-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

*ସୋନପୁର କଲେଜ ଆଲୁମିନୀ ସଂଘ୍ ର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ*

19-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ସୋନପୁର ପଟାଭାଡ଼ି ସ୍ଥିତ ଲୋକନାଥ ମନ୍ଦିର ପାଖ ଫରେଷ୍ଟ ନର୍ସରୀ ଠାରେ ସୋନପୁର କଲେଜର ପୂର୍ବତନ ଛାତ୍ର ସଂଘର ଏକ ବନ୍ଧୁମିଳନ କାର୍ଯକ୍ରମ ତଥା ଜରୁରୀ ବୈଠକ ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୋନପୁର ତଥା ପଡ଼ୋଶୀ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ପୂରାତନ ଛାତ୍ରମାନେ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ତଥା ଦୀର୍ଘବର୍ଷ ଧରି ଅବହେଳିତ ହୋଇ ପଡ଼ିଥିବା ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀ ନେଇ ଆଜି ଏହି ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ସଂଘର ସମ୍ପାଦକ ଭାରତ ଭୂଷଣ ଦାଶଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏବଂ ସୁଦାମ ମିଶ୍ର ଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି ସଭାରେ ସରକାରୀ ମାନ୍ୟତା ଦାବୀ ସଙ୍ଗେ ସଙ୍ଗେ କଲେଜର ବିଭିନ୍ନ ସମସ୍ୟା ବିଷୟରେ ସହର ତଥା ବିଭିନ୍ନ ପ୍ରାନ୍ତରୁ ଆସିଥିବା ସମସ୍ତ ସଭ୍ୟ ନିଜ ନିଜର ମତାମତ ରଖିଥିଲେ । ନିର୍ଦ୍ଧିଷ୍ଟ ସମୟ ସୀମା ଭିତରେ ରାଜ୍ୟ ସରକାର ଯଦି ଉକ୍ତ କଲେଜର ସମସ୍ତ ଦାବୀ ଉପରେ ଗୁରୁତ୍ବ ପ୍ରଦାନ ନ କରିବେ ତାହେଲେ ଆଗକୁ ଆନ୍ଦୋଳନ ଜୋରଦାର କରିବାକୁ ବିଭିନ୍ନ ଛାତ୍ର ନେତା ରଣ ହୁଙ୍କାର ଦେଇଥିବା ଜଣାପଡ଼ିଛି । ଏବଂ ବିଗତ ଦିନରେ ଆଲୁମିନୀ ସଙ୍ଘ ପକ୍ଷରୁ ନିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ପର୍ଯ୍ୟଲୋଚନା ହୋଇଥିଲା। ଆଜିର ଏହି ବୈଠକରେ ବରିଷ୍ଠ ସଦସ୍ୟ ଶ୍ରୀଧର ବାଘ, ପ୍ରବୀଣ ତ୍ରିପାଠୀ, ପଠାଣ କୁମାର ପଣ୍ଡା, ଗତିକୃଷ୍ଣ ମିଶ୍ର, ଗୋପାଳ ବରାଇ, ରାମକୃଷ୍ଣ ଦାସ, ଶୁଭ୍ରାଂଶୁ ଶେଖର ମିଶ୍ର, ଶ୍ୟାମ ଓମ୍ ପ୍ରାସାଦ ମିଶ୍ର, ଦୁର୍ଯ୍ୟୋଧନ ସାହୁ, ମନୋରଞ୍ଜନ ତ୍ରୀପାଠୀ, ବିଶ୍ଵ ରଞ୍ଜନ ପୁଝାରୀ, ରାଜ କିଶୋର ତ୍ରିପାଠୀ, ଲବ ସାହୁ, ଶେଷ ନାରାୟଣ ବହିଦାର, ସୁଧିର ପଣ୍ଡା, ଶାଶ୍ଵତ ମିଶ୍ର, ସରୋଜ ପଧାନ, ପ୍ରଫୁଲ୍ଲ ନାଏକ, ମହାଦେବ ମଲ୍ଲିକ, ଉମେଶ କୁମ୍ଭାର, ଧର୍ମେନ୍ଦ୍ର ଥନାପତି, ଜ୍ୟୋତିର୍ମୟ ପାଣିଗ୍ରାହୀ ପ୍ରମୁଖ ୭୦ ରୁ ଊର୍ଦ୍ଧ୍ବ ଛାତ୍ର ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk