ର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝି, ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଛାତ୍ରୀଛାତ୍ର ଓ କୃତକାର୍ଯ୍ୟ  ହୋଇଥିବା  ଛାତ୍ରୀଛାତ୍ର, ଶିକ୍ଷୟତ୍ରୀ ଶିକ୍ଷକ ମାନେ  ଉପସ୍ଥିତ ଥିଲେ | ଅମୂଲ୍ୟ ଦଳାଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk