-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜୀବନଶୈଳୀ

ବହ୍ନୀକନ୍ୟା ପାର୍ବତୀଗିରିଙ୍କ ଜନ୍ମଶତବାର୍ଷିକୀ ପାଳିତ

20-Jan-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗୀର ଉପକଣ୍ଠରେ ଥିବା ପଥରଚେପା ପାର୍ବତୀଗିରି ବାଳନିକେତନଠାରେ ଏହି ଆଶ୍ରମର ସଂସ୍ଥାପିକା ତଥା ସ୍ୱାଧିନତାସଂର୍ଗାମୀ,ସମାଜସେବିକା ବହ୍ନୀକନ୍ୟା ପାର୍ବତୀଗିରିଙ୍କର ଜନ୍ମଶତବାର୍ଷିକି ସମାରୋହ ପାଳିତ ହୋଇଯାଇଛି । ବାଳନିକେତନର ସଭାପତି ସୁଶ୍ରୀ ଶାନ୍ତିଲତା ବହିଦାରଙ୍କ ଅଧ୍ୟକ୍ଷତା ଓ ଶିଶୁକଲ୍ୟାଣ ଅଧିକାରୀ ଇପସିତା ପୁରୋହିତଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଭୀମଭୋଇ ମେଡିକାଲକଲେଜର ଡିନ ଡ.ସ୍ୱୟଂପ୍ରଭା ପ୍ରଧାନ, ସମ୍ମାନୀତ ଅତିଥି ଭାବରେ ରାଜେନ୍ଦ୍ରବିଶ୍ୱବିଦ୍ୟାଳୟର ପିଜିକାଉନସିଲ ଅଧ୍ୟକ୍ଷ ଡ.ପ୍ରତାପଚନ୍ଦ୍ର ଦାସ,କେନ୍ଦ୍ରମୁଖ୍ୟ ବଲାଙ୍ଗୀର ଇଶ୍ୱରୀୟ ବିଶ୍ୱବିଦ୍ୟାଳୟର ବି.ଉଷା,ଜିଲ୍ଲା ଶିଶୁସୁରକ୍ଷା ୟୁନିଟର ଦିଗାମ୍ବର କର,ସିଡବ୍ଲୁସିର ଅଧ୍ୟକ୍ଷ ଦାୟିତ୍ୱରେ ଥିବା ଲିନା ବାବୁ ଓ ମୁଖ୍ୟବକ୍ତା ଭାବରେ ପ୍ରଧ୍ୟାପକ ଡ.ପ୍ରେମଚନ୍ଦ ମହାନ୍ତି ଯୋଗଦେଇଥିଲେ । ବଡମା ପାର୍ବତୀ ଗିରିଙ୍କ ସମାଧି ଓ ପ୍ରତିକୃତୀରେ ମାଲ୍ୟାର୍ପଣକରି ପୂଜାର୍ଚ୍ଚନା ପରେ ଅନୁଷ୍ଠାନର ସଂପାଦିକା ସଂସ୍କୃତି ପଟ୍ଟନାୟକ ବାର୍ଷିକବିବରଣୀ ପ୍ରଦାନ କରିଥିଲେ । ଏହି ବିବରଣୀରେ ଅନୁଷ୍ଠାନର ସଫଳ ଛାତ୍ରଛାତ୍ରୀ ମାନଙ୍କ ବିଷୟରେ ସୂଚନା ଦିଆଯାଇ ବଡମା ପାର୍ବତୀ ଗିରିଙ୍କ ସ୍ୱପ୍ନପୂରଣ ହେଉଛି ବୋଲି ଶ୍ରୀମତୀ ପଟ୍ଟନାୟକ କହିଥିଲେ । ତେବେ ସରକାର ଏହି ଅନୁଷ୍ଠାନକୁ ଏବେ ଅନୁଦାନ ଦେଇ ଚଳାଉଥିଲେ ହେଁ ଜିଲ୍ଲାପ୍ରଶାସନର ଆଭିମୁଖ୍ୟକୁ ନେଇ ସଭାପତି ଶାନ୍ତିଲତା ବହିଦାର ଅସନ୍ତୋଷ ବ୍ୟକ୍ତ କରିଥିଲେ । ଅନୁଷ୍ଠାନକୁ ଯେଭଳି ଭାବରେ ପ୍ରଶାସନ ନଜର ଦେବାକଥା ତାହା ହୋଇପାରୁନାହିଁ ବୋଲି ସେ ସଭାରେ କହିଥିଲେ । ଡିନ.