-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||     

HOME   ଜିଲ୍ଲା

ନୂତନ ଭାବେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିକ୍ରମ ପଣ୍ଡା ଙ୍କ ଯୋଗଦାନ

20-Jan-2026



ବଲାଙ୍ଗୀର(ଦେବାଶିଷ ବହିଦାର): ବଲାଙ୍ଗୀର ଜିଲ୍ଲା ର  ଶିଶୁ ସୁରକ୍ଷା ଅଧିକାରୀ ଭାବେ ବିକ୍ରମ ପଣ୍ଡାଙ୍କ ଯୋଗଦାନ କରିଛନ୍ତି। ସେ ପୂର୍ବରୁ ଶିଶୁ ହେଲ୍ପ ଲାଇନ ବଲାଙ୍ଗୀରରେ ଜିଲ୍ଲା ସଂଯୋଜକ ଭାବେ କାମ କରିଥିଲେ।ତାଙ୍କର ଶିଶୁ ସୁରକ୍ଷା ଉପରେ କରିଥିବା କାମର ଅନୁଭୂତି ବେଶ୍ ଉପଯୋଗ ହୋଇ ପାରିବ ବୋଲି ଶ୍ରୀ ପଣ୍ଡା ଜଣାଇଛନ୍ତି।ଶିଶୁ ସୁରକ୍ଷା ଏକ ବଡ଼ ଦାୟିତ୍ଵ ହୋଇଥିବାରୁ ଜିଲ୍ଲାରେ ସାମାଜିକ କ୍ଷେତ୍ରରେ କାମ କରୁଥିବା ବିଭିନ୍ନ ସରକାରୀ ଓ ବେସରକାରୀ ସଂଗଠନ ମାନଙ୍କର ସହାୟୋଗ ଆବଶ୍ୟକତା ବୋଲି ଜଣାଇଛନ୍ତି।ଆଗକୁ ବଲାଙ୍ଗୀର ଜିଲ୍ଲା ପାଇଁ ଭଲ ଭାବରେ  କାମ କରିବି ବୋଲି ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026

You Might Also Like