-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ନୂଆପଡା ବିଧାନସଭା ବିକାଶ ସମିତି ବୈଠକ ଅନୁଷ୍ଠିତ l ସମର୍ପିତ ଭାବରେ ଲୋକଙ୍କ ସେବା କରିବା ପାଇଁ ଅଧିକାରୀ ମାନଙ୍କୁ ବିଧାୟକଙ୍କ ଆହ୍ବାନ

20-Jan-2026



(ଡୋଲେଶ୍ୱର ବାଗ)
ନୂଆପଡା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍ଭାବନା ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ମାନ୍ୟବର ବିଧାୟକ ନୂଆପଡା, ଶ୍ରୀ ଜୟ ଢୋଲକିଆ ଅଧ୍ୟକ୍ଷତା କରି ସମର୍ପିତ ଭାବରେ  ଜନ ସାଧାରଣଙ୍କୁ ସେବା ଯୋଗାଇ ଦେବାପାଇଁ ଅଧିକାରୀ ମାନଙ୍କୁ ଆହ୍ବାନ ଦେଇଛନ୍ତି l ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଉପସ୍ଥିତିରେ ବିଧାୟକ ନୂଆପଡା ବିଧାନସଭା କ୍ଷେତ୍ରରେ ପଞ୍ଚାୟତି ରାଜ, ସ୍ବାସ୍ଥ୍ୟ, ଶିକ୍ଷା ,ରାସ୍ତା ଓ କୋଠାବାଡ଼ି ବିଭାଗ, ଗ୍ରାମ୍ୟ ବିକାଶ, ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ,ଉଠା ଜଳସେଚନ, ଜଳ ସେଚନ, କ୍ଷୁଦ୍ର ଜଳସେଚନ,  ପ୍ରାଣୀ ସମ୍ପଦ ଇତ୍ୟାଦି ବିଭାଗର କାର୍ଯ୍ୟାବଳୀ ର ସମୀକ୍ଷା କରିଥିଲେ l ପ୍ରାରମ୍ଭରେ ଜିଲ୍ଲାପାଳ ମାନ୍ୟବର ବିଧାୟକ ଓ ସମସ୍ତ ଅଧିକାରୀଙ୍କୁ ସ୍ଵାଗତ କରି ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ l ଉପ ନିର୍ଦ୍ଦେଶକ ପରିସଂଖ୍ୟାନ ଡିଲେଶ୍ୱର ଧରୁଆ ବିଭିନ୍ନ ବିଭାଗର ପ୍ରଗତି ବିବରଣୀ ଉପସ୍ଥାପନ କରିଥିଲେ l ଗୋଟି ଗୋଟି କରି ସମସ୍ତ ବିଭାଗୀୟ ଅଧିକାରୀ ମାନେ ଗୃହକୁ ନିଜ ନିଜ ବିଭାଗର ସଫଳତା ଓ ଭବିଷ୍ୟତ କାର୍ଯ୍ୟଖସଡ଼ା ସମ୍ବନ୍ଧରେ ଅବଗତ କରିଥିଲେ l ମୁଖ୍ୟତଃ ସମସ୍ତ ନିର୍ମାଣ କାର୍ଯ୍ୟ ର ଅଗ୍ରଗତି ଓ ଏହି ସମ୍ବନ୍ଧୀୟ ଅସୁବିଧା ବିଷୟରେ ଯନ୍ତ୍ରୀ ଓ ଅଧିକାରୀ ମାନଙ୍କ ସହିତ ବିଧାୟକ ସିଧା ସଳଖ ଆଲୋଚନା କରିଥିଲେ l ମୁଖ୍ୟ ମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଯୋଜନାରେ  ବିଧାନସଭା କ୍ଷେତ୍ରରେ ୨୦ କୋଟି ୫୦ ଲକ୍ଷ ବ୍ୟୟରେ ୩୧୧ ଟି ପ୍ରକଳ୍ପ ଅନୁମୋଦିତ ହୋଇଥିବାବେଳେ ଏଥିରୁ ୭୦ ଟି ପ୍ରକଳ୍ପ ସଂପୂର୍ଣ୍ଣ ହୋଇଛି l ବିଧାୟକଙ୍କ ଅନୁଦାନରେ ୨୩୦  ଟି ପ୍ରକଳ୍ପ ପାଇଁ ୭ କୋଟି ଟଙ୍କା ବ୍ୟୟ ଅଟକଳରୁ ୧୬୧ ଟି କାମ ସଂପୂର୍ଣ୍ଣ ହୋଇଛି l କେ ବି କେ ବିକାଶ  ଯୋଜନାରେ ୨ କୋଟି ଟଙ୍କାର ୫୪ ଟି ପ୍ରକଳ୍ପରୁ ୨୨ ଟି କାମ ସଂପୂର୍ଣ୍ଣ ହୋଇଛି l ୩୬ ଲକ୍ଷ ଟଙ୍କା ରେ ଅନୁମୋଦିତ ୧୮ ଟି ଅଙ୍ଗନବାଡ଼ି କେନ୍ଦ୍ର ରୁ ୮ ଟି ସଂପୂର୍ଣ୍ଣ ହୋଇଛି l୪୮ ଟି ବନ ସୁରକ୍ଷା କୋଠାରୁ ୧୩ ଟି ନିର୍ମିତ ହୋଇଛି l ୪ କୋଟି ୫୬ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ୨୬ ଟି ଅତିରିକ୍ତ ଶ୍ରେଣୀ ଗୃହ ମଧ୍ୟରୁ ୭ ଟି ସଂପୂର୍ଣ୍ଣ ହୋଇଛି l ୧୪ କୋଟି ଟଙ୍କା ବ୍ୟୟରେ ଜିଲ୍ଲା ସଂସ୍କୃତି ଭବନ କାମ ଆରମ୍ଭ ହୋଇଛି l ନୂଆପଡା ଟାଉନ୍ ହଲ୍ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି l ବିଧାୟକ ପତୋରା ଡେମ୍ ରୁ ସ୍ଥାନୀୟ ସିଲଦା ରିଜର୍ଭ  କଲୋନୀ କୁ ପାନୀୟ ଜଳ ଯୋଗାଣ,ବିଭିନ୍ନ ଗ୍ରାମରେ ଅଧିକ ସଂଖ୍ୟାରେ ନଳକୂପ ଖନନ, ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର,  ବିଦ୍ୟାଳୟକୁ ପାନୀୟ ଜଳ ଯୋଗାଣ ପାଇଁ ବ୍ୟବସ୍ଥା କରିବା ପାଇଁ  ସଂପୃକ୍ତ ବିଭାଗ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ l ଯେଉଁ  ଗ୍ରାମ ମାନଙ୍କରେ ମୋବାଇଲ୍ ସିଗ୍ନାଲ ନାହିଁ, ସେଠାରେ ନୂତନ ମୋବାଇଲ୍ ଟାୱାର ସ୍ଥାପନ ପାଇଁ ପ୍ରସ୍ତାବ ଦେଇଥିଲେ l ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଲେ ଯେ କୌଣସି ନିର୍ମାଣ କାମରେ ହେଳା ଏବଂ ଗୁଣମାନରେ ମୋଟେ ସାଲିସ କରାଯିବ ନାହିଁ l ଆଜିର ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଦ୍ବାରିକାନାଥ ଶତପଥୀ, ନୂଆପଡା ଓ କୋମନା ବି ଡି ଓ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ ଉପସ୍ଥିତ ଥିଲେ l ଶେଷରେ ଏ ପି ଡି କ୍ଷମାନିଧି ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like