ଡ.ପ୍ରଧାନ ତାଙ୍କ ବକ୍ତବ୍ୟରେ ପାର୍ବତୀ ଗିରିଙ୍କର ସେବା ଓ ତ୍ୟାଗ ପାଇଁ ସବୁଦିନ ପାଇଁ ମନେରହିବେ ବୋଲି କହିବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୧୨୯ତମ ମନକି ବାତରେ ପାର୍ବତୀ ଗିରିଙ୍କୁ ସ୍ମରଣ କରିଥିବା ବିଷୟରେ କହିଥିଲେ । ବି.କେ ଉଷା ତାଙ୍କ ବକ୍ତବ୍ୟରେ ଜୀବନରେ ଆଧ୍ୟାତ୍ମିକତାର ମୂଲ୍ୟ ଓ ମାନିବିୟଗୁଣ ବିଷୟରେ କହିଥିଲେ । ମୁଖ୍ୟବକ୍ତା ଡ.ମହାନ୍ତି ପାର୍ବତୀ ଗିରିଙ୍କ ସମାଜପ୍ରତି ଥିବା ଉତ୍ସର୍ଗିକୃତ ମନୋଭାବ,ତ୍ୟାଗ ଓ ସେବାକୁ ନେଇ ବକ୍ତବ୍ୟ ରଖିଥିଲେ । ପାର୍ବତୀ ଗିରିଙ୍କ ଦ୍ୱାରାସ୍ଥାପିତ ଆଶ୍ରମଗୁଡିକରେ ଆଶ୍ରାନେଇ ଜୀବନରେ ଉନ୍ନତିପଥ ପାଉଥିବା ଛାତ୍ରଛାତ୍ରୀ ନିହାତି ସମାଜପାଇଁ କିଛି କରିପାରିବେ ବୋଲି ଆଶାବ୍ୟକ୍ତ କରିଥିଲେ । ଏହି ଅବସରରେ ବାଳାଶ୍ରମର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ସହରର ବିଶିଷ୍ଠବ୍ୟକ୍ତି ଯଥା-ଜଗଦାନନ୍ଦ ଛୁରିଆ,ଡ.ପିକେ ଦାସ,ବାବୁଲା ବହିଦାର,ପ୍ରମୋଦ ବଗର୍ତ୍ତି,ଦେବାଶିଷ ପଟେଲ,ବବିତା ଅଗ୍ରୱାଲ ପ୍ରମୁଖଙ୍କ ସହ ବହୁମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦାନ କରିଥିଲେ । ପ୍ରକାଶ୍ୟ ଯେ,ପାର୍ବତୀଗିରି ୧୯୯୫ ମସିହାରେ ବଲାଙ୍ଗୀର ପଥରଚେପା ଠାରେ ପାର୍ବତୀଗିରି ବାଳନିକେତନ ସ୍ଥାପନ କରିଥିଲେ । ତତକାଳିନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ୫ଏକର ପରିମିତ ଜମିରେ ୨୫ଲକ୍ଷ ୬୦ ହଜାର ଟଙ୍କା ଖର୍ଚ୍ଚକରି ଏଠାରେ ୧୦୦ ଶର୍ଯ୍ୟାବିଶିଷ୍ଟ ଆଶ୍ରମ ନିର୍ମାଣ କରାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